ଏନ୍‌ବିଏଫ୍‌ସି ସମସ୍ୟା ଟଳି ନ ପାରେ

ନୂଆଦିଲ୍ଲୀ, ୧୦-୯: ବର୍ତ୍ତମାନ ନଗଦ ସମସ୍ୟା ସହ ଜୁଝୁଥିବା ଦେଶର ଅଣ ବ୍ୟାଙ୍କିଙ୍ଗ ବିତ୍ତ ପ୍ରତିଷ୍ଠାନ(ଏନ୍‌ବିଏଫ୍‌ସି) କ୍ଷେତ୍ରର ସମସ୍ୟାରେ ଶୀଘ୍ର ସମାଧାନ ଆସିବାର ସମ୍ଭାବନା ନାହିଁ। ଅର୍ଥ ବ୍ୟବସ୍ଥାରେ ମାନ୍ଦାବସ୍ଥା ଲାଗି ରହିଥିବାରୁ ଏହି ସମସ୍ୟା ନ ଟଳି ପାରେ ବୋଲି ବଜାର ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି। ମାନ୍ଦାବସ୍ଥା ଯୋଗୁ ଉକ୍ତ କ୍ଷେତ୍ରର ଅଭିବୃଦ୍ଧି ହାର ୧୫%ରୁ ଖସି ୧୦-୧୨% ରହିବ ବୋଲି ଇଣ୍ଡିଆ ରେଟିଂସ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ପ୍ରକାଶ ପାଇଛି। ଏହି କ୍ଷେତ୍ର ଲାଗି ରେଟିଂକୁ ସ୍ଥିରରୁ ସକରାତ୍ମକ କରାଯାଇଛି। ବଜାରର ଯାନ ବିକ୍ରିରେ ମାନ୍ଦାବସ୍ଥା,ଗ୍ରାମୀଣ ଢାଞ୍ଚାଗତ ନିର୍ମାଣରେ ପ୍ରଭାବ ରହିଛି। ବଜାର ସ୍ଥିତି ଭଲ ନ ଥିବାରୁ ଏପରି ସ୍ଥଳେ ଏନ୍‌ବିଏଫ୍‌ସିଗୁଡିକ ସୁଚିନ୍ତିତ ଭାବେ ଯୋଜନା ସହ ଆଗକୁ ବଢିବା ନେଇ ରିପୋର୍ଟରେ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିପିଏସ୍‌ କଳିଙ୍ଗରେ ସ୍କାଉଟ୍ସ, ଗାଇଡ୍ସ ଶପଥ ଗ୍ରହଣ ଉତ୍ସବ

ଫୁଲନଖରା,୫ା୯(ଡି.ଏନ୍‌.ଏ.): କଟକ ସଦର ଥାନା ଅନ୍ତର୍ଗତ ଅଢ଼ାଳିଆସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ କଳିଙ୍ଗ(ଡିପିଏସ୍‌) ପରିସରରେ ନୂତନ ଭାବେ ଯୋଗ ଦେଇଥିବା ସ୍କାଉଟ୍ସ ଓ ଗାଇଡ୍‌ମାନଙ୍କର ଶପଥ...

ପିଏମ୍‌ କେୟାର୍ସ ପାଣ୍ଠିକୁ ରିଲାଏନ୍ସର ୫୦୦ କୋଟି

ନୂଆଦିଲ୍ଲୀ,୩୧। ୩: କୋଭିଡ୍‌-୧୯ ବିରୋଧରେ ଲଢ଼େଇରେ ଦେଶର ପ୍ରମୁଖ ବାଣିଜି୍ୟକ ଗ୍ରୁପ୍‌ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଯୋଗଦାନ ରଖିଛି। କମ୍ପାନୀ ପିଏମ୍‌ କେୟାର୍ସ ପାଣ୍ଠିକୁ ୫୦୦ କୋଟି...

ରାସ୍ତାରେ ଗଡ଼ିବ OLA ଇ-ସ୍କୁଟର, ଜାଣନ୍ତୁ କେବେ ହେବ ଲଞ୍ଚ୍‌

ନୂଆଦିଲ୍ଲୀ,୨୦ା୧୧: ଆପ୍‌ ଜରିଆରେ ଟ୍ୟାକ୍ସି ବୁକିଂ ସେବା ଦେଉଥିବା କମ୍ପାନୀ OLA ଏବେ ଇଲେକ୍ଟ୍ରିକ୍‌ ସ୍କୁଟର ଲଞ୍ଚ କରିବାକୁ ଯାଉଛି। ଏହା ଆସନ୍