ଏନ୍‌ଟିଏସ୍‌ଇ ସ୍କଲାରଶିପ୍‌ ପରୀକ୍ଷା:ସାନଭି ସନ୍ଦିପିକା କୃତକାର୍ଯ୍ୟ

ତାଳଚେର, ୭|୯(ନି.ପ୍ର.)ଏନ୍‌ଟିପିସି ଦ୍ୱାରା ପରିଚାଳିତ କଣିହାଁ ସ୍ଥିତ ଡିଏଭି ପବ୍ଲିକ ସ୍କୁଲର ମେଧାବୀ ଛାତ୍ରୀ ସାନଭି ସନ୍ଦିପିକା ପ୍ରଧାନ ସର୍ବଭାରତୀୟ ସ୍କଲାରଶିପ୍‌ ପରୀକ୍ଷା ଏନଟିଏସ୍‌ଇରେ କୃତକାର୍ଯ୍ୟ ହୋଇଛନ୍ତି। ଏନ୍‌ସିଇଆରଟି, ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ଦ୍ୱାରା ପରିଚାଳିତ ଏହି ମେଧାବୃତ୍ତି ପରୀକ୍ଷାରେ ସଫଳତା ପାଇଥିବା ସାନଭି ଏନ୍‌ଟିପିସି କଣିହଁା ପ୍ରକଳ୍ପରେ କାର୍ଯ୍ୟରତ ମନୋଜ କୁମାର ପ୍ରଧାନ ଓ ମଧୁଛନ୍ଦା ପ୍ରଧାନଙ୍କ କନ୍ୟା। ସାନଭି ୨୦୧୫ରେ ଷଷ୍ଠ ଶ୍ରେଣୀରେ ପଢୁଥିବାବେଳେ ଅନ୍ତର୍ଜାତୀୟ ଅଲିମ୍ପିଆଡ଼ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଥିଲେ। ସେହିପରି ୨୦୧୮ରେ ଟ୍ୟାଲେଣ୍ଟ ଟେକ୍ସଟ୍‌, ଆଲେନକୋଟାରୁ ୧ମ ର଼୍ୟାଙ୍କ ପାଇ କୃତକାର୍ଯ୍ୟ ହୋଇଥିଲେ। ଚଳିତ ବର୍ଷ ୧୦ ଶ୍ରେଣୀ ସିବିଏସଇ ବୋର୍ଡ ପରୀକ୍ଷାରେ ୯୮% ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣା: ମୃତକଙ୍କ ପରିବାରକୁ ମିଳିବ ୮ ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୦(ବ୍ୟୁରୋ)- ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ମୃତାହତଙ୍କ ପରିବାର ଲୋକଙ୍କୁ ୮ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏ ନେଇ ଗୁରୁବାର ଇଣ୍ଡିଆନ...

୭ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୫।୧(ବ୍ୟୁରୋ): ଦୁର୍ନୀତି ଓ ଅପାରଗତାକୁ ନେଇ ୭ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ସେମାନଙ୍କ ମଧ୍ୟରେ ଜଣେ କମାଣ୍ଡାଣ୍ଟ, ଡିଏସ୍‌ପି, ଡେପୁଟି କମାଣ୍ଡାଣ୍ଟ,...

୧୨ଟା ସୁଦ୍ଧା ହୀରାକୁଦ ଖୋଲିଲା ୯ଟି ଗେଟ୍‌

ସମ୍ବଲପୁର, ୧୫।୮(ବ୍ୟୁରୋ): ଗୁରୁବାର ୧୨ଟା ସୁଦ୍ଧା ହୀରାକୁଦ ଡ୍ୟାମର ୯ଟି ଗେଟ୍‌ ଖୋଲାଯାଇଛି। ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପର୍ଯ୍ୟାୟ କ୍ରମେ ଗୁରୁବାର ୧୬ଟି...

ବିଧାନସଭା ଆଗରେ ଶିଳ୍ପୀ, କାରିଗରଙ୍କ ବିକ୍ଷୋଭ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ରାଜ୍ୟରେ ହସ୍ତଶିଳ୍ପୀ ଓ ବୁଣାକାରଙ୍କ ପାଇଁ କଞ୍ଚାମାଲ ଅଭାବ ଏକ ଗୁରୁତର ସମସ୍ୟା ହୋଇ ରହିଛି। ଜାତୀୟ ହସ୍ତତନ୍ତ ଉନ୍ନୟନ ନିଗମ ବା ଏନ୍‌ଏଚ୍‌ଡିସିରୁ...

ଥାନା ସମ୍ମୁଖରେ ଭାଜପାର ସତ୍ୟାଗ୍ରହ

ଭଦ୍ରକ ଅଫିସ/ବାସୁଦେବପୁର/ ଭଣ୍ଡାରିପୋଖରୀ /ଧାମନଗର, ୪।୨ (ଡି.ଏନ.ଏ) ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭଦ୍ରକ ଜିଲା ସାବରଙ୍ଗ ଥାନା ଅଧୀନ ବ୍ରହ୍ମପୁର ଗ୍ରାମର ଇଞ୍ଜିନିୟରିଂ ଛାତ୍ର ସୁବାଶିଷ ଗିରିଙ୍କୁ...

ଖୋଲିଲା ତାମ୍ପରା ଲେକ୍‌ ଭ୍ୟୁ ଫ୍ରଣ୍ଟ୍‌

ଛତ୍ରପୁର,୭।୩(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ହୁମୁରୀ ତାମ୍ପରା ପର୍ଯ୍ୟଟନ କ୍ଷେତ୍ରକୁ ନୂତନ ରୂପ ମିଳିଛି। ତାମ୍ପରା ଲେକ୍‌ ଭିୟୁ ଫ୍ରଣ୍ଟ୍‌ ପର୍ଯ୍ୟଟକଙ୍କ ପାଇଁ ଟ୍ରାଏଲ...

ମୃତଦେହ ପାଖକୁ ଆସିଲେନି ଘର ଲୋକେ

କେନ୍ଦୁଝର,୧୪।୫(ସ୍ବ.ପ୍ର/ଡି.ଏନ୍‌.ଏ.): କରୋନାରେ ଆକ୍ରାନ୍ତ ହୋଇ ହୋମ୍‌ ଆଇସୋଲେଶନରେ ଥିବା କେନ୍ଦୁଝର ଜିଲା ଶୁଆକାଟୀର ପ୍ରହଲ୍ଲାଦ ସେଠୀଙ୍କ ଗୁରୁବାର ଅପରାହ୍ନରେ ମୃତ୍ୟୁ ଘଟିଥିଲା। ହେଲେ ତାଙ୍କ ମୃତ୍ୟୁ...

ଆଜି ରାଜ୍ୟରୁ ୪୪୪ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୯ ଶିଶୁ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ସୋମବାର ରାଜ୍ୟରୁ ୪୪୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୪,୭୬୪ରେ ପହଞ୍ଚିଥିବା ରାଜ୍ୟ ସୂଚନା...

Advertisement
Archives

Model This Week