ଏଣିକି କଚ୍ଚାଘର ଦେଖିବା ସ୍ବପ୍ନ, ଆଗାମୀ ୩ ବର୍ଷରେ ସମସ୍ତଙ୍କୁ ମିଳିବ ପକ୍କା ଘର: ମନ୍ତ୍ରୀ

ଭୁବନେଶ୍ୱର,୮ା୨(ବ୍ୟୁରୋ): ରାଜ୍ୟରେ ଆଉ କଚ୍ଚାଘର ରହିବ ନାହିଁ। ସମସ୍ତଙ୍କୁ ପକ୍କାଘର ମିଳିବ। ଆଗାମୀ ୩ ବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ମିଳିବ। ସେମାନଙ୍କୁ ବିଜୁ ପକ୍କାଘର ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦିଆଯିବ ବୋଲି ଶନିବାର ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗଞ୍ଜାମକୁ ରେଡ୍‌ ଜୋନ୍‌; ମୟୂରଭଞ୍ଜ, ଜଗତସିଂହପୁରକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା

ଭୁବନେଶ୍ୱର,୭।୫(ବ୍ୟୁରୋ): ଗୋଟିଏ ଦିନରେ ଗଞ୍ଜାମରେ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୁବ୍‌ଶୀଘ୍ର ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହେବାରୁ ରାଜ୍ୟ ସରକାର ଜିଲାକୁ ଗୁରୁବାର ରେଡ୍‌...

ମଞ୍ଚେଶ୍ୱର ଅଟାକଳର ସୁପର୍‌ ସ୍ରେଡର୍‌: ୨୬ଜଣଙ୍କୁ କଲେ ସଂକ୍ରମିତ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମାଡ଼ି ଚାଲିଛି କରୋନା। ଲକ୍‌ଡାଉନ ସତ୍ତ୍ୱେ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା କମିବା ଭଳି ମନେ ହେଉନାହିଁ। ଏହି କ୍ରମରେ ବୁଧବାର ୯୧...

ପଶ୍ଚିମବଙ୍ଗ ଲକ୍‌ଡାଉନ୍‌ ଯୋଗୁ ରେଳସେବା ପ୍ରଭାବିତ

ଭୁବନେଶ୍ୱର,୩।୮(ବ୍ୟୁରୋ): ପଶ୍ଚିମବଙ୍ଗରେ ଲକ୍‌ଡାଉନ ଯୋଗୁ ପୂର୍ବତଟ ରେଳପଥର ଟ୍ରେନ ସେବା ପ୍ରଭାବିତ ହୋଇଛି। ଚଳିତ ମାସରେ ଆଉକିଛି ଅଞ୍ଚଳକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯାଉଥିବାରୁ ଟ୍ରେନ ସେବା...

ପିଆରଏମ ମେଡିକାଲ କଲେଜ ଅଧୀକ୍ଷକଙ୍କ ବହିଷ୍କାର ଦାବି କଲା ଭଞ୍ଜସେନା

ବାରିପଦା ଅଫିସ, ୪ା୨- ପଣ୍ଡିତ ରଘୁନାଥ ମୁର୍ମୁ (ପିଆରଏମ୍‌) ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ବିପର୍ଯ୍ୟସ୍ଥ ସ୍ବାସ୍ଥ୍ୟସେବା ବିରୋଧରେ ସୋମବାର ଭଞ୍ଜସେନାର କାର୍ଯ୍ୟକର୍ତ୍ତା ଜିଲା ପ୍ରଶାସନ...

କଟକଣା ସତ୍ତ୍ୱେ ବନ୍ଦ ହେଲାନି ଫର୍ମାଲିନ ବ୍ୟବହାର

ପାରାଦୀପ,୪ା୭(ସ୍ବ.ପ୍ର.): ସମୁଦ୍ରରୁ ଉତ୍ପାଦିତ ମାଛକୁ ଏ, ବି, ସି, ଡି ଭଳି ଗ୍ରେଡ୍‌ କରାଯାଇ ବିକ୍ରୟ କରାଯାଏ। ଏ ଓ ବି ଗ୍ରେଡ୍‌ ମାଛ ବିଦେଶକୁ...

ନନ୍ଦିନୀଙ୍କ ୮୮ତମ ଜୟନ୍ତୀ: ପ୍ରତିମୂର୍ତ୍ତିରେ ମନ୍ତ୍ରୀ, ନେତାଙ୍କ ମାଲ୍ୟାର୍ପଣ; ଶ୍ରଦ୍ଧାଞ୍ଜଳି ଦେଲେ ‘ଧରିତ୍ରୀ ଓ ଓଡ଼ିଶାପୋଷ୍ଟ’ ପରିବାର

ଭୁବନେଶ୍ୱର,୯।୬(ବ୍ୟୁରୋ): ଭାରତୀୟ ସଂସ୍କୃତି ଏବଂ ରାଜନୀତି କ୍ଷେତ୍ରରେ ନିଜର ବଳିଷ୍ଠ ବ୍ୟକ୍ତିତ୍ୱର ଛାପ ଛାଡ଼ିଥିବା ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ରବିବାର ହେଉଛି...

ସରକାରୀ ମେଡିକାଲ କଲେଜରେ ଖାଲିପଡ଼ିଛି ୨୪୪ ପଦବୀ

ଭୁବନେଶ୍ୱର, ୨୫ା୨(ବ୍ୟୁରୋ):  ରାଜ୍ୟରେ ୭ ମେଡିକାଲ କଲେଜ ରହିଛି। ଏସବୁ କଲେଜରେ ମୋଟ ୧୨୬୭ ମଞ୍ଜୁରପ୍ରାପ୍ତ ପ୍ରଫେସର, ଆସୋସିଏଟ୍‌ ପ୍ରଫେସର ଓ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ...

ଯୁକ୍ତ ୨ ପରୀକ୍ଷା କେନ୍ଦ୍ର ଚୟନରେ ଅନିୟମିତତା ପ୍ରସଙ୍ଗ: ୨୦ ପରୀକ୍ଷା କେନ୍ଦ୍ର ବଦଳାଇବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *