Posted inଜାତୀୟ

ଏଥର ଜେଲ୍‌ରେ ଜନ୍ମଦିନ ପାଳିବେ ଚିଦାମ୍ବରମ

ନୂଆଦିଲ୍ଲୀ,୧୩।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ପୁଣି ଥରେ ଲାଗିଛି ଝଟ୍‌କା। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ଆତ୍ମସମର୍ପଣ କରିବାକୁ ଚିଦାମ୍ବରମ ଯେଉଁ ଆବେଦନ କରିଥିଲେ ତାକୁ ଶୁକ୍ରବାର କୋର୍ଟ ଖାରଜ କରି ଦେଇଛନ୍ତି। କୋର୍ଟ କହିଥିଲେ କି ଅଭିଯୁକ୍ତ ନିଜେ ସ୍ଥିର କରିପାରିବେନି କି ସେ କେବେ ଜେଲ୍‌ ଯିବେ। କାରଣ ଏହା ଯାଞ୍ଚ ଏଜେନ୍ସିର କାମ। ତେଣୁ ସମୟ ଆସିଲେ ତାଙ୍କୁ ଗିରଫ କରାଯିବ। ତେଣୁ ଏବେ ଚିଦାମ୍ବରମ ତିହାର ଜେଲରେ ହିଁ ତାଙ୍କ ଜନ୍ମଦିନ ପାଳନ କରିବେ ବୋଲି କୁହାଯାଉଛି। କାରଣ ଆସନ୍ତା ୧୬ ତାରିଖରେ ଚିଦାମ୍ବରମଙ୍କ ଜନ୍ମଦିନ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ଯୁବକଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗ; ଦେହରେ ଗରମ ପାଣି ଢାଳି ଲଙ୍କାଗୁଣ୍ଡ ଫିଙ୍ଗିଦେଲେ, ଚାଲିଗଲା ଜୀବନ

କବିସୂର୍ଯ୍ୟନଗର,୧।୬(କୃପାସିନ୍ଧୁ ସ୍ବାଇଁ): କବିସୂର୍ଯ୍ୟନଗର ପୋଲିସ ନାଁରେ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଥାନା ଭିତରେ ଯୁବକଙ୍କୁ ଲହୁଲୁହାଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ…

ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି।…

ଆଇପିଏଲ ବ୍ୟାଟିଂର ପର୍ଦ୍ଦାଫାଶ: ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଅନଲାଇନ୍ ମାଧ୍ୟମରେ ଚାଲୁଥିବା ଆଇପିଏଲ କ୍ରିକେଟ ବେଆଇନ ବ୍ୟାଟିଂ ଉପରେ ପୋଲିସର ଚଢ଼ାଉ ଅଭିଯାନ…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri