Posted inଜାତୀୟ

ଏନ୍‌ଡିଏ କି ୟୁପିଏକୁ ମିଳିବନି ସଂଖ୍ୟାଗରିଷ୍ଠତା :ଦେବେଗୌଡ଼ାଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୭ା୪(ପି.ଟି.): ଏଥର କେନ୍ଦ୍ରରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) କିମ୍ବା ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ୟୁପିଏ) ସଂଖ୍ୟାଗରିଷ୍ଠତା ହାସଲ କରିପାରିବେ ନାହିଁ। ଟିଏମ୍‌ସି ନେତ୍ରୀ ମମତା ବାନାର୍ଜୀ ଏବଂ ବିଏସ୍‌ପି ସୁପ୍ରିମୋ ମାୟାବତୀ ଏକାଠି ହେବେ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌. ଡି. ଦେବେଗେୌଡ଼ା ଭବିଷ୍ୟବାଣୀ କରିଛନ୍ତି।
ଟୁମୁକୁରୁ ଆସନରେ ପ୍ରଚାର ବେଳେ ଜେଡିଏସ୍‌ ମୁଖ୍ୟ ଦେବେଗୌଡ଼ା କହିଛନ୍ତି, ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷମତାକୁ ଫେରୁନାହାନ୍ତି। ଏନ୍‌ଡିଏ କିମ୍ବା ୟୁପିଏକୁ ସ୍ପଷ୍ଟ ଜନାଦେଶ ମିଳିବ ନାହିଁ। ନିର୍ବାଚନ ପରେ ସବୁ ବିରୋଧୀ ଦଳ ଏକାଠି ହେବେ। ମାୟାବତୀ କଂଗ୍ରେସ କିମ୍ବା ଭାଜପା ସହ ଯାଉନାହାନ୍ତି। ମମତା ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଉଛନ୍ତି। ଭୋଟ ସରିଲେ ସେମାନଙ୍କୁ ଏକାଠି କରାଯିବ। ଏହା ସମ୍ଭବ ହେଲେ ମେଣ୍ଟ ସଫଳ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri