ମାଲକାନଗିରି,୧୯ା୨(ଡି.ଏନ.ଏ.): ଛତିଶଗଡ଼ର ସୁକୁମା ପୋଲିସକୁ ବଡ଼ ସଫଳତା ମିଳିଛି। ବୁଧବାର ଛତିଶଗଡର ସୁକୁମା ଜିଲା ନିକଟସ୍ଥ ତାଣ୍ଡାମାର୍କା ଜଙ୍ଗଲରେ ବୁଧବାର ପୋଲିସ କୋମ୍ବିଂ ଅପରେଶନ ବେଳେ ଏନ୍କାଣ୍ଟରରେ ଜଣେ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ତାଙ୍କ ପରିଚୟ ଜଣାପଡିନାହିଁ। ପୋଲିସ ଘଟଣାସ୍ଥଳରୁ ବନ୍ଧୁକ ଓ ଗୁଳି ଜବତ କରିଛି। ଏଥିସହ ସ୍ଥାନୀୟ ଅଞ୍ଚଳରେ କୋମ୍ବିଂ ଅପରେଶନ୍କୁ ଜୋରଦାର କରାଯାଇଛି।
Posted inଆମ ଜିଲା ଖବର, ମାଲକାନଗିରି View All
ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର
ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…
ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ
ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…
ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍ର ୪ ଗିରଫ…
ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…
୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ
ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…
ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ
ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…
ଆକ୍ସନ ମୁଡ୍ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…
ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…
ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…
ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…
ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ
ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…
Archives

