Posted inଜାତୀୟ

ଏଡ଼ିସି ବ୍ୟାଙ୍କ ମାନହାନି ମାମଲା: ରଣଦୀପ୍‌ ସୁରଜଓ୍ବାଲାଙ୍କୁ ଜାମିନ୍‌

ନୂଆଦିଲ୍ଲୀ,୧୮।୧୨:ଏଡ଼ିସି ବ୍ୟାଙ୍କ ମାନହାନି ମାମଲାରେ କଂଗ୍ରେସ ପ୍ରବକ୍ତା ରଣଦୀପ୍‌ ସୁରଜଓ୍ବାଲାଙ୍କ ଜାମିନ୍‌ ବୁଧବାର ମଞ୍ଜୁର ହୋଇଛି। ୧୫ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ମେଟ୍ରୋପଲିଟନ୍‌ କୋର୍ଟ ଏହା ମଞ୍ଜୁର କରିଛନ୍ତି। ଗୁଜରାଟ କଂଗ୍ରେସ ପ୍ରବକ୍ତା ମନିଷ ଦୋଷି ତାଙ୍କର ଜମାନତ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ୨୦୨୦ ଫେବୃୟାରୀ ୧୫ରେ ହେବ ବୋଲି କୋର୍ଟ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇଥର କୋର୍ଟ ନୋଟିସ୍‌ ପରେ ରଣଦୀପ୍‌ ହାଜର ନ ହେବାରୁ ତାଙ୍କ ବିରୋଧରେ ୨୦୧୯ ଅକ୍ଟୋବର ୧୧ରେ ଓ୍ବାରେଣ୍ଟ୍‌ ଜାରି ହୋଇଥିଲା ବିମୁଦ୍ରିକରଣ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ସେ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏଡ଼ିସି ବ୍ୟାଙ୍କ ପକ୍ଷରୁ ରଣଦୀପ୍‌ଙ୍କ ବିରୋଧରେ ମାନହାନି ମାମଲା ଦାଏର କରାଯାଇଥିଲା। ସୂଚନାଯୋଗ୍ୟ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତା ଶାହ ଏଡିବି ବ୍ୟାଙ୍କର ନିର୍ଦ୍ଦେଶକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF)…

ରାଷ୍ଟ୍ରପତିଙ୍କ ଗାଁକୁ ଯିବେ ପ୍ରଧାନମନ୍ତ୍ରୀ, ଦିନିକିଆ ଗସ୍ତରେ ମୋଟ୍‌ ୩ ଘଣ୍ଟା ରହିବେ

ଭୁବନେଶ୍ୱର,୧୬।୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରକୁ ଯିବେ। ପରେ…

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri