Posted inଜାତୀୟ

ଏନ୍‌ଡିଏ ନେତାଙ୍କ ପାଇଁ ରାତ୍ରଭୋଜିର ଆୟୋଜନ କଲେ ଶାହ

ନୂଆଦିଲ୍ଲୀ,୨୦।୫: ଭାଜପା ଅଧ୍ୟକ୍ଷ ଅମିତ ଶାହ ମଙ୍ଗଳବାର ଏନ୍‌ଡିଏ ନେତାଙ୍କ ପାଇଁ ମଙ୍ଗଳବାର ଏକ ରାତ୍ରଭୋଜିର ଆୟୋଜନ କରିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଶାହ ଲୋକ ସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ଗୋଟିଏ ଦିନ ଆଗରୁ ନ୍ୟାଶନାଲ ଡେମୋକ୍ରାଟିକ୍‌ ଆଲାଏନ୍ସ(ଏନ୍‌ଡିଏ)ର ନେତାମାନଙ୍କୁ ନେଇ ରାତ୍ରଭୋଜନ କରିବା ସହ ଗୁରୁତ୍ୱପୂର୍ଣ୍ଣ କଥା ଆଲୋଚନା କରିବେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ: ମିଳିଲା ୨୬ ଲକ୍ଷର ଅଚଳ ନୋଟ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ. ଇବୋବି ସିଂଙ୍କର ତିନୋଟି ସହରର ୯ଟି ସ୍ଥାନରେ ଥିବା ଘର ଉପରେ ସିବିଆଇ ଚଢ଼ାଉ କରି ନଗଦ ୧୧.୪୭...

ବିହାରରେ ଆମେ ସରକାର ଗଢିବୁ: ତେଜ ପ୍ରତାପ

ପାଟନା,୨୩ ।୪: ବିହାର ରାଜନୀତିରେ ବଡ ଖେଳ ହେବ ବୋଲି ଅନୁମାନ କରାଯାଉଛି । ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ହେଉଛନ୍ତି ଏହାର ମୁଖ୍ୟ କାରଣ ।...

୫ ରାଜ୍ୟକୁ ମିଳିବ ପ୍ରଥମ ବ୍ୟାଚ୍‌ କୋଭିଡ୍‌-୧୯ କୋଭିଫର ଔଷଧ

ନୂଆଦିଲ୍ଲୀ, ୨୫।୬: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ତେଲଙ୍ଗାନାର ହାଇଦ୍ରାବାଦ୍‌ ସ୍ଥିତ ହେଟ୍ରୋ ଔଷଧ ନିର୍ମାତା ପକ୍ଷରୁ ପ୍ରସ୍ତୁତ ହୋଇଥିବା...

କେରଳରେ ଚିହ୍ନଟ ହେଲା ଦେଶର ପ୍ରଥମ ‘ମଙ୍କିପକ୍ସ’

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ ଏପଟେ ଚିନ୍ତା ବଢାଇଲାଣି ‘ମଙ୍କିପକ୍ସ’ ମାମଲା। କେରଳର କୋଲ୍ଲମରୁ ଭାରତରେ ପ୍ରଥମ ‘ମଙ୍କିପକ୍ସ’ର ମାମଲା ଚିହ୍ନଟ ହୋଇଛି...

ଭାରତୀୟ ନୌସେନାର ୮ ପୂର୍ବତନ ଅଧିକାରୀ ଜେଲରେ, ଜଣଙ୍କୁ ରାଷ୍ଟ୍ରପତିଙ୍କଠାରୁ ମିଳିଛି ସମ୍ମାନ

ନୂଆଦିଲ୍ଲୀ,୨୭ ।୧୦: କତରି ଏମିରି ନୌସେନାକୁ ପ୍ରଶିକ୍ଷଣ ଓ ଅନ୍ୟ ସେବା ପ୍ରଦାନ କରୁଥିବା କମ୍ପାନୀ ସହ କତରରେ କାମ କରୁଥିବା ୮ ପୂର୍ବତନ ଭାରତୀୟ...

ଉତ୍ତରାଖଣ୍ଡରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ

ଡେରାଡୁନ,୫।୧୦: ଉତ୍ତରାଖଣ୍ଡରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶନିବାର ସକାଳୁ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ପାଖାପାଖି ୨୪୬୪ ପଞ୍ଚାୟତ ପାଇଁ ପ୍ରାୟ...

ଆଇଏନ୍‌ଏସ୍‌ କରଞ୍ଜ ନୌସେନାରେ ସାମିଲ

ମୁମ୍ବାଇ,୧୦।୩: ଭାରତୀୟ ନୌସେନାର ଶକ୍ତି ବୃଦ୍ଧି ପାଇଛି। ବୁଧବାର ନୌସେନାରେ ଆଧୁନିକ ଜ୍ଞାନକୌଶଳରେ ନିର୍ମିତ ସବ୍‌ମେରାଇନ୍‌ ଆଇଏନ୍‌ଏସ୍‌ କରଞ୍ଜକୁ ମୁମ୍ବାଇର ନାଭାଲ ଡକ୍‌ ୟାର୍ଡରେ ଏକ...

କ୍ୟାବିନେଟ୍‌ ମନ୍ତ୍ରୀ ହେଲେ ଷ୍ଟାଲିନ୍‌ଙ୍କ ପୁଅ

ଚେନ୍ନାଇ,୧୫।୧୨: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ତଥା ଡିଏମକେ ବିଧାୟକ ଉଦୟନିଧି ଷ୍ଟାଲିନ୍‌ ବୁଧବାର ଚେନ୍ନାଇର ରାଜ ଭବନରେ ଯୁବ କଲ୍ୟାଣ ଏବଂ କ୍ରୀଡ଼ା...

Advertisement
Archives

Model This Week