Posted inଜାତୀୟ

ଏନ୍‌ଆର୍‌ସି, ବିମୁଦ୍ରୀକରଣ ସହ ସମାନ: ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୫।୧୨: ବିହାରର ଶାସକ ଦଳ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପ୍ରଶାନ୍ତ କିଶୋର ତାଙ୍କ କଥାରେ ଅଡି ବସିଛନ୍ତି। ରବିବାର ସେ ପୁଣିଥରେ ଟୁଇଟ୍‌ କରି କହିଛନ୍ତି ସାରା ଦେଶରେ ରାଷ୍ଟ୍ରୀୟ ନାଗରିକତା ରେଜିଷ୍ଟର(ଏନ୍‌ଆର୍‌ସି) ଲାଗୁ ହେବା ବିମୁଦ୍ରୀକରଣ ସହ ସମାନ। ଆଉ ଏହାଦ୍ୱାରା ଗରିବ ଲୋକେ ବେଶୀ ପ୍ରଭାବିତ ହେବେ ବୋଲି ସେ କହିଛନ୍ତି। ପୂର୍ବରୁ ମଧ୍ୟ ପ୍ରଶାନ୍ତ ଏହାକୁ ବିରୋଧ କରି ଆସୁଥିବା ବେଳେ ରବିବାର ସେ ଟୁଇଟ୍‌ କରି ଏହା ସ୍ପଷ୍ଟ କରିଛନ୍ତି। ଗତ ଶନିବାର ସେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିଥିଲେ। ଆଲୋଚନା ହେଉଥିଲା କି ଦୀର୍ଘ ଦେଢ ଘଣ୍ଟାର ଆଲୋଚନା ପରେ ହୁଏତ ପ୍ରଶାନ୍ତ ନିଜ ଦାୟିତ୍ୱରୁ ଇସ୍ତଫା ଦେଇପାରନ୍ତି। ହେଲେ ସେ ନୀତୀଶଙ୍କ ସହ ଏନ୍‌ଆର୍‌ସି ଓ ସିଏଏ ବା ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ କଥା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ମାଛ ଟ୍ରକ୍‌: ଲୋକେ ନେଲେ ବୋହି

ନୂଆଦିଲ୍ଲୀ,୨୨।୧: ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ ଓ୍ବେରେ ବୁଧବାର ଏକ୍‌ ମାଛ ଟ୍ରକ୍‌ ଏବଂ ଟ୍ରଲର ମଧ୍ୟରେ ଧକ୍କା ହୋଇଥିଲା। ଏଥିରେ ମାଛ ବୋଝେଇ ଟ୍ରକ୍‌ଟି ଭାରସାମ୍ୟ ହରାଇ...

ଚିକେନ ବିରିୟାନି ପାଇଁ ଗଲା ଜୀବନ

ତିରୁଭାନ୍ନାମଲାଇ,୧୨।୯: ଚିକେନ ବିରିୟାନି ଖାଇବା କାରଣରୁ ୧୦ ବର୍ଷୀୟା ଝିଅର ମୃତ୍ୟୁ ଘଟିଛି। ଏମିତି ଏକ ଘଟଣା ଘଟିଛି ତାମିଲନାଡ଼ୁର ତିରୁଭାନ୍ନାମଲାଇରେ। ୧୦ ବର୍ଷୀୟା କୁନି...

ପ୍ରେମ ବିବାହକୁ ନା, ଦ୍ୱିତୀୟ ବିବାହକୁ ମିଳିବ ପ୍ରୋତ୍ସାହନ: କର୍ନାଟକ ସରକାର

ବେଙ୍ଗାଲୁରୁ,୨।୧୧: ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କ ନେତୃତ୍ୱାଧିନ କର୍ନାଟକ ସରକାର ଏବେ ସାମୁହିକ ବିବାହର ଆୟୋଜନ କରିବାକୁ ଯାଉଛନ୍ତି। ଏହା ବର୍ଷକୁ ୨ ଥର ଆୟୋଜନ କରାଯିବ।...

ଉତ୍ତର-ପୂର୍ବ ଦିଲ୍ଲୀରେ ୩୫ କମ୍ପାନୀ ପାରାମିଲିଟାରୀ ଯବାନ ମୁତୟନ

ନୂଆଦିଲ୍ଲୀ,୨୫।୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ନେଇ ଉତ୍ତର-ପୂର୍ବ ଦିଲ୍ଲୀରେ ହିଂସା ଥମିବାରେ ନା ଧରୁନି। ଏହାକୁ ଦୃଷ୍ଟିରେ ରଖି ଏଠାରେ ୩୫ କମ୍ପାନୀ ପାରାମିଲିଟାରୀ...

ୟୁପି, ବିହାର, ଓଡ଼ିଶାରେ ଏକାକୀ ଲଢୁ କଂଗ୍ରେସ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ଦଳର ଏକ ନିର୍ଦ୍ଦିଷ୍ଟ ଗ୍ରୁପ୍‌ର ବରିଷ୍ଠ ନେତାମାନଙ୍କୁ ଭେଟି ୨୦୨୪ ସାଧାରଣ ନିର୍ବାଚନ ଲାଗି ରଣନୀତିକାର ପ୍ରଶାନ୍ତ...

ୟାସିନ ମଲିକଙ୍କ ସଜାକୁ ନେଇ ଇସଲାମିକ ସଙ୍ଗଠନ ଉଠାଇଥିବା ପ୍ରଶ୍ନର କଡା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮ ।୫: ଭାରତ ଶୁକ୍ରବାର ସ୍ପଷ୍ଟ କରିଛି ଯେ ୟାସିନ ମଲିକଙ୍କ ମାମଲାରେ ଇସଲାମିକ ସହଯୋଗୀ ସଙ୍ଗଠନ(ଓଆଇସି) ଦେଉଥିବା ମନ୍ତବ୍ୟ ଗ୍ରହଣୀୟ ନୁହେଁ । ବୈଦେଶିକ...

ଇଞ୍ଜେକଶନ୍‌ରେ ପାଣି ଭର୍ତ୍ତି କରି ୨୮୦୦୦ ଟଙ୍କାରେ ବିକ୍ରି….

ନାଗପୁର,୨୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ି ଚାଲିଥିବାବେଳେ ନକଲି ଇଞ୍ଜେକଶନ୍‌ କାରବାର ହେଉଥିବା ଅଭିଯୋଗ ହେଉଛି। ମହାରାଷ୍ଟ୍ରରେ ରେମଡେସିଭିର୍‌ କରୋନା ଇଞ୍ଜେକଶନରେ ପାଣି ଭର୍ତ୍ତି...

ଅଣାୟତ୍ତ ମୁହାଁ ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୨୧।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ...

Advertisement
Archives

Model This Week