ଏନ୍‌ଟିପିସି ଆଇସୋଲେଶନ ଓ୍ବାର୍ଡ ପ୍ରସ୍ତୁତ

ତାଳଚେର,୧୧ା୪(ନି.ପ୍ର.): କରୋନା ଭାଇରସ ସଂକ୍ରମଣ ରୋକିବାକୁ ଏନ୍‌ଟିପିସି କଣିହଁ। ବିଦ୍ୟୁତ୍‌ ପ୍ର୍ରକଳ୍ପ ପକ୍ଷରୁ ତ୍ୱରିତ ପଦକ୍ଷେପମାନ ଗ୍ରହଣ କରାଯାଉଛି। ସ୍ଥାନୀୟ ଟାଉନଶିପ୍‌ ଓ ଆଖପାଖ ଅଞ୍ଚଳକୁ ସାଇନିଟାଇଜ କରାଯିବା, ମେଡିକାଲ ଉପକରଣ କିଣିବା ଓ ସ୍ବତନ୍ତ୍ର ଆଇସୋଲେଶନ ୱାର୍ଡ ମଧ୍ୟ ପ୍ରସ୍ତୁତ କରାଯାଇଛି। ସମସ୍ତ କର୍ମଚାରୀଙ୍କୁ ମାସ୍କ ବଣ୍ଟନ ସହ ସ୍ଥାନୀୟ ଅଞ୍ଚଳର ଗରିବ ଲୋକମାନଙ୍କ ନିମନ୍ତେ ସିଏଚ୍‌ସି କଣିହଁା ଏବଂ ବ୍ଲକ ଅଫିସକୁ ମାସ୍କ ଯୋଗାଇ ଦିଆଯାଇଛି। ସ୍ଥାନୀୟ ଗଦାଶିଳା, ରଙ୍ଗବେଡ଼ା, ହରିହରପୁର ଆଦି ବିଭିନ୍ନ ଗ୍ରାମରେ କଟନ୍‌ ମାସ୍କ ବଣ୍ଟନ କରାଯାଉଛି। ଅଦ୍ୟାବଧି ଜିଲା ପ୍ରଶାସନ ଏବଂ ବିଭିନ୍ନ ଗ୍ରାମାଞ୍ଚଳରେ ୧୦ ହଜାର ମାସ୍କ ପ୍ରଦାନ କରାଯାଇଛି। ବିଭିନ୍ନ ଶ୍ରମିକ ଏବଂ ଗରିବ ପରିବାରଙ୍କୁ କର୍ମଚାରୀଙ୍କ ତରଫରୁ ଖାଦ୍ୟ ସାମଗ୍ରୀ ପ୍ରଦାନ କରାଯାଉଛି। ସ୍ଥାନୀୟ ଅଞ୍ଚଳର ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକରେ ପୋଷ୍ଟରମାନ ଲଗାଯାଇଛି ବୋଲି ଏନଟିପିସି ପକ୍ଷରୁ ପ୍ରେସ୍‌ ଇସ୍ତାହାରରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…

ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ…

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୭।୭: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଓସେପା ଅଫିସ୍‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ

ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ…

ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର

ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି।…

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ

ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri