Posted inଜାତୀୟ

ଏନ୍‌ଆର୍‌ଆଇ-ବିଦେଶୀ ନାଗରିକଙ୍କ ପାଇଁ ତିରୁପତି ମନ୍ଦିରରେ ପ୍ରବେଶ କଟକଣା

ହାଇଦ୍ରାବାଦ୍‌,୧୧।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାର ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶ ତିରୁମଲା ତିରୁପତି ମନ୍ଦିର ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ଏନ୍‌ଆର୍‌ଆଇ ଏବଂ ବିଦେଶୀ ନାଗରିକ ଭାରତରେ ପହଞ୍ଚିବାର ୨୮ ଦିନ ପର୍ଯ୍ୟନ୍ତ ମନ୍ଦିରକୁ ଆସି ପାରିବେ ନାହିଁ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ମଙ୍ଗଳବାର ବିଳମ୍ବିତ ରାତ୍ରରେ ମନ୍ଦିର ପ୍ରଶାସନ ପକ୍ଷରୁ ଏସମ୍ପର୍କିତ ସୂଚନା ଜାରି କରାଯାଇଛି। ଏହାକୁ ପାଳନ କରିବାକୁ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ଶ୍ରଦ୍ଧାଳୁଙ୍କ ଉଦ୍ଦେଶ୍ୟରେ ସୂଚିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଙ୍କୁ ବେଦୀରେ ଛାଡ଼ି କାଉନସେଲିଂକୁ ଗଲେ କନ୍ୟା, ଆଉ ତା’ ପରେ…

ଲକ୍ଷ୍ନୌ,୪ା୧୨: ବିବାହ ପାଇଁ ବେଦୀରେ ବସିଥିଲେ ବରକନ୍ୟା। ସକାଳ ୫ଟାରେ ବର କନ୍ୟାଙ୍କ ମୁଣ୍ଡରେ ସିନ୍ଦୁର ଦେବା ପରେ ବେଦୀ ଉପରୁ ଚାକିରି ପାଇଁ କାଉନସେଲିଂକୁ...

ପୋଷା କୁକୁରକୁ ‘କୁକୁର’ କହିବାରୁ ବୃଦ୍ଧଙ୍କୁ ହତ୍ୟା କଲେ ପଡ଼ୋଶୀ

ଚେନ୍ନାଇ,୨୧ା୧: ପୋଷା କୁକୁରକୁ ଜଣେ ବୃଦ୍ଧ କୁକୁର କହିବାରୁ ତାଙ୍କୁ ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରାଯାଇଛି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ତାମିଲନାଡୁର...

ଅଧ୍ୟକ୍ଷ ପଦ ଛାଡିବା ପୂର୍ବରୁ ବିକଳ୍ପ ସମ୍ପର୍କରେ ରାହୁଲ ଚିନ୍ତା କରିବା ଆବଶ୍ୟକ: ବିରପ୍ପା ମୋଇଲୀ

ବେଙ୍ଗାଲୁର୍‌,୮।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେଇଛନ୍ତି ବରିଷ୍ଠ ନେତା ବିରପ୍ପା ମୋଇଲୀ। ରାହୁଲ ପଦ ଛାଡିବା ପୂର୍ବରୁ ବିକଳ୍ପ ସମ୍ପର୍କରେ ଚିନ୍ତା କରିବା...

ଜନ ସୁରାଜ ପଦଯାତ୍ରା ଆରମ୍ଭ କଲେ ପିକେ…

ପାଟନା,୨।୧୦ : ନିର୍ବାଚନ ରଣନୀତିଜ୍ଞ ତଥା ରାଜନେତା ପ୍ରଶାନ୍ତ କିଶୋର(ପିକେ) ରବିବାରଠାରୁ ତାଙ୍କର ୩୫୦୦ କିଲୋମିଟର ଜନ ସୁରାଜ ପଦଯାତ୍ରା ଆରମ୍ଭ କରିଛନ୍ତି। ମହାତ୍ମା ଗାନ୍ଧୀଙ୍କ...

ଜେଲରେ କଏଦୀଙ୍କ ଆତ୍ମହତ୍ୟା: ପେଟରୁ ମିଳିଲା ସୁଇସାଇଡ୍‌ ନୋଟ୍‌

ମୁମ୍ବାଇ, ୧୬।୧୦: ମହାରାଷ୍ଟ୍ରର ନାସିକ ସେଣ୍ଟ୍ରାଲ ଜେଲରେ ଜଣେ କଏଦୀ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଆଜୀବନ କାରାଦଣ୍ଡ ଭୋଗୁଥିବା ଅସଗର ଅଲି...

ମୃତ୍ୟୁ ଘଟିଥିବା ନିର୍ବାଚନ କର୍ମଚାରୀଙ୍କ ପରିବାରକୁ ମିଳୁ କୋଟିଏ ଟଙ୍କାର ସହାୟତା: ହାଇକୋର୍ଟ …

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶ ପଞ୍ଚାୟତ ନିର୍ବାଚନରେ ନିଯୁକ୍ତ ହୋଇଥିବା କେତେକଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବା ନେଇ ଆହ୍ଲାବାଦ୍‌...

ଚାଇନାକୁ କଡା ଜବାବ ଦେବ ଭାରତ: ଖୁବ୍‌ଶୀଘ୍ର ଭାରତ ପହଞ୍ଚିପାରେ ଯୁଦ୍ଧ ବିମାନ ସୁଖୋଇ-୩୦

ନୂଆଦିଲ୍ଲୀ,୨୩।୬: ଭାରତ-ଚାଇନା ସୀମା ବିବାଦକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି। ତେବେ ଚାଇନାକୁ କଡ଼ା ଜବାବ ଦେବାକୁ ଭାରତ ଖୁବ୍‌ଶୀଘ୍ର ରୁଷିଆରୁ ସୁଖୋଇ-୩୦, ମିଗ୍‌-୨୯...

ଅଭିଯୁକ୍ତଙ୍କୁ ସମୟ ମିଳିବାରୁ କୋର୍ଟରେ କାନ୍ଦିପକାଇଲେ ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ, ୧୮।୧୨: ନିର୍ଭୟା ଗଣବଳାତ୍କାର ମାମଲାରେ ୪ ଅଭିଯୁକ୍ତଙ୍କ ମଧ୍ୟରୁ ଅକ୍ଷୟ ସିଂଙ୍କ ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ ହେବା ପରେ ସମସ୍ତଙ୍କ ନଜର ପଟିଆଲା...

Advertisement
Archives

Model This Week