ଏନ୍‌ଏଚ୍‌ରେ ବେଆଇନ ପାର୍କିଙ୍ଗ୍‌ ଯୋଗୁ ଦୁର୍ଘଟଣା : ଅଳ୍ପକେ ବର୍ତ୍ତିଲେ ଲୋକ

କେନ୍ଦୁଝର, ୩୧ା୫ (ସ୍ବ.ପ୍ର.)-କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା ୨୦ନଂ ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ବେଆଇନ ଟ୍ରକ ପାର୍କିଙ୍ଗ ଯୋଗୁଁ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ହେଁ ପ୍ରତିକାର କରାଯାଉନଥିବାରୁ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଏହି ରାସ୍ତାର ବିଭିନ୍ନ ସ୍ଥାନରେ ଥିବା ଓଭରବ୍ରିଜ ଓ ସର୍ଭିସରୋଡ ଉପରେ ଟ୍ରକ ଗୁଡିକ ପାର୍କିଂ କରି ଡ୍ରାଇଭର ମାନେ ଏଣେତେଣେ ବୁଲୁଥିବାରୁ ଟ୍ରାଫିକ ସମସ୍ୟା ଗୁରୁତର ହୋଇ ପଡୁଛି ା ଶନିବାର ବିଳମ୍ବରାତିରେ ଏଭଳି ଏକ ଟ୍ରକ ସର୍ଭିସରୋଡ ଉପରେ ରହିଥିବା ବେଳେ ଉକ୍ତ ରାସ୍ତାରେ ଯୋଡା ଅଭିମୁଖେ ଯାଉଥିବା ଅନ୍ୟ ଏକ ଟ୍ରକ୍‌ ପଛ ପଟୁ ଧକ୍କା ଦେଇଥିଲା। ଫଳରେ ଛିଡାହୋଇ ଥିବା ଟ୍ରକଟି ଏକ ଦୋକାନ ଭିରକୁ ପଶିଯାଇଥିଲା। ଫଳରେ ଦୋକାନ ଘରର ଚାଳ ଭାଙ୍ଗି ଯାଇଥିବାବେଳେ ସୋଭାଗ୍ୟବଶତଃ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। ଏନେଇ ଜାତୀୟରାଜପଥ କର୍ତ୍ତୃପକ୍ଷ କିମ୍ବା ପୋଲିସ ପଦକ୍ଷେପ ବେଆଇନ ପାର୍କିଂ ବନ୍ଦ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri