Posted inଜାତୀୟ

ଏନ୍‌ଏଚ୍‌ଆର୍‌ସିର ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୭ା୧୨(ପି.ଟି.): ହାଇଦ୍ରାବାଦ ଗଣବଳାତ୍କାର ଓ ହତ୍ୟା ଘଟଣାର ୪ ଅଭିଯୁକ୍ତଙ୍କୁ ପୋଲିସ ଗୁଳିକରି ମାରିଦେବା ଘଟଣାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ନିଜଆଡୁ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌କାଉଣ୍ଟର ଚିନ୍ତାର ବିଷୟ ଏବଂ ଏହାର ଉପଯୁକ୍ତ ତଦନ୍ତ ହେବା ଆବଶ୍ୟକ ବୋଲି ଏନ୍‌ଏଚ୍‌ଆର୍‌ସି କହିଛି। ତୁରନ୍ତ ଘଟଣାସ୍ଥଳକୁ ଟିମ୍‌ ପଠାଇବାକୁ କମିଶନ ଏହାର ମହାନିର୍ଦ୍ଦେଶକ (ତଦନ୍ତ)ଙ୍କୁ ନିର୍ଦ୍ଦେଶ ଦେବା ପରେ ବରିଷ୍ଠ ଏସ୍‌ପିଙ୍କ ନେତୃତ୍ୱରେ ଏକ ଟିମ୍‌ ଖୁବ୍‌ଶୀଘ୍ର ସେଠାକୁ ଯିବ ବୋଲି ଜଣାପଡିଛି। ଘଟଣାରୁ ଜଣାପଡୁଛି, ଅଭିଯୁକ୍ତ ଘଟଣାସ୍ଥଳରେ କିଛି ଅଘଟଣ ଘଟାଇଲେ ତା’ର ପ୍ରତିକାର ଲାଗି ପୋଲିସ କର୍ମଚାରୀ ଠିକ୍‌ ଭାବେ ସତର୍କ ନ ଥିଲେ। ଗିରଫ ବ୍ୟକ୍ତି ଯଦି ପ୍ରକୃତରେ ଦୋଷୀ, ତେବେ ଆଇନ ଅନୁଯାୟୀ ସେମାନଙ୍କୁ ଦଣ୍ଡ ମିଳିବାର ଥିଲା ବୋଲି ଏନ୍‌ଏଚ୍‌ଆର୍‌ସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରର ଓଟିଟି ଗାଇଡ୍‌ଲାଇନ୍‌ ଦନ୍ତହୀନ

ନୂଆଦିଲ୍ଲୀ,୬ା୩: ସୋସିଆଲ ମିଡିଆ ନିୟନ୍ତ୍ରଣ ପାଇଁ କେନ୍ଦ୍ର ସରକାର ଜାରି କରିଥିବା ଗାଇଡ୍‌ଲାଇନର ଦାନ୍ତ ନାହିଁ। ଡିଜିଟାଲ ପ୍ଲାଟଫର୍ମଗୁଡ଼ିକ ଅନୁପଯୁକ୍ତ କଣ୍ଟେଣ୍ଟ ଦେଖାଇଲେ ସେମାନଙ୍କ ବିରୋଧରେ...

ବହୁ ମହଲା କୋଠା ଭୁଶୁଡ଼ିଲା

ଶିମ୍‌ଲା,୩୦।୯: ହିମାଚଳ ପ୍ରଦେଶରେ ଲଗାଣ ବର୍ଷା ଯୋଗୁ ରାଜଧାନୀ ଶିମ୍‌ଲାରେ ଗୁରୁବାର ଏକ ୮ ମହଲା କୋଠା ଭୁଶୁଡ଼ିପଡ଼ିଛି। କଚ୍ଚିଘାଟ ଅଞ୍ଚଳରେ ଥିବା ଏହି କୋଠା...

ଏମ୍‌ପିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଦାଗିଦ୍‌, ନିଜକୁ ପରିବର୍ତ୍ତନ କର…

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭାଜପା ଏମ୍‌ପିଙ୍କୁ ତାଗିଦ୍‌ କରିଛନ୍ତି। ପ୍ରଧାନମନ୍ତ୍ରୀ ଚେତାବନୀ ଦେଇଛନ୍ତି, ନିଜକୁ ପରିବର୍ତ୍ତନ କରନ୍ତୁ, ନଚେତ୍‌ ପରିବର୍ତ୍ତନ ଆସିବ। ଆସନ୍ତା...

ଶଙ୍କରାଚାର୍ଯ୍ୟ ସ୍ବାମୀ ସ୍ବରୂପାନନ୍ଦ ସରସ୍ବତୀଙ୍କ ପରଲୋକ

ଭୋପାଳ,୧୧।୯: ଦ୍ୱାରିକା ଶାରଦା ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ସ୍ବରୂପାନନ୍ଦ ସରସ୍ବତୀଙ୍କ ପରଲୋକ ଘଟିଛି। ସେ ୯୯ ବର୍ଷ ବୟସରେ ନରସିଂହପୁରର ଝୋଟେଶ୍ୱରରେ ଅବସ୍ଥିତ ପରମହଂସୀ ଗଙ୍ଗା...

ମୋଦିଙ୍କ ନାଁର ଅର୍ଥ ବୁଝାଇଲେ ଶିବରାଜ

ଭୋପାଳ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨.୦ ସରକାରକୁ ଏକ ବର୍ଷ ପୂରଣ ହୋଇଛି। ଏହି ଅବସରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ମୋଦିଙ୍କ ନାଁର...

ଅମୃତପାଲ ସିଂ ପଳାତକ ଘୋଷିତ, ପଞ୍ଜାବ ପୋଲିସ ଆରମ୍ଭ କଲା ରାଜ୍ୟ ସ୍ତରୀୟ ଅଭିଯାନ

ଚଣ୍ଡିଗଡ଼,୧୯ ।୩: ଖଲିସ୍ତାନ ସମର୍ଥକ ତଥା କଟ୍ଟରପନ୍ଥି ଅମୃତପାଲ ସିଂଙ୍କ ବିରୋଧରେ ପଞ୍ଜାବ ପୋଲିସ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୋଲିସ ଅମୃତପାଲଙ୍କୁ ପଳାତକ...

ଲକ୍ଷ୍ନୌ ରେଳଷ୍ଟେଶନ୍‌ରେ ହେଲଥ୍‌ ଏଟିଏମ୍‌

ଲକ୍ଷ୍ନୌ,୫।୧୧: ଯାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ରେଳ ବିଭାଗ ପକ୍ଷରୁ ଲକ୍ଷ୍ନୌ ଷ୍ଟେଶନ୍‌ରେ ହେଲଥ୍‌ ଏଟିଏମ୍‌ କିଓସ୍କୋ ସ୍ଥାପନ କରାଯାଇଛି। ଏଠାରେ ରେଳଯାତ୍ରୀ ୫୦ରୁ ଶହେ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଭାଜପା ଜାରି କଲା ୫୭ପ୍ରାର୍ଥୀଙ୍କ ତାଲିକା, ୪ମହିଳାଙ୍କୁ ବି ମିଳିଲା ଟିକେଟ

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଶୁକ୍ରବାର ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ୫୭ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଥିବା ବେଳେ...

Advertisement
Archives

Model This Week