Posted inଫୁରସତ

ଏଠି ମାତ୍ର କିଛି ଘଣ୍ଟା ପାଇଁ ହୋଇଥାଏ ଅସ୍ଥାୟୀ ବିବାହ

ବିବାହ ସର୍ବଦା ସ୍ଥାୟୀ ବୋଲି କୁହାଯାଏ। ହେଲେ ବିଶ୍ୱରେ ଏମିତି ଏକ ଦେଶ ଅଛି ଯେଉଁଠି ଅସ୍ଥାୟୀ ବିବାହ କରାଯାଏ। ବେଳେବେଳେ ମାତ୍ର କିଛି ଘଣ୍ଟା ପାଇଁ ମଧ୍ୟ ବିବାହର ଆୟୋଜନ କରାଯାଇଥାଏ। ଇରାନରେ ଏଭଳି ବିବାହ ଦେଖିବାକୁ ମିଳେ। ତେବେ କେବଳ ବିବାହ ନୁହେଁ ଏଠାକାର ଆହୁରି ମଧ୍ୟ କିଛି ପ୍ରଥା ବା ପରମ୍ପରା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥାଏ। ଏଠାରେ ଲିଙ୍ଗ ପରିବର୍ତ୍ତନ କରିବାକୁ ଅନୁମତି ମିଳିଥାଏ। ନିୟମ ଅନୁଯାୟୀ, ଏଠାରେ ମହିଳାମାନେ କୌଣସି ସ୍ପୋର୍ଟସ୍‌ ଇଭେଣ୍ଟରେ ଯୋଗ ଦେଇ ପାରିବେ ନାହିଁ। ସେଥିପାଇଁ ବେଳେ ବେଳେ ମହିଳାମାନେ ପୁରୁଷ ବେଶରେ ଷ୍ଟାଡିୟମ ଚାଲି ଯାଆନ୍ତି। ଜନସଂଖ୍ୟାକୁ ନେଇ ବେଶ୍‌ ଚର୍ଚ୍ଚାରେ ଥିବା ଇରାନ ଗର୍ଭନିରୋଧ ଉପରେ ଗୁରୁତ୍ୱ ଦେଇଥାଏ। ସେଥିପାଇଁ ଏଠାରେ କେତେଗୁଡିଏ ଗର୍ଭନିରୋଧକ ଫ୍ୟାକ୍ଟ୍ରି ରହିଛି। ଇରାନ୍‌ ଅନେକ ବିଦେଶୀ ରିଫ୍ୟୁଜିଙ୍କୁ ନିଜ ଦେଶରେ ସ୍ଥାନ ଦେଇ ବଦାନ୍ୟତାର ପରିଚୟ ଦେଇଛି। ଆଉ ଏଠାରେ ଟାଇ ପିନ୍ଧିବା ବି ମନା।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼ ତଡ଼ିବା ପାଇଁ ଭାଲୁ ପୋଷାକ ପିନ୍ଧିଲେ ଆଇଟିବିପି ଯବାନ: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଡେରାଡୁନ୍‌: ଉତ୍ତରାଖଣ୍ଡରେ ମାଙ୍କଡ଼ଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ଲୋକଙ୍କ ଘରେ ପଶି ଖାଦ୍ୟ ପଦାର୍ଥ ଛଡ଼ାଇ ନେବା ସହିତ ନାନା ପ୍ରକାର ହଇରାଣ କରୁଛନ୍ତି।...

ପୁରସ୍କାର ପରେ କେମିତି ଥାଆନ୍ତି ପ୍ରତିଭାମାନେ, କ’ଣ କରନ୍ତି…

ଅନେକ ସମୟରେ ଦେଖିବାକୁ ମିଳିଥାଏ, ବିପଦରେ ପଡିଥିବା ବ୍ୟକ୍ତିଙ୍କୁ ଦେଖି କେହି କେହି ବାଟଭାଙ୍ଗି ଚାଲି ନ ଯାଇ ନିଜ ଜୀବନକୁ ବାଜି ଲଗାଇ ସେମାନଙ୍କୁ...

ବସ୍ତି ମଧ୍ୟରେ ରାତିରେ ବୁଲୁଛି କଳା ଚିତାବାଘ, ସିସିଟିଭିରେ କଏଦ

ଗ୍ବାଲିଅରର ଏକ ଧନୀ ବସ୍ତିରେ ରାତିରେ ଗୋଟିଏ କଳା ଚିତାବାଘ ଚଳପ୍ରଚଳ କରୁଥିବା ସିସିଟିଭିରେ କଏଦ ହୋଇଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।...

ବିବାହ ସମୟରେ ବର୍ଷା ହେଲେ, କେମିତି ବିତିବ ଦମ୍ପତିଙ୍କ ସାଂସାରିକ ଜୀବନ

ବିବାହ ଉତ୍ସବକୁ ନେଇ ବନ୍ଧୁ ପରିଜନ ଖୁସିରେ ନାଚି ଉଠନ୍ତି। କିନ୍ତୁ ବିବାହ ଦିନ ଯଦି ବର୍ଷା ହେଲା ତେବେ ପରିବାର ଲୋକେ ଚିନ୍ତାରେ ପଡ଼ିଯାନ୍ତି।...

କାନ୍ଧ ବୋହୁଛି କୁକୁର

ନୂଆଦିଲ୍ଲୀ: ଲକ୍‌ଡାଉନ୍‌ ସମୟରେ ଲୋକମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। କଳ କାରଖାନା ବନ୍ଦ ହୋଇଯିବା ପରେ ଭୋକର ଦାଉ ସମ୍ଭାଳି ନ...

କରୋନାର ଚମତ୍କାରୀ ଆୟୁର୍ବେଦ ଔଷଧ ନେବାକୁ ଲମ୍ବା ଲାଇନ୍‌…

ବିଶାଖାପଟ୍ଟନମ୍‌,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ...

ଭେଦଭାବ ଭୁଲି ସାମାଜିକ ପରିବର୍ତ୍ତନକୁ ଗୁରୁତ୍ୱ

ନୂଆଦିଲ୍ଲୀ: ପ୍ରତିବର୍ଷ ଜୁଲାଇ ୧୮ ତାରିଖକୁ ନେଲସନ ମଣ୍ଡେଲା ଅନ୍ତର୍ଜାତୀୟ ଦିବସ ଭାବେ ପାଳନ କରାଯାଇଆସୁଛି। ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ମଣ୍ଡେଲା ଜଣେ ପରୋପକାରୀ...

୩ ମାଲବାହୀ ଗାଡ଼ିକୁ ଯୋଡ଼ାଗଲା: ୧୭୭ ଓ୍ବାଗନ ନେଇ ଯାତ୍ରା କଲା ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌

ବିଳାସପୁର,୮।୨: ଭାରତୀୟ ରେଳ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ୩ ମାଲବାହୀ ଗାଡ଼ିକୁ ଯୋଡ଼ାଯାଇଛି। ମୋଟ ୧୭୭ଟି ଓ୍ବାଗନକୁ ନେଇ ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌...

Advertisement


Archives

Model This Week