ଏଣିକି ମନ୍ଦିର ଆୟବ୍ୟୟର ହେବ ଅଡିଟ୍‌, ଏଜିଙ୍କୁ ଚିଠି ଲେଖିଲେ ଦେବୋତ୍ତର କମିଶନର

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଏଣିକି ମନ୍ଦିର ଆୟବ୍ୟୟର ଅଡିଟ୍‌ କରାଯିବ। ଏନେଇ ଦେବୋତ୍ତର କମିଶନର ଏଜିଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟର ୬୧ଟି ମନ୍ଦିରର ଅଡିଟ୍‌ ପାଇଁ ଏଜିଙ୍କୁ ଚିଠି କରାଯାଇଥିବା ସୂଚନା ମିଳିଛି।
ଭୁବନେଶ୍ୱରସ୍ଥ ଲିଙ୍ଗରାଜ, ରାମମନ୍ଦିର ଓ ଶନିମନ୍ଦିର, କଟକର କଟକଚଣ୍ଡି, ପଞ୍ଚମୁଖୀ ହନୁମାନ, ବାଙ୍କି ଚର୍ଚ୍ଚିକା, ଜଗତସିଂହପୁର ମା’ ଶାରଳା, ଗୋରେଖନାଥ ମନ୍ଦିର, କେନ୍ଦ୍ରାପଡ଼ାର ବଳଦେବଜୀଉ, ଯାଜପୁରର ବିରଜା ମନ୍ଦିର, ସମ୍ବଲପୁରର ସମଲେଇ, ଆରଡିର ଆଖଣ୍ଡଳମଣି ମନ୍ଦିରଗୁଡ଼ିକର ଅଡିଟ କରାଯିବ।

ପୂର୍ବରୁ ମନ୍ଦିର କର୍ତ୍ତୃପକ୍ଷ ଅଡିଟ୍‌ କରୁଥିଲେ। ଫଳରେ ମନ୍ଦିର ଆୟବ୍ୟୟରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ଗାଏବ। ଆସନ୍ତା ୩ ଦିନ ଯାଏ ବର୍ଷାର ସମ୍ଭାବନା ନାହିଁ। ଗୋଟିଏ କିମ୍ବା ଦୁଇଟି ସ୍ଥାନକୁ ବାଦ୍‌ ଦେଲେ...

ଜାତୀୟ ରାଜପଥରେ ଜଳିଗଲା ବିସ୍କୁଟ୍‌ ବୋଝେଇ କଣ୍ଟେନର୍‌

ଭଦ୍ରକ ଅଫିସ, ୧୬ା୮- ଭଦ୍ରକ ଜାତୀୟ ରାଜପଥ ସାହାପୁର ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ବିସ୍କୁଟ ବୋଝେଇ କଣ୍ଟେନର ଜଳିଯାଇଛି। ସୂଚନା ମୁତାବକ, କଣ୍ଟେନର୍‌...

ମିକ୍ସଚର ମେସିନ ବୋଝେଇ ଟ୍ରକକୁ ଧକ୍କା ଦେଲା କାର : ୨ ମୃତ, ୨ ଗୁରୁତର

ଛେଣ୍ଡିପଦା,୮।୬(ସ୍ବ.ପ୍ର)-ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ୫୫ ନଂ. ଜାତୀୟ ରାଜପଥର କତଡା ନିକଟରେ ସୋମବାର ଏକ ମିକ୍ସଚର ମେସିନ ବୋଝେଇ ଟ୍ରକ ସହ...

ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। କଟକ ତୁଳସୀପୁର ସ୍ଥିତ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ଆୟ ବର୍ହିଭୂତ...

ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ୭ଦିନ ମଧ୍ୟରେ ଦାଖଲ ହେବ କଣ୍ଟିଜେଣ୍ଟ ପ୍ଲାନ୍‌

ଖୋର୍ଦ୍ଧା ଅଫିସ,୧ା୬: ବନ୍ୟା ଓ ବାତ୍ୟାର ମୁକାବିଲା ନିମନ୍ତେ ଶୁକ୍ରବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲାପାଳଙ୍କ ସଦ୍‌ଭାବନା କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ...

କୁଆଖାଇ ନଦୀପଠାରେ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରବାର ଲୋକେ

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜଧାନୀ ଉପକଣ୍ଠ କୁଆଖାଇ ନଦୀ ବାଙ୍କଆଳ ଘାଟରେ ସୋମବାର ଜଣେ ଯୁବକଙ୍କ ମୃତଦେହ ଠାବ କରାଯାଇଛି। ହୋଲିରେ ଗାଧୋଇବାକୁ ଆସି ସେ ନିଖୋଜ ଥିଲେ।...

୨ ହଜାର ଟଙ୍କା ପାଇଁ ବନ୍ଧା ହେଲେ ଏଏସ୍‌ଆଇ

ପଦ୍ମପୁର,୫।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନାୟକାଣିଡିହୀ ଥାନା ଏଏସ୍‌ଆଇ କୈଳାସ ଚନ୍ଦ୍ର ଖୁଣ୍ଟିଆ ଶୁକ୍ରବାର ରାତିରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ି...

ମୟୂରଭଞ୍ଜ ଜିଲା ଚିଠି: ପର୍ଯ୍ୟଟନ ଶିଳ୍ପ

ମୟୂରଭଞ୍ଜ ଜିଲାରେ ରହିଛି ବହୁ ପର୍ଯ୍ୟଟନ ସ୍ଥଳ। ପ୍ରସ୍ତାବିତ ଜାତୀୟ ଉଦ୍ୟାନ ଶିମିଳିପାଳ ସହିତ ବହୁ ଜଳପ୍ରପାତ, ମନ୍ଦିର, ଐତିହାସିକ ସ୍ଥାନ ରହିଛି। ହେଲେ ଏହି...

Advertisement
Archives

Model This Week