ଏନ୍‌ଟିଏସ୍‌ଇ ସ୍କଲାରଶିପ୍‌ ପରୀକ୍ଷା:ସାନଭି ସନ୍ଦିପିକା କୃତକାର୍ଯ୍ୟ

ତାଳଚେର, ୭|୯(ନି.ପ୍ର.)ଏନ୍‌ଟିପିସି ଦ୍ୱାରା ପରିଚାଳିତ କଣିହାଁ ସ୍ଥିତ ଡିଏଭି ପବ୍ଲିକ ସ୍କୁଲର ମେଧାବୀ ଛାତ୍ରୀ ସାନଭି ସନ୍ଦିପିକା ପ୍ରଧାନ ସର୍ବଭାରତୀୟ ସ୍କଲାରଶିପ୍‌ ପରୀକ୍ଷା ଏନଟିଏସ୍‌ଇରେ କୃତକାର୍ଯ୍ୟ ହୋଇଛନ୍ତି। ଏନ୍‌ସିଇଆରଟି, ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ଦ୍ୱାରା ପରିଚାଳିତ ଏହି ମେଧାବୃତ୍ତି ପରୀକ୍ଷାରେ ସଫଳତା ପାଇଥିବା ସାନଭି ଏନ୍‌ଟିପିସି କଣିହଁା ପ୍ରକଳ୍ପରେ କାର୍ଯ୍ୟରତ ମନୋଜ କୁମାର ପ୍ରଧାନ ଓ ମଧୁଛନ୍ଦା ପ୍ରଧାନଙ୍କ କନ୍ୟା। ସାନଭି ୨୦୧୫ରେ ଷଷ୍ଠ ଶ୍ରେଣୀରେ ପଢୁଥିବାବେଳେ ଅନ୍ତର୍ଜାତୀୟ ଅଲିମ୍ପିଆଡ଼ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଥିଲେ। ସେହିପରି ୨୦୧୮ରେ ଟ୍ୟାଲେଣ୍ଟ ଟେକ୍ସଟ୍‌, ଆଲେନକୋଟାରୁ ୧ମ ର଼୍ୟାଙ୍କ ପାଇ କୃତକାର୍ଯ୍ୟ ହୋଇଥିଲେ। ଚଳିତ ବର୍ଷ ୧୦ ଶ୍ରେଣୀ ସିବିଏସଇ ବୋର୍ଡ ପରୀକ୍ଷାରେ ୯୮% ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri