ଏଥର ପୂଜା ପାଇଲେ ସୁନା ଗଣେଶ

ମୁମ୍ବାଇ,୨।୯: ମହାରାଷ୍ଟ୍ରରେ ପ୍ରାୟ ୧୦ ଦିନ ଧରି ଗଣେଶ ଚତୁର୍ଥୀ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଉଥିବା ବେଳେ ବିଭିନ୍ନ ମଣ୍ଡପରେ ଗଣେଶଙ୍କର ଭିନ୍ନ ଭିନ୍ନ ରୂପ ଦେଖିବାକୁ ମିଳିଥାଏ। ଏଥର ମୁଟୁଙ୍ଗାରେ ଜିଏସ୍‌ବି ସେବା ମଣ୍ଡଳ ଦ୍ୱାରା ପ୍ରସ୍ତୁତ ସୁନାର ଗଣେଶ ପୂଜା ପାଇଛନ୍ତି। ସୁନା ସହ ବିଭିନ୍ନ ଦାମୀ ପଥରରେ ଏହି ଗଣେଶ ଶୋଭା ପାଉଛନ୍ତି। ଏହି ସୁନା ଗଣେଶଙ୍କୁ ଦେଖିବାକୁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ସର୍ବାଧିକ କରୋନା ଯୋଦ୍ଧା ସଂକ୍ରମିତ…

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣ ରୋକିବା କ୍ଷେତ୍ରରେ କାର୍ଯ୍ୟ କରୁଥିବା କରୋନା ଯୋଦ୍ଧାମାନେ ଏବେ ଅଧିକରୁ ଅଧିକ କରୋନାରେ ଆକ୍ରାନ୍ତ...

ରାମଭକ୍ତଙ୍କ ଉପରେ ଗୁଳି ଚଳାଇଥିବା ବ୍ୟକ୍ତିଙ୍କୁ ଭୋଟ ଦେବାଭଳି ପାପ କଦାପି କରିବେ ନାହିଁ: ଆଦିତ୍ୟନାଥ

ଅଯୋଧ୍ୟା,୨୨।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୨ ଲାଗି ସମସ୍ତ ରାଜନୈତିକ ଦଳ ପ୍ରଚାର ଜୋରଦାର କରୁଛନ୍ତି। ନେତାମାନେ ସାଧାରଣ ସଭା କରି ଜନସାଧାରଣଙ୍କ ମନ କିଣିବାକୁ...

ଘରକୁ ଆସିଲେ ଯାଆଁଳା କନ୍ୟା, ରଥରେ ବସାଇ ଗାଁ ବୁଲାଇଲେ ପରିବାର ଲୋକେ

ଭୋପାଳ,୧୭ା୧: ମଧ୍ୟପ୍ରଦେଶର ଧାରରେ ଏକ ପରିବାରରେ ଯାଆଁଳା କନ୍ୟା ଜନ୍ମ ହେବା ପରେ ଖୁସିର ଲହରି ଖେଳିଯାଇଛି। ଧାରର କୋଣଦା ଗାଁରେ ଏକ କୃଷକ ପରିବାରରେ...

ପାର୍ଲାମେଣ୍ଟରେ ଜଣେ ଏମ୍‌ପିଙ୍କୁ ଏମିତି ପ୍ରଶ୍ନ ପଚାରିଲେ ଅଧ୍ୟକ୍ଷ: ସମସ୍ତେ ହସିଲେ

ନୂଆଦିଲ୍ଲୀ,୨୮।୩: ପାର୍ଲାମେଣ୍ଟରେ ବେଳେବେଳେ ଗମ୍ଭୀର ଆଲୋଚନା ମଧ୍ୟରେ ହସ ଏବଂ ଥଟ୍ଟାର ମୁହୂର୍ତ୍ତ ମଧ୍ୟ ଦେଖାଯାଏ। ନିକଟରେ ରାଜ୍ୟ ସଭାରେ ସମାନ ଘଟଣା ଦେଖିବାକୁ ମିଳିଥିଲା।...

ୟସ୍‌ ବ୍ୟାଙ୍କରେ ସୁରକ୍ଷିତ ଅଛି ଜମାକାରୀଙ୍କ ଟଙ୍କା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୬।୩: ୟସ୍‌ ବ୍ୟାଙ୍କରେ ସୃଷ୍ଟି ହୋଇଥିବା ଆର୍ଥିକ ସଙ୍କଟକୁ ଦେଖି ଏବେ ଚିନ୍ତାରେ ଗ୍ରାହକ। ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍‌...

ଧନତେରାସରେ ‘କନ୍ୟା ସୁମଙ୍ଗଳା ଯୋଜନା’ ଭେଟି ଦେଲେ ଯୋଗୀ

ଲକ୍ଷ୍ନୌ,୨୫।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ସମସ୍ତ ଜିଲାଙ୍କ ପାଇଁ ‘କନ୍ୟା ସୁମଙ୍ଗଳା ଯୋଜନା’ର ଶୁଭାରମ୍ଭ କରିଛନ୍ତି। ଧନତେରାସ ଅବସରରେ ମହିଳା କଲ୍ୟାଣ ବିଭାଗ...

ସଂଘର ଡିଜିଟାଲ ଅବତାର: ମୋହନ ଭାଗବତଙ୍କ ସମେତ ୬ ନେତା ଆସିଲେ ଟୁଇଟରରେ

ନୂଆଦିଲ୍ଲୀ,୧।୭: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଓ ଅନ୍ୟ ୬ ଜଣ ଜାୟୀୟ ସ୍ତରର ନେତା ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରରେ ଆସିଛନ୍ତି।...

ହଠାତ୍ ଅଜନାଲା ଗସ୍ତ କଲେ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୬ ।୧୦: ପଞ୍ଜାବର ଉପ ମୁଖ୍ୟମନ୍ତ୍ରୀ ତଥା ଗୃହମନ୍ତ୍ରୀ ସୁଖଜିନ୍ଦର ସିଂ ରନ୍ଧୱା ଶୁକ୍ରବାର ରାତିରେ ପାକିସ୍ତାନ ସୀମାକୁ ଲାଗି ରହିଥିବା ଅମୃତସରର ଅଜନାଲା ଅଞ୍ଚଳ...

Advertisement
Archives

Model This Week