Posted inଜାତୀୟ

ଏନ୍‌ଡିଏ ନେତା ଭାବେ ମୋଦି ନିର୍ବାଚିତ

ନୂଆଦିଲ୍ଲୀ,୨୫ା୫: ନବନିର୍ବାଚିତ ଏନ୍‌ଡିଏ ଏମ୍‌ପିମାନେ ସର୍ବସମ୍ମତିକ୍ରମେ ନରେନ୍ଦ୍ର ମୋଦିଙ୍କୁ ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ କରିଛନ୍ତି। ସଂସଦର କେନ୍ଦ୍ରୀୟ ସଭାଗୃହରେ ଅନୁଷ୍ଠିତ ବୈଠକରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ, ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଓ୍ବାନୀ, ମୁରଲୀ ମନୋହର ଯୋଶୀଙ୍କ ଉପସ୍ଥିତିରେ ସଂସଦୀୟ ଦଳର ନେତା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନରେ ଭାଜପା ୩୦୩ଟି ଆସନରେ ବିଜୟୀ ହୋଇଥିବାବେଳେ ଏନ୍‌ଡିଏ ୩୫୧ଟି ଆସନରେ ବିଜୟ ଲାଭ କରି ଲୋକସଭାରେ ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri