Posted inଫୁରସତ

ଏଠି ମାତ୍ର କିଛି ଘଣ୍ଟା ପାଇଁ ହୋଇଥାଏ ଅସ୍ଥାୟୀ ବିବାହ

ବିବାହ ସର୍ବଦା ସ୍ଥାୟୀ ବୋଲି କୁହାଯାଏ। ହେଲେ ବିଶ୍ୱରେ ଏମିତି ଏକ ଦେଶ ଅଛି ଯେଉଁଠି ଅସ୍ଥାୟୀ ବିବାହ କରାଯାଏ। ବେଳେବେଳେ ମାତ୍ର କିଛି ଘଣ୍ଟା ପାଇଁ ମଧ୍ୟ ବିବାହର ଆୟୋଜନ କରାଯାଇଥାଏ। ଇରାନରେ ଏଭଳି ବିବାହ ଦେଖିବାକୁ ମିଳେ। ତେବେ କେବଳ ବିବାହ ନୁହେଁ ଏଠାକାର ଆହୁରି ମଧ୍ୟ କିଛି ପ୍ରଥା ବା ପରମ୍ପରା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥାଏ। ଏଠାରେ ଲିଙ୍ଗ ପରିବର୍ତ୍ତନ କରିବାକୁ ଅନୁମତି ମିଳିଥାଏ। ନିୟମ ଅନୁଯାୟୀ, ଏଠାରେ ମହିଳାମାନେ କୌଣସି ସ୍ପୋର୍ଟସ୍‌ ଇଭେଣ୍ଟରେ ଯୋଗ ଦେଇ ପାରିବେ ନାହିଁ। ସେଥିପାଇଁ ବେଳେ ବେଳେ ମହିଳାମାନେ ପୁରୁଷ ବେଶରେ ଷ୍ଟାଡିୟମ ଚାଲି ଯାଆନ୍ତି। ଜନସଂଖ୍ୟାକୁ ନେଇ ବେଶ୍‌ ଚର୍ଚ୍ଚାରେ ଥିବା ଇରାନ ଗର୍ଭନିରୋଧ ଉପରେ ଗୁରୁତ୍ୱ ଦେଇଥାଏ। ସେଥିପାଇଁ ଏଠାରେ କେତେଗୁଡିଏ ଗର୍ଭନିରୋଧକ ଫ୍ୟାକ୍ଟ୍ରି ରହିଛି। ଇରାନ୍‌ ଅନେକ ବିଦେଶୀ ରିଫ୍ୟୁଜିଙ୍କୁ ନିଜ ଦେଶରେ ସ୍ଥାନ ଦେଇ ବଦାନ୍ୟତାର ପରିଚୟ ଦେଇଛି। ଆଉ ଏଠାରେ ଟାଇ ପିନ୍ଧିବା ବି ମନା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶର ସମ୍ପୂର୍ଣ୍ଣ ବିଜୁଳି କାଟିପାରିବ ଚାଇନା, ଜାଣନ୍ତୁ କାରଣ

ପ୍ରତ୍ୟେକ ଦେଶ ନିକଟରେ ନିଜ ଦେଶର ବିଜୁଳି କାଟିବାର ଅଧିକାର ଅଛି, ମାତ୍ର କେବେ ଶୁଣିଛନ୍ତି କି, ଗୋଟିଏ ଦେଶ ଅନ୍ୟ ଏକ ଦେଶର ବିଜୁଳି...

ଭିଏଟ୍‌ନାମର ‘ଟାର୍ଜନ’

ଜଙ୍ଗଲୀ ଜନ୍ତୁଙ୍କ ମନର ପରିଭାଷାକୁ ପଢ଼ିପାରୁଥିବା ଏକ କାଳ୍ପନିକ ଚରିତ୍ର ‘ଟାର୍ଜନ’, ଯାହାକୁ ନେଇ ବିଭିନ୍ନ ଭାଷାରେ ନିର୍ମାଣ କରାଯାଇଛି ଏକାଧିକ ସିନେମା। ଏସବୁ ଚଳଚ୍ଚିତ୍ର...

