ଏଣିକି ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ପରୀକ୍ଷା: ଗୋଟିଏ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଏଣିକି ଗୋଟିଏ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ। ଚଳିତ ବର୍ଷଠାରୁ ଷାଣ୍ମାସିକ ଏବଂ ବାର୍ଷିକ ପରୀକ୍ଷାରେ ଏଭଳି ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ। ଏଣୁ ଆସନ୍ତା ନଭେମ୍ବରରେ ହେବାକୁ ଥିବା ଷାଣ୍ମାସିକ ପରୀକ୍ଷାରେ ଛାତ୍ରୀଛାତ୍ର ନୂଆ ପଦ୍ଧତିରେ ପରୀକ୍ଷା ଦେବେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପୂର୍ବରୁ ହେଉଥିବା ପରୀକ୍ଷାରେ ଜିଲାସ୍ତରରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେଉଥିଲା। ବିଭିନ୍ନ ଜିଲା ପାଇଁ ଭିନ୍ନ ଭିନ୍ନ ପ୍ରଶ୍ନପତ୍ର ହେବା ସହ ଅଲଗା ସମୟରେ ପରୀକ୍ଷା କରାଯାଉଥିଲା। ଫଳରେ କେତେକ ଜିଲାରେ ସହଜ ପ୍ରଶ୍ନପତ୍ର ହେଉଥିବା ବେଳେ ଆଉ କିଛିରେ କଷ୍ଟ ପଶ୍ନପତ୍ରରେ ପିଲାମାନେ ପରୀକ୍ଷା ଦେଉଥିଲା। ଏହାକୁ ଦୃଷ୍ଟିରେ ରଖି ସାରା ରାଜ୍ୟ ପାଇଁ ଗୋଟିଏ ପ୍ରଶ୍ନପତ୍ର କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ଇତିମଧ୍ୟରେ ପ୍ରଶ୍ନପତ୍ର ପ୍ରସ୍ତୁତ ଏବଂ ଛପା କାର୍ଯ୍ୟ ଶେଷ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri