Posted inଜାତୀୟ

ଏଥର ଜନ୍ମଦିନ ପାଳିବେ ନାହିଁ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୧୯।୬: ବିହାରରେ ମସ୍ତିଷ୍କ ଜ୍ୱରରେ ୧୩୦ ଶିଶୁ ମୃତ୍ୟୁବରଣ କଲେଣି। କେବଳ ବିହାରରେ ନୁହେଁ, ଏହି ଘଟଣାରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। ଶିଶୁ ମୃତ୍ୟୁ ଯୋଗୁ ଏଥର ଜନ୍ମଦିନ ପାଳନ କରିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ଜନ୍ମଦିନରେ ସେ କେବଳ ପାର୍ଟି କାର୍ଯ୍ୟକର୍ତ୍ତା ଏବଂ ଛୋଟ ପିଲାଙ୍କୁ ଭେଟିବେ। ସୂଚନାଯୋଗ୍ୟ, ଆଜି ରାହୁଲଙ୍କ ୪୯ତମ ଜନ୍ମଦିନ। ସକାଳୁ ସେ ପାର୍ଟି ଅଫିସକୁ ଆସି କାର୍ଯ୍ୟକର୍ତ୍ତାଙ୍କୁ ଭେଟୁଛନ୍ତି। ରାହୁଲଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ଚମକାଇ ଦେଲା ୫୩ ବର୍ଷିୟ ନ୍ୟୁରୋସର୍ଜନଙ୍କ ଅସମୟ ମୃତ୍ୟୁ, ୩ ଦିନ ପୂର୍ବରୁ କରିଥିଲେ ECG, ନର୍ମାଲ ରିପୋର୍ଟ ପରେ ହାର୍ଟ ଆଟାକରେ ହେଲା…

ନାଗପୁର,୧।୧: ନାଗପୁରର ଜଣେ ପ୍ରସିଦ୍ଧ ନ୍ୟୁରୋସର୍ଜନ ଡକ୍ଟର ଚନ୍ଦ୍ରଶେଖର ପାଖମୋଡେ ଡିସେମ୍ବର ୩୧ ତାରିଖ ସକାଳେ ୫୩ ବର୍ଷ ବୟସରେ ହୃଦଘାତରେ ମୃତ୍ୟୁବରଣ କରିଛନ୍ତି। ଏହି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

ଜିରୋ ନାଇଟ୍ ପାର୍ଟିରେ ବିରିୟାନି ଖାଇବା ହେଲା କାଳ, ଜଣେ ମୃତ ୧୫ ଅସୁସ୍ଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ମଉଜ କରୁକରୁ ଚାଲିଗଲା ଜୀବନ । ଜାନୁଆରୀ ୧ ତାରିଖରେ ହାଇଦ୍ରାବାଦରେ ନୂତନ ବର୍ଷର ଉତ୍ସବ ଦୁଃଖଦ ହୋଇଗଲା । ବିରିୟାନି ପାର୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri