ଏଠି ସମସ୍ତଙ୍କର ଗୋଟିଏ କିଡ୍‌ନୀ

ଗୋଟିଏ କିଡ୍‌ନୀରେ ଗାଁର ସବୁ ଲୋକ ବଞ୍ଚୁଛନ୍ତି। ଏହି ଗାଁଟି ପଡୋଶୀ ଦେଶ ନେପାଳରେ ରହିଛି। ଗାଁର ନାଁ ହୋକ୍‌ସେ। ଏଠି ଅଧିକାଂଶ ଲୋକେ ଗୋଟିଏ କିଡ୍‌ନୀରେ ଜୀବନ ବିତାଉଛନ୍ତି। କୌଣସି ରୋଗ ପାଇଁ ନୁହେଁ ବରଂ ଅଭାବରୁ ଏମାନେ କିଡ୍‌ନୀ ବିକ୍ରି କରୁଛନ୍ତି। ନେପାଳରେ ଆସୁଥିବା ଭୂକମ୍ପ ଯୋଗୁଁ ଏମାନେ ଜୀବିକା ହରାଇବା ସହ ବାସଶୂନ୍ୟ ହୋଇଯାଆନ୍ତି। ତା’ପରେ ଅଣ୍ଟା ସଳଖି ଠିଆ ହେବା ଏମାନଙ୍କ ପାଇଁ କାଠିକର ପାଠ ହୋଇଥାଏ। ତେଣୁ ଏମାନେ କିଡ୍‌ନୀ ବିକ୍ରି କରି ଯାହାପାଆନ୍ତି ସେଥିରେ ପୁଣି ଥରେ ଘର ତିଆରି କରନ୍ତି ଓ ନିଜର ଗୁଜୁରାଣ ମେଣ୍ଟାନ୍ତି। ଏଠାରେ ଦିନକୁ ଦିନ କିଡ୍‌ନୀ ବିକ୍ରି ଘଟଣା ବଢିଯିବା ଫଳରେ ପଡୋଶୀ ଦେଶରୁ ଦଲାଲମାନେ ଯାଇ ସେମାନଙ୍କୁ ବହଲାଇ କିଡ୍‌ନୀ ସଂଗ୍ରହ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇକୋଫ୍ରେଣ୍ଡ୍‌ଲି ‘ଅଳକାନନ୍ଦା କ୍ରୁଜ୍‌’

ବାରାଣସୀର ପ୍ରସିଦ୍ଧ ବାବା ବିଶ୍ୱନାଥ ମନ୍ଦିରରେ ଅନୁଷ୍ଠିତ ଦେବ ଦୀପାବଳି ଉତ୍ସବରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଅଳକାନନ୍ଦା କ୍ରୁଜ୍‌’ରେ ଜଳଯାତ୍ରା କରିଥିଲେ। ଏହା...

ଯେଉଁଠି ଫୁଲ ତୋଡା ଧରିଲେ ଖୁବ୍‌ଶୀଘ୍ର ହୁଏ ବିବାହ

ବିବାହକୁ ନେଇ ରହିଛି ଭିନ୍ନ ଭିନ୍ନ ପରମ୍ପରା। ଚାଇନାରେ ଥିବା ଏକ ଅଜବ ପରମ୍ପରା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଥିଲେ ମଧ୍ୟ ଏମିତି ପରମ୍ପରାରେ ଲୋକେ ଭାଗ...

ସୌଦି ମହିଳାଙ୍କୁ ମିଳିଲା ସ୍ବାଧୀନତା

ରିୟାଦ,୨।୮: ସାଧାରଣତଃ ସୌଦି ମହିଳାଙ୍କ ପାଇଁ ନାନା କଟକଣା ରଖାଯାଇଛି। ପୁରୁଷ କୈନ୍ଦ୍ରୀକ ସମାଜରେ ଏବେ କିନ୍ତୁ ଏହି ମହିଳାମାନେ ପୁରୁଷଙ୍କ ବିନା ପରାମର୍ଶରେ ବିଦେଶ...

ରାଗରେ ୫୦୦ କିଲୋ ଓଜନ ମଇଁଷିକୁ ଏପରି ଟେକି କଚାଡ଼ିଲା ହାତୀ; ଲଢ଼େଇ ବେଳର ଫଟୋ…

ଆପଣମାନେ ପଶୁମାନଙ୍କୁ ନିଜ ଭିତରେ ଲଢ଼େଇ କରୁଥିବା ନିଶ୍ଚିତ ଦେଖିଥିବେ ନଚେତ ଶୁଣିଥିବେ। ସେଥିରୁ କିଛି ଲଢ଼େଇ ଦେଖିଲେ ଲୋମ ଟାଙ୍କୁରି ଉଠେ। ବୃହତ୍‌କାର ପଶୁମାନେ...

ମାଛ ଧରିବା ସମୟରେ ଜାଲରେ ପଡ଼ିଲା ଏପରି ଜିନିଷ : ମୂଲ୍ୟବାନ ଔଷଧରେ ହୁଏ ବ୍ୟବହାର

ମହାରାଷ୍ଟ୍ରର ଉଜ୍‌ନି ଡ୍ୟାମ୍‌ରୁ ମାଛ ଧରିବା ସମୟରେ ଜଣେ ଦମ୍ପତି ଏକ ଦୁର୍ଲଭ କଇଁଛ ଦେଖିଥିଲେ। ଯେତେବେଳେ ସେମାନେ ଏହାକୁ ଜଙ୍ଗଲ ବିଭାଗର ଅଧିକାରୀମାନଙ୍କୁ ହସ୍ତାନ୍ତର...

୬୦ ଦେଶରେ କରୋନା କାୟା: ଚାଇନାରେ ମୃତ୍ୟୁସଂଖ୍ୟା ୨,୮୭୦

ତେହେରାନ୍‌/ସିଓଲ,୨ା୩: ଚାଇନାର ଉହାନ ସହରରୁ ସୃଷ୍ଟ କରୋନା ଭୂତାଣୁ ସଂକ୍ରମଣ ଏବେ ପାଖାପାଖି ୬୦ ଦେଶକୁ ବ୍ୟାପିଲାଣି। ଏଥିରେ କେବଳ ଲୋକଙ୍କ ମୃତ୍ୟୁ ଘଟୁଛି ତାହା...

ଘରେ ସୁରକ୍ଷିତ ରହୁଥିଲେ ବି ହେବ କରୋନା! ଜାଣନ୍ତୁ କେମିତି

ଘରେ ବସି ମଧ୍ୟ ଜଣେ କରୋନା ଭାଇରସ ସଂକ୍ରମିତ ହେବାର ସମ୍ଭାବନା ରହିଛି। ଦକ୍ଷିଣ କୋରିଆର ବୈଜ୍ଞାନିକମାନେ ଏହା ପ୍ରକାଶ କରିଛନ୍ତି। ଦକ୍ଷିଣ କୋରିଆର ବୈଜ୍ଞାନିକମାନେ...

ଟ୍ରାଫିକ ନିୟମ ପାଳନ ନ କଲେ ଦେଖିବାକୁ ପଡ଼ିବ ୨ ଘଣ୍ଟିଆ ଫିଲ୍ମ

ଫରିଦାବାଦ୍‌, ୬।୮: ଟ୍ରାଫିକ୍‌ ନିୟମ ପାଳନ କରୁ ନ ଥିବା ଅମାନିଆଙ୍କ ପାଇଁ ହରିୟାଣାର ଫରିଦାବାଦ ପୋଲିସ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଜରିମାନା...

Advertisement


Archives

Model This Week