Posted inଜାତୀୟ

ଏନ୍‌ଡିଏରେ ରହୁନି ତାଳମେଳ: ବିବାଦ ସମାଧାନ ପାଇଁ କମିିଟି ଗଠନ ପରାମର୍ଶ ଦେଲେ ମୋଦି

ନୂଆଦିଲ୍ଲୀ,୧୭।୧୧: ସଂସଦର ଶୀତକାଳୀନ ଅଧିବେଶନ ପୂର୍ବରୁ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନ୍‌ଡିଏ)ର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାରାଷ୍ଟ୍ରରେ ଭାଜପା ଏବଂ ଶିବସେନା ମଧ୍ୟରେ ବିବାଦ ଭିତରେ ଏବେ ସହଯୋଗୀ ଦଳଙ୍କ ସହ ଭାଜପା ତାଳମେଳ ରହୁ ନ ଥିବା କୁହାଯାଉଛି। ବୈଠକରେ ଏହାର ତୁରନ୍ତ ସମାଧାନ ପାଇଁ ଦାବି ଉଠିଥିଲା। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଆମେ ସବୁ ଗୋଟିଏ ପରିବାର, ମିଳିମିଶି ଲୋକଙ୍କ ପାଇଁ କାମ କରିବା ଉଚିତ୍‌। ସହଯୋଗୀ ଦଳଗୁଡିକ ସହ ସମନ୍ବୟ ବଜାୟ ରଖିବା ପାଇଁ ଏକ କମିଟି ଗଠନର ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ। ଏହି ବୈଠକରେ ଏନଡିଏର ସହଯୋଗୀ ଦଳ ଲୋକ ଜନଶକ୍ତି ପାର୍ଟି, ଜେଡିୟୁ ଏବଂ ଅନ୍ୟାନ୍ୟ ଦଳର ନେତାମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ଡିଜେଲ ଦର ବୃଦ୍ଧିକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଦିଦି

କୋଲକାତା,୫ ।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ ସେ...

ଆଣ୍ଡ୍ରଏଡ୍‌ ଡେଭ୍‌ଲପର ଋଷିଙ୍କୁ ବାଲ୍‌ ପୁରସ୍କାର

ନୂଆଦିଲ୍ଲୀ,୨୬।୧: ଅଦମ୍ୟ ଇଚ୍ଛାଶକ୍ତି ଆଗରେ କୌଣସି ପ୍ରତିବନ୍ଧକ ବେଶି ସମୟ ପର୍ଯ୍ୟନ୍ତ ତିଷ୍ଟି ରହିପାରେ ନାହିଁ। ଆଧୁନିକ ଯୁଗରେ ବହୁଳ ବ୍ୟବହାର ହେଉଥିବା ଆଣ୍ଡ୍ରଏଡ୍‌ ଆପ୍ଲିକେଶନ୍‌କୁ...

ବଦଳିଲା ଦିଗ୍‌ବିଜୟ ସିଂଙ୍କ ସ୍ବର

ନୂଆଦିଲ୍ଲୀ,୨୪।୧: କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂ ସର୍ଜିକାଲ ଷ୍ଟ୍ରାଇକ ଉପରେ ପ୍ରଶ୍ନ ଉଠାଇ ଏକ ନୂଆ ବିବାଦ ସୃଷ୍ଟି କରିଛନ୍ତି। ଦିଗ୍‌ବିଜୟଙ୍କ ମନ୍ତବ୍ୟକୁ ନେଇ...

‘ଭାଜପା କେବଳ ମିଛ ବାଣ୍ଟିବା ଜାଣିଛି’

ବେଙ୍ଗାଲୁରୁ,୬।୩: କର୍ନାଟକ କଂଗ୍ରେସ ମୁଖ୍ୟ ଡି.କେ ଶିବକୁମାର ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ ବର୍ଷି ଭାଜପା ଲୋକମାନଙ୍କୁ...

ଓୱାଇସିଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କଲେ ଯୋଗୀ

ଲକ୍ଷ୍ନୌ,୪ ।୭: ଉତ୍ତର ପ୍ରଦେଶରେ ଜିଲା ପଞ୍ଚାୟତ ଅଧ୍ୟକ୍ଷ ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ବହୁ ସଂଖ୍ୟାରେ ବିଜୟ ଲାଭ କରି ଏବେ ଉତ୍ସାହିତ ଅଛି...

ପୁଣି ଚର୍ଚ୍ଚାରେ କୁନି କେଜ୍‌ରିଓ୍ବାଲ୍‌

ଚଣ୍ଡିଗଡ,୧୦।୩: ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିଛି। ଦଳ ୯୨ ଆସନ ସହ ରାଜ୍ୟରେ ସରକାର ଗଢିବାକୁ ଯାଉଛି। ଦଳର ବିୟରେ କର୍ମୀମାନେ...

ଗ୍ରାମାଞ୍ଚଳରେ ନିର୍ମାଣ କାର୍ଯ୍ୟକୁ ଅନୁମତି

ନୂଆଦିଲ୍ଲୀ,୧୮ା୪(ପି.ଟି.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ପ୍ରଧାନମନ୍ତ୍ରୀ ଦ୍ୱିତୀୟ ପର୍ଯ୍ୟାୟରେ ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ ବଢ଼ାଇଥିବାବେଳେ ୨୦ ତାରିଖରୁ ଗ୍ରାମାଞ୍ଚଳରେ ବିଭିନ୍ନ ଅର୍ଥନୈତିକ...

ଗେହଲଟଙ୍କ ନେତା ସୋନିଆ ଗାନ୍ଧୀ ନା ବସୁନ୍ଧରା ରାଜେ: ପାଇଲଟ

ଜୟପୁର,୯।୫: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଅଭିଯୋଗର ଜବାବ ଦେଇଛନ୍ତି। ସେ କହିଛନ୍ତି, ମୁଁ ଧୌଲପୁରରେ ମୁଖ୍ୟମନ୍ତ୍ରୀ  ଗେହଲଟଙ୍କ ଭାଷଣ...

Advertisement
Archives

Model This Week