Posted inଜାତୀୟ

ଏନ୍‌ଡ଼ିଏ ଫାଟର ପ୍ରଭାବ ମହାରାଷ୍ଟ୍ରରୁ ଝାଡ଼ଖଣ୍ଡରେ ପହଞ୍ଚିଲା: ଏଲ୍‌ଜେପି ଏକା ନିର୍ବାଚନ ଲଢ଼ିବାକୁ ଘୋଷଣା କଲା

ରାଞ୍ଚି,୧୨।୧୧: ମହାରାଷ୍ଟ୍ରରେ ଏନ୍‌ଡ଼ିଏ ସହଯୋଗୀ ଶିବସେନା ଓ ଭାଜପା ମଧ୍ୟରେ ହୋଇଥିବା ଫାଟର ପ୍ରଭାବ ଏବେ ଝାଡ଼ଖଣ୍ଡରେ ପହଞ୍ଚିଛି। ଏଠାରେ ଏଲ୍‌ଜେପି ଏକା ନିର୍ବାଚନ ଲଢ଼ିବାକୁ ଘୋଷଣା କରିଛି। ରାଜ୍ୟ ବିଧାନସଭାର ୮୧ ଆସନ ମଧ୍ୟରୁ ଏଲ୍‌ଜେପି ୫୦ଟି ଆସନରେ ନିର୍ବାଚନ ଲଢ଼ିବାକୁ ସୂଚନା ଦେଇଛିି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଦଳୀୟ ପ୍ରାର୍ଥୀଙ୍କ ପ୍ରଥମ ତାଲିବା ଘୋଷଣା କରାଯିବ ବୋଲି ଏଲ୍‌ଜେପି ନେତା ଚିରାଗ ପାସଓ୍ବାନ ଟୁଇଟ୍‌ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ନିଶା କବଳରେ ଏକ ପଞ୍ଚମାଂଶ କିଶୋରୀକିଶୋର

ନୂଆଦିଲ୍ଲୀ,୨୯ା୭: ସମ୍ପ୍ରତି କିଶୋରୀକିଶୋରଙ୍କ ମଧ୍ୟରେ ନିଶା ସେବନର ପ୍ରବଣତା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ନିଶା ସେବନ କରି ଏକ ଖୁସ୍‌ମିଜାସ୍‌ ସ୍ଥିତିରେ ରହିବାକୁ ଚାହୁଁଛନ୍ତି। ନିକଟରେ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

ଯେଣେତେଣେ ବିଭାଜନ

ଗୋଟେ କଥା ଭାରତବ୍ୟାପୀ ଚର୍ଚ୍ଚା ହେଉଛି ଯେ, ଦୀର୍ଘ ବର୍ଷ ଧରି ଦେଶର ପାରମ୍ପରିକ ରାଜନୈତିକ ଦଳ ଯେଉଁ ପ୍ରକାର ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇ ନ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

ଆଜି ୮ ଜିଲାରେ ସ୍କୁଲ ଛୁଟି ଘୋଷଣା: ପ୍ରବଳ ବର୍ଷା ସହ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ନେଇ ନିଷ୍ପତ୍ତି

ଭୁବନେଶ୍ୱର,୨୯।୭: ଆଜି ୮ ଜିଲାରେ ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି ବନ୍ଦ।ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର ୮ ଜିଲାରେ ଶିକ୍ଷାନୁଷ୍ଠାନ ବନ୍ଦ । ଭଦ୍ରକ, କେନ୍ଦୁଝର, ଯାଜପୁର,…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri