ଏଥର ଆସିବ ୧୪ଟି ରଥ ଟଣା ଦଉଡ଼ି

ପୁରୀ ଅଫିସ,୧୩ା୫: ଜୁନ୍‌ ୨୩ରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ ଆଗେଇ ଚାଲିଥିବାବେଳେ ରଥ ଦଉଡ଼ି ପାଇଁ ଓଡ଼ିଶା କତା ନିଗମ ସହ ଆଲୋଚନା କରିଛି ଶ୍ରୀମନ୍ଦିର ପ୍ରଶାସନ। ମଙ୍ଗଳବାର ଓଡ଼ିଶା କତା ନିଗମର ଅଧିକାରୀ ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ସହ ଆଲୋଚନା କରିଛନ୍ତି। ମନ୍ଦିର ପକ୍ଷରୁ ଏଥର ୧୨ଲକ୍ଷ ଟଙ୍କାରେ ୨୦ଟି ଦଉଡ଼ି ପାଇଁ ନିଗମକୁ ଅର୍ଡର ଦିଆଯାଇଛି। ଏଥିମଧ୍ୟରେ ୧୪ଟି ରଥ ଟଣା ଦଉଡ଼ି ଏବଂ ୬ଟି କର୍ଡ଼ନ (ଘେର) ଦଉଡ଼ି ରହିଥିବା ଜଣାପଡିଛି। ବୁଧବାରଠାରୁ ଚନ୍ଦନପୁର ନିକଟସ୍ଥ ବୀରପ୍ରତାପପୁରଠାରେ ଥିବା ଓଡ଼ିଶା କତା ନିଗମ ଫ୍ୟାକ୍ଟ୍ରିରେ ଏହି ଦଉଡ଼ି ତିଆରି ଆରମ୍ଭ ହେବ। ୧୫ଜଣ କର୍ମଚାରୀ ଶୁଦ୍ଧପୁତ ଭାବେ ମୁହଁରେ ମାସ୍କ ଏବଂ ସାନିଟାଇଜର ବ୍ୟବହାର କରି ଦଉଡ଼ି ତିଆରି କରିବେ। ସ୍ନାନ ପୂର୍ଣ୍ଣିମା ପୂର୍ବରୁ ଦଉଡ଼ିଗୁଡ଼ିକ ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯିବ ବୋଲି ନିଗମର ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?