Posted inଜାତୀୟ

ଏଠି ବଳଦ ନୁହେଁ ମଣିଷ କରୁଛନ୍ତି ହଳ

ଝାବୁଆ,୨୮।୭: ମଧ୍ୟପ୍ରଦେଶର ଝାବୁଆ ଜିଲା ଉମରକୋଟ ଗ୍ରାମରେ ରହୁଥିବା ଆଦିବାସୀ ଆଜିବି ବଳଦ ବଦଳରେ ମହିଳାଙ୍କୁ ହଳ କାମରେ ନିୟୋଜିତ କରୁଥିବା ଦେଖିବାକୁ ମିଳିଛି। ଏଠାରେ ରହୁଥିବା ରତନ ଭୋବର ଓ ତାଙ୍କ ସ୍ତ୍ରୀ ରାମଲି ୫ଟି ପିଲାଙ୍କୁ ନେଇ ଏବେବି ଗରିବ ସୀମାରେଖା ତଳେ ରହୁଛନ୍ତି। ଅର୍ଥାଭାବ ଯୋଗୁ ଏମାନେ ବଦଳ ନ କିଣି ପାରି ମହିଳାଙ୍କୁ ନେଇ ଚାଷ କରୁଥିବା ଦେଖାଯାଇଛି। ଏହା ଜଣାପଡିବା ପରେ ଜିଲା ପ୍ରଶାସନ ଓ ଏଠାକାର ଏମ୍‌ପି ଏମାନଙ୍କୁ ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ସୂଚନାଯୋଗ୍ୟ, ବଳଦ ଯୋଡାକୁ ଏଠାରେ ପାଖାପାଖି ୨୫ ହଜାର ଟଙ୍କାରେ ବିକ୍ରି କରାଯାଉଥିବା ବେଳେ ଭଡାରେ ଆଣିଲେ ଦିନକୁ ଦେବାକୁ ପଡୁଛି ପ୍ରାୟ ଏକ ହଜାର ଟଙ୍କା। ତେଣୁ ଏତେ ପରିମାଣର ଅର୍ଥ ସେମାନଙ୍କ ପାଖରେ ନ ଥିବା ପ୍ରକାଶ କରିଛନ୍ତି ରତନ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ପାଇଁ ସ୍ୱାଧିନତା ଦିବସରେ ଲାଲକିଲାରୁ ହେଲା ପୁଷ୍ପ ବୃଷ୍ଟି

ନୂଆଦିଲ୍ଲୀ,୧୫ ।୮: ସ୍ୱାଧିନତାର ଅମୃତ ମହୋତ୍ସବକୁ ସ୍ୱତନ୍ତ୍ର କରିବା ପାଇଁ ବିଶେଷ ପ୍ରସ୍ତୁତି କରାଯାଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଶର ବା କମଳା ରଙ୍ଗର...

ଆଫଗାନିସ୍ତାନ ପ୍ରସଙ୍ଗରେ ଦେଶ ଏକଜୁଟ, କଂଗ୍ରେସ କହିଲା ଆମେ ସରକାରଙ୍କ ସାଥିରେ ରହିଛୁ…

ନୂଆଦିଲ୍ଲୀ,୨୬।୮: ଆଫଗାନିସ୍ତାନ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ପଡ଼ୋଶୀ ଦେଶରେ ଦେଖାଦେଇଥିବା ମାନବୀୟ ସଙ୍କଟ ସମୟରେ...

ଜମ୍ମୁ-କଶ୍ମୀରର ୪ ଜିଲା ଗସ୍ତ କରିବେ ଗୁଲାମ ନବୀ: ସୁପ୍ରିମ୍‌କୋର୍ଟରେ ଦାଖଲ କରିବେ ରିପୋର୍ଟ

ନୂଆଦିଲ୍ଲୀ,୧୬।୯: ଜମ୍ମୁ-କଶ୍ମୀର ଗସ୍ତ ପାଇଁ ସୋମବାର କଂଗ୍ରେସ ବରିଷ୍ଠ ସଦସ୍ୟ ଗୁଲାମ ନବୀ ଆଜାଦ୍‌ଙ୍କୁ ସୁପ୍ରିମ୍‌କୋର୍ଟ ପକ୍ଷରୁ ଅନୁମତି ମିଳିଛି। ତେବେ ସେ ଏଠାକାର ୪ଟି...

୨ ବର୍ଷର କମ୍‌ ଶିଶୁଙ୍କୁ ଫଳ ରସ ଦେଉଛନ୍ତି କି, ତାହେଲେ ହୋଇଯାଆନ୍ତୁ ସାବଧାନ

ଫଳ ରସ ପିଇବା ଛୋଟ ଛୁଆଙ୍କ ଠାରୁ ଆରମ୍ଭ କରି ବୃ୍‌ଦ୍ଧ ଯାଏଁ ସମସ୍ତଙ୍କୁ ଭଲ ଲାଗିଥାଏ। ଏହାଦ୍ୱାରା ଜରୁରୀ ପୋଷକ ତତ୍ତ୍ୱ ମିଳିବା ସହ...

ଗୋଗୋଇଙ୍କୁ ଶିବଲ୍‌ଙ୍କ ୫ ପ୍ରଶ୍ନ

ନୂଆଦିଲ୍ଲୀ,୧୮।୩: ସୁପ୍ରିମ୍‌କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜ୍ୟ ସଭା ସଦସ୍ୟ ଭାବେ ମନୋନୀତ କରିଛନ୍ତି। ଗୋଗୋଇଙ୍କ ରାଜ୍ୟ ସଭା...

ବ୍ରେନ୍‌ଷ୍ଟ୍ରୋକ୍‌ରୁ ଦୂରେଇ ରହିବା ପାଇଁ…

ମେଥି ଓ ଦହି ଶରୀର ପାଇଁ ଉପକାରୀ । ପ୍ରତିଦିନ ମେଥି ଗୁଣ୍ଡ ଖାଇଲେ ବିଭିନ୍ନ ପ୍ରକାର ପେଟ ସମସ୍ୟା ଦୂର ହୁଏ। ମେଥି ସହିତ...

‘ହାଇକମାଣ୍ଡ ମୋତେ କିଛି କହିନାହାନ୍ତି’

ବେଙ୍ଗାଲୁରୁ, ୨୫।୭: କର୍ନାଟକରେ ନେତୃତ୍ୱ ପରିବର୍ତ୍ତନ ନେଇ ଚର୍ଚ୍ଚା ଜୋର ଧରିଛି। ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା କହିଛନ୍ତି, ତାଙ୍କର ରାଜନୈତିକ ଭବିଷ୍ୟତ ନେଇ ରବିବାର ସନ୍ଧ୍ୟା...

୨୦ ବର୍ଷର ଲୋକସେବା: ମୁଖ୍ୟମନ୍ତ୍ରୀରୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୭।୧୦: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଲୋକସେବାକୁ ୨୦ ବର୍ଷ ପୂରଣ ହୋଇଛି। ଇତିମଧ୍ୟରେ ସେ ମୁଖ୍ୟମନ୍ତ୍ରୀରୁ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।...

Advertisement
Archives

Model This Week