ଯେଉଁଠି ବାଦୁଡିଙ୍କୁ କରାଯାଏ ପୂଜା

ଏମିତି ତ ଆପଣ ବାଦୁଡ଼ି ଦେଖିଥିବେ। ବାଦୁଡି ଘରେ ବସିଲେ ତାକୁ ଅଶୁଭ ମନେ କରାଯାଏ କିନ୍ତୁ ବିହାରର ବୈଶାଳୀ ଜିଲାରେ ରାଜାପାକର ପ୍ରଖଣ୍ଡରେ ସରସଇ...

କାଗଜ ଦବାଇଲେ ଚାର୍ଜ ହେବ ମୋବାଇଲ

ଆମେରିକୀୟ ବୈଜ୍ଞାନିକମାନେ ଏପରି ଏକ ଉପକରଣ ତିଆରି କରିଛନ୍ତି ଯାହା ସମ୍ପୂର୍ଣ୍ଣ ରୂପେ କାଗଜରେ ତିଆରି ହୋଇଛି। ଏହାକୁ ଦବାଇବା ଦ୍ୱାରା ବିଦ୍ୟୁତ ବାହାରୁଛି। ବୈଜ୍ଞାନିକମାନେ...

ଚକୋଲେଟ୍‌ ବନ୍ୟା

ସାଧାରଣତଃ ଅତ୍ୟଧିକ ବର୍ଷା ହେଲେ ନଦୀରେ ବନ୍ୟାପାଣି ଆସିଥାଏ। ଏହି ପାଣି ଗାଁ ଗଣ୍ଡାରେ ପଶି ଅନେକ କ୍ଷତି ଘଟାଏ। କିନ୍ତୁ କେବେ ଚକୋଲେଟ୍‌ ବନ୍ୟା...

ଚିକିତ୍ସା ବିଜ୍ଞାନରେ ନୂଆ ବିପ୍ଳବ: ମଣିଷ ଜୀବନ ରକ୍ଷା କରିବ ଘୁଷୁରି କିଡ୍‌ନୀ

ଓ୍ବାଶିଂଟନ,୨୧ା୧୦: ମେଡିକାଲ ସାଇନ୍ସ ବା ଡାକ୍ତରୀ ବିଜ୍ଞାନ କେତେ ଯେ ଅଗ୍ରଗତି କରିଛି, ତାହା ଆପଣ ଠିକ୍‌ରେ ଅନୁମାନ କରିପାରୁଥିବେ। ଏବେ ଆମେରିକାର ଜଣେ ବ୍ୟକ୍ତିଙ୍କ...

ରାଜସ୍ଥାନର ନିଆରା ପରିବାର: ମାଟିରେ ତିଆରି କରୁଛନ୍ତି ସୁନା ଭଳି ସୁନ୍ଦର ଅଳଙ୍କାର

ଏପରି ଏକ ସହର ରହିଛି ଯେଉଁଠାରେ ସୁନା ଭଳି ସୁନ୍ଦର ଅଳଙ୍କାରମାନ ମାଟିରେ ତିଆରି କରାଯାଉଛି। କଥାଟି ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିବ, ହେଲେ ସତ। କିଛି...

ବହୁମୂଲ୍ୟ କଙ୍କଡା ରକ୍ତ: ଏକ ଲିଟର ମୂଲ୍ୟ ୧୦ ଲକ୍ଷ ଟଙ୍କା

ହର୍ଷସୁ’ କଙ୍କଡା ଦେଖିବାକୁ ଘୋଡାର ନାଲ ଭଳି। ହେଲେ ଏହାର ସାଙ୍କୁଚ ପରି ଲାଞ୍ଜ ଥାଏ। ଏହାର ବୈଜ୍ଞାନିକ ନାମ ହେଉଛି ଲିମୁଲସ୍‌ ପଲିଫେମସ୍‌। ଆଉ...

Advertisement
Archives

Model This Week