ଏଣିକି ବାଇକ୍‌ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ: ମନ୍ତ୍ରୀ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଟ୍ରାଫିକ୍‌ ନିୟମ କଡ଼ାକଡ଼ି ପାଇଁ ପୁଣି ଥରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଚେତାବନୀ ଦେଇଛନ୍ତି। ଦିଲ୍ଲୀରେ ଅନୁଷ୍ଠିତ ସଡ଼କ ସୁରକ୍ଷା ବୈଠକରୁ ଫେରିବା ପରେ ମନ୍ତ୍ରୀ କହିଛନ୍ତି, ଏଣିକି ବାଇକ୍‌ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲମେଟ ବାଧ୍ୟତାମୂଳକ ହେବ। ୩ ମାସ ସମୟ ପୂରଣ ହେବା ପରେ ଯାଞ୍ଚ କଡ଼ାକଡ଼ି କରାଯିବ। ଏଥିରେ ଖିଲାପ କଲେ ଜରିମାନା ଆଦାୟ କରାଯିବ।

ଏହାଛଡ଼ା ଦିଲ୍ଲୀରେ ଅନୁଷ୍ଠିତ ବୈଠକରେ ଜରିମାନା କୋହଳ ପାଇଁ ଆଲୋଚନା ହୋଇଛି। ଆଇନ ପରିବର୍ତ୍ତନ ହୋଇନାହିଁ। ଜରିମାନା କୋହଳ ନେଇ ସମ୍ମତି ମିଳିଲେ ଏହା କମିବ। ମାତ୍ର ଏଯାଏ ନିଷ୍ପତ୍ତି ହୋଇନାହିଁ। ଦୁର୍ଘଟଣା ହ୍ରାସ ପାଇଁ ଜାତୀୟ ରାଜପଥ ଏବଂ ରାଜ୍ୟ ରାଜପଥରେ ମୋବାଇଲ ଭ୍ୟାନ୍‌ ରହିବ। ପ୍ରତି ୩୦ କିମି ରାସ୍ତାରେ ସ୍ବତନ୍ତ୍ର ସ୍କ୍ବାର୍ଡ ରହିବେ। ଏ ନେଇ କେନ୍ଦ୍ରକୁ ପ୍ରସ୍ତାବ ଦେଇଛୁ। ଆର୍ଥିକ ସହାୟତା ମିଳିଲେ ସ୍କ୍ବାଡ୍‌ ରଖାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ବଜେଟ୍‌ : ଜାଣନ୍ତୁ କେଉଁ ବିଭାଗକୁ କେତେ

ଭୁବନେଶ୍ୱ,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍‌ ଉପସ୍ଥାପନ କରିଛନ୍ତି। ତେବେ ଏଥିରେ ୨ ଲକ୍ଷ ୩୦...

ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର,୫।୧(ବ୍ୟୁରୋ): ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ବୋର୍ଡ ସଭାପତି ଗୁରୁବାର ସୂଚନା ଦେଇଛନ୍ତି। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୧୭ ତାରିଖ...

ବିଜେଡି-ଭାଜପା ମୁହାଁମୁହିଁ

ଭଦ୍ରକ ଅଫିସ, ୨୨।୧ ଭଦ୍ରକ ଜିଲା ସଦର ବ୍ଲକରେ ଶୁକ୍ରବାର ନାମାଙ୍କନ ପତ୍ର ଦାଖଲକୁ ନେଇ ବିଜେଡି ଓ ଭାଜପା ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ପ୍ରାର୍ଥତ୍ପତ୍ର...

ଏସବୁ ଜିଲାରୁ ଭୁବନେଶ୍ୱର ଆସିଲେ ୧୪ ଦିନ କ୍ୱାରାଣ୍ଟାଇନ

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ଏଣିକି ଗଞ୍ଜାମ, କଟକ, ବାଲେଶ୍ୱର, ଗଜପତି, ଯାଜପୁର ଜିଲାରୁ ଭୁବନେଶ୍ୱର ବସ୍ତି ଅଞ୍ଚଳକୁ ଆସିଲେ ୧୪ ଦିନ ସରାକରୀ କ୍ୱାରାଣ୍ଟାଇନ ରହିବାକୁ ପଡ଼ିବ। କରୋନା ସଂକ୍ରମଣକୁ...

ଲାଞ୍ଜିଗଡ଼, ନର୍ଲାରେ ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ଲାଞ୍ଜିଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ ଦିଶରି ଆଗୁଆ ରହିଛନ୍ତି। ସେହିପରି ନର୍ଲା ବିଧାନସଭାରେ ବିଜେଡିର ଭୂପିନ୍ଦର ସିଂ ଆଗରେ ଥିବା ସୂଚନା...

ମାର୍ଚ୍ଚ ୨ୟ ସପ୍ତାହରେ ଆସିବ ୪ର୍ଥ ଲହର!

ଭୁବନେଶ୍ୱର,୩।୧(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ସଚିବ ଡ.ଅଜିତ୍‌ ମହାନ୍ତି ମଙ୍ଗଳବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ଦ୍ୱିତୀୟ କିମ୍ବା...

ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭।୯:ଶ୍ରୀଜଗନ୍ନାଥଙ୍କ କୌଣସି ସମ୍ପତ୍ତି ବିକ୍ରି ବନ୍ଦ କରିବା ଲାଗି ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ଦାଏର ଏକ ପିଟିଶନରେ ହସ୍ତକ୍ଷେପ କରିବାକୁ ସୋମବାର ସୁପ୍ରିମକୋର୍ଟ...

ବରଯାତ୍ରୀଙ୍କ ଖୁସି ଛଡାଇନେଲା…

ବିଜେପୁର, ୧୭।୨: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ସରଣ୍ଡାପାଲି ନିକଟ ରାଞ୍ଜ ନଦୀ ବ୍ରିଜ୍‌ ତଳକୁ ଏକ ବରଯାତ୍ରୀ ଅଟୋ ଖସିପଡି ଦୁର୍ଘଟଣାଗ୍ରସ୍ତ ହୋଇଛି।...

Advertisement
Archives

Model This Week