ଏନ୍‌ଆଇପିଏଫ୍‌ପିର ଅଧ୍ୟକ୍ଷ ଭାର ସମ୍ଭାଳିବେ ଉର୍ଜିତ

ନୂଆଦିଲ୍ଲୀ,୧୯।୬: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ପୂର୍ବତନ ଗଭର୍ନର ଉର୍ଜିିତ ପଟେଲ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ପବ୍ଲିକ ଫାଇନାନ୍ସ ଆଣ୍ଡ ପିଲିସି(ଏନ୍‌ଆଇପିଏଫ୍‌ପି)ର ଅଧ୍ୟକ୍ଷ ଭାର ସମ୍ଭାଳିବେ। ଜୁନ ୨୨ଠାରୁ ସେ ଏହି ଦାୟିତ୍ୱରେ କାର୍ଯ୍ୟ କରିବେ ବୋଲି ଥିଙ୍କ ଟ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ୨୦୧୪ ନଭେମ୍ବର ୧ରୁ କାମ କରୁଥିବା ବିଜୟ କେଲକରଙ୍କ ପରେ ଉର୍ଜିତ ଅଧ୍ୟକ୍ଷ ଭାବେ ଅବସ୍ଥାପିତ ହୋଇଛନ୍ତି। ଉକ୍ତ ପଦବୀରେ ଉର୍ଜିତ ୪ବର୍ଷ ଲାଗି କାମ କରିବେ। ଡ.କେଲକରଙ୍କ କାର୍ଯ୍ୟକାଳ ଅନୁଷ୍ଠାନ ପାଇଁ ବେଶ୍‌ ଲାଭକାରୀ ଥିଲା। ଉର୍ଜିତ ଏହି ଧାରାକୁ ବଢାଇବା ସହ ଅନୁଷ୍ଠାନର ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଦିଗରେ ସହାୟକ ହେବେ ବୋଲି ଏନ୍‌ଆଇପିଏଫ୍‌ପି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ବିଆଇ ମୁଦ୍ରାନୀତି କମିଟି ବୈଠକ ଆରମ୍ଭ

ମୁମ୍ବାଇ, ୪-୧୨: ରିଜର୍ଭ ବ୍ୟାଙ୍କର ୩ ଦିନିଆ ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଅର୍ଥ ବ୍ୟବସ୍ଥା...

୩୫ହଜାରଙ୍କୁ ଛଟେଇ କରିବ ଏଚ୍‌ଏସ୍‌ବିସି

ଲଣ୍ଡନ,୧୮।୬: ଇଂଲଣ୍ଡ ଭିତ୍ତିକ ଦି ହଂକଂ ଆଣ୍ଡ ସାଂଘାଇ ବ୍ୟାଙ୍କିଙ୍ଗ୍‌ କର୍ପୋରେଶନ (ଏଚ୍‌ଏସ୍‌ବିସି) ମଧ୍ୟବର୍ତ୍ତୀ କାଳୀନ ସମୟ ପାଇଁ ତା’ର ପ୍ରାୟ ୩୫ହଜାରରୁ ଉର୍ଦ୍ଧ୍ୱ କର୍ମଚାରୀଙ୍କୁ...

ନୂଆ ରେକର୍ଡ ସ୍ତରରେ ପୁଞ୍ଜିବଜାର

ନୂଆଦିଲ୍ଲୀ: ବୁଧବାର ଦେଶର ପୁଞ୍ଜିବଜାର କାରବାର ନୂଆ ରେକର୍ଡ ସ୍ତର ଛୁଇଁଛି। ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ) ରେକର୍ଡ ଉଚ୍ଚ...

ବଜେଟରେ ବ୍ୟାଙ୍କଗୁଡିକୁ ମିଳି ନ ପାରେ ପୁଞ୍ଜି ସହାୟତା

ନୂଆଦିଲ୍ଲୀ,୬-୧: ଫେବୃୟାରୀ ପହିଲାରେ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ ହେବ। ଏଥିରେ ଚଳିତଥର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ସରକାର କୌଣସି ପୁଞ୍ଜି ସହାୟତା...

ହିରୋ ପକ୍ଷରୁ ସ୍ବତନ୍ତ୍ର ରିଲିଫ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୨।୪: ହିରୋ ମୋଟୋକର୍ପ ପକ୍ଷରୁ ସ୍ବତନ୍ତ୍ର ରିଲିଫ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ୫ ହଜାରରୁ ଊର୍ଦ୍ଧ୍ୱ ଲିଟରର ସାନିଟାଇଜର ଲୋକଙ୍କୁ ବଣ୍ଟନ କରିଛି। କମ୍ପାନୀ ୪...

ବାଣିଜ୍ୟ ଯୁଦ୍ଧ ମୁହଁ। ଆମେରିକା-ଚାଇନା

ନୂଆଦିଲ୍ଲୀ,୫।୫:କରୋନା ଭୂତାଣୁକୁ ନେଇ ଆମେରିକା ଏବଂ ଚାଇନା ମଧ୍ୟରେ ତିକ୍ତତା ଧୀରେ ଧୀରେ ବଢୁଛି। ଚାଇନା ଉପରେ କଟକଣା ଲଗାଇବା ଲାଗି ଆମେରିକା ପୁଣି ଥରେ...

ରିଲାଏନ୍ସ ଡିଜିଟାଲରେ ଆପଲ ପ୍ରଡକ୍ଟ ପ୍ରିବୁକିଂ

ନୂଆଦିଲ୍ଲୀ: ରିଲାଏନ୍ସ ଡିଜିଟାଲ ଷ୍ଟୋରରେ ଆପ୍‌ଲର ବିଭିନ୍ନ ପ୍ରଡକ୍ଟ ପ୍ରିବୁକିଂ ସମ୍ପର୍କରେ ଘୋଷଣା କରାଯାଇଛି। ଆପଲର ନୂଆ ଓ୍ବାଚ୍‌ ସିରିଜ ୬, ଆପଲ ଓ୍ବାଚ୍‌ ଏସ୍‌ଇ,...

୧୧ ଶହ କୋଟି ବେଟିଂ ମାମଲାରେ ଜଣେ ଗିରଫ

ହାଇଦ୍ରାବାଦ: ଚାଇନା ବେଟିଂ ଆପ୍‌ ଦ୍ୱାରା ୧,୧୦୦ କୋଟି ଟଙ୍କାର ବେଟିଂ କାରବାର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଗୁଜରାଟର ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି।...

Advertisement
Archives

Model This Week