ଏନ୍‌ପିଆର୍‌, ଜାତିଭିତ୍ତିକ ଜନଗଣନା ପ୍ରସଙ୍ଗ ଉଠାଇଲା ବିଜେଡି

ନୂଆଦିଲ୍ଲୀ,୩୧-୧:ବଜେଟ ଅଧିବେଶନ ପୂର୍ବରୁ କେନ୍ଦ୍ର ସରକାର ଡାକିଥିବା ସର୍ବଦଳୀୟ ବୈଠକରେ ବିଜେଡି ଯୋଗଦେଇ ଜାତିଭିତ୍ତିକ ଜନଗଣନା ପାଇଁ ଦାବି କରିବା ସହ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)ରେ ଥିବା କେତେକ ବ୍ୟବସ୍ଥା ବାଦ୍‌ ଦେବାକୁ ଦାବି କରିଛି। ସଂଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ ଡାକିଥିବା ସର୍ବଦଳୀୟ ବୈଠକରେ ବିଜେଡି ନେତା ପିନାକୀ ମିଶ୍ର ଓ ପ୍ରସନ୍ନ ଆଚାର୍ଯ୍ୟ ଯୋଗ ଦେଇଥିଲେ। ଆଗାମୀ ଜନଗଣନାରେ ଏସ୍‌ସି, ଏସ୍‌ଟି ସହିତ ଓବିସି ବର୍ଗ ପାଇଁ ସ୍ବତନ୍ତ୍ର ସ୍ତମ୍ଭ ରଖିବାକୁ ଦାବି କରାଯାଇଥିବା ରାଜ୍ୟ ସଭାରେ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି। ଏଥିସହିତ ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ମଧ୍ୟ ବିଜେଡି ଏହାର ଦାବିକୁ ଦୋହରାଇଛି। ଏନେଇ ରାଜ୍ୟ ବିଧାନସଭାରେ ସର୍ବସମ୍ମତକ୍ରମେ ପ୍ରସ୍ତାବ ଗୃହୀତ ହୋଇଥିଲା। ଆଗାମୀ ଅଧିବେଶନରେ କେନ୍ଦ୍ର ସରକାର ବିଲ୍‌ ଆଣିବାକୁ ଦଳ ପକ୍ଷରୁ ଅନୁରୋଧ କରାଯାଇଛି। ଏନ୍‌ପିଆର୍‌ରେ କେତେକ ପରିବର୍ତ୍ତନ ବିଜେଡି ଚାହୁଁଥିବା ପିନାକୀ ମିଶ୍ର କହିଛନ୍ତି। ନାଗରିକଙ୍କ ମାଆବାପାଙ୍କ ଜନ୍ମସ୍ଥାନ ସମ୍ପର୍କିତ ସୂଚନା ସ୍ତମ୍ଭ ୧୩(୨)ରୁ ବାଦ୍‌ ଦେବାକୁ ଦାବି କରାଯାଇଛି। ଏହା ଉପରେ ବିଚାର କରିବାକୁ କେନ୍ଦ୍ର ସରକାର ପ୍ରତିଶ୍ରୁତି ଦେଇଥିବା ଦୁଇ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ଦେଇ ଲୋକଙ୍କୁ ଭୁଆଁ ବୁଲାଉଛନ୍ତି ଅନ୍‌ଲାଇନ୍‌ ଠକ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସେକେଣ୍ଡ୍‌ ହ୍ୟାଣ୍ଡ୍‌ ହେଲେ ମଧ୍ୟ କମ୍‌ ଦାମ୍‌ରେ ଏକ ନମ୍ବର କ୍ୱାଲିଟିର ଜିନିଷ ମିଳିବ। ଟଙ୍କା ଦେଲେ ସହଜରେ ଘରେ ପହଞ୍ଚତ୍ବ ସାମଗ୍ରୀ। ଟ୍ରାନ୍ସପୋର୍ଟେଶନ...

ମରୁଡ଼ିଗ୍ରସ୍ତ ଜମିକୁ ଜଳସେଚନ କରାଯିବାକୁ ଦାବି୫ ଶହ ଏକରରୁ ଊଦ୍ଧର୍‌ବ ଚାଷଜମିକୁ ପାଣି ମାଡୁନି

ଖଣ୍ଡପଡା,୨୫ା୪(ସ୍ବ.ପ୍ର.)-କଣ୍ଟିଲୋ ଅଞ୍ଚଳରେ ୫ ଶହ ଏକରରୁ ଊର୍ଦ୍ଧ୍ୱ ଚାଷ ଉପଯୋଗୀ ଜମି ଥିବାବେଳେ ଅନିୟମିତ ବର୍ଷା ତଥା ଆବଶ୍ୟକ ପାଣି ବିନା ପ୍ରତି ବର୍ଷ ମରୁଡ଼ି...

ଜୁଲାଇ ୨୨ ରୁ ୩୧ ଯାଏ ବନ୍ଦ ରହିବ ଭିସୁଟ

ସମ୍ବଲପୁର,୨୦।୭(ବ୍ୟୁରୋ)-କରୋନା ସଂକ୍ରମଣ ରାଜ୍ୟରେ ଦିକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨...

କଇଁଫୁଲ ତୋଳିବାକୁ ଯାଇ…

ଝୁମ୍ପୁରୀ,୧୮ା୧୦(ଡି.ଏନ.ଏ.): ସୋମବାର ବୈତରଣୀ ନଦୀରେ ବୁଡ଼ି ୨ ନାବାଳକଙ୍କ ମୃତ୍ୟୁ ଘଟିଛିା ଗୁରୁତର ଅବସ୍ଥାରେ ଅନ୍ୟ ଜଣେ ନାବାଳକଙ୍କୁ ଉଦ୍ଧାର କରାଯାଇଛି । ମୃତକ ହେଲେ...

ଏଚ୍‌ଆଇଭି ଆକ୍ରାନ୍ତ ଗର୍ଭବତୀଙ୍କୁ ଚିକିତ୍ସାରେ ଅବହେଳା: ମା’ ପେଟରେ ଆଖିବୁଜିଲା ଶିଶୁ

ବାରିପଦା ଅଫିସ,୧୫ା୧୨-ଏଚ୍‌ଆଇଭିରେ ଆକ୍ରାନ୍ତ ହୋଇଥିବା ଜଣେ ଗର୍ଭବତୀ ଗର୍ଭକଷ୍ଟ ପାଉଥିଲେ ବି ଡାକ୍ତରମାନେ ତାଙ୍କୁ ଚିକିତ୍ସା ନ କରିବାରୁ ଗର୍ଭସ୍ଥ ଶିଶୁ ଦୁନିଆର ଆଲୋକ ଦେଖିବା...

ଆଜି ବି ଚାଲି ପାରୁନି ବିଧାନସଭା

ଭୁବନେଶ୍ବର,୩।୧୨(ବ୍ୟୁରୋ): ଆଜି ବି ଆରମ୍ଭ ହେଉ ହେଉ ୧୧.୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ...

ଚାହିଦା ଅଧିକ, ମିଳୁନି ମୂଲ୍ୟ

କେନ୍ଦୁଝର, ୪।୧୨(ସ୍ବ.ପ୍ର.)- କନ୍ଦମୂଳ। ଯେମିତି ମିଠା ସେମିତି ସୁସ୍ବାଦୁ। କେନ୍ଦୁଝର ଜିଲାରେ ଅମଳ ହେଉଥିବା କନ୍ଦମୂଳର ସ୍ବତନ୍ତ୍ର ଚାହିଦା ରହିଛି। ଏହା ସ୍ଥାନୀୟ ଆଦିବାସୀଙ୍କ ପ୍ରିୟ...

ଅର୍ଦ୍ଧେନ୍ଦୁ ଦାସ ଗିରଫ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଏକ ଘରୋଇ ନ୍ୟୁଜ୍‌ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଇଓଡବ୍ଲ୍ୟୁ। ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ ମାମଲା ରହିଛି।...

Advertisement
Archives

Model This Week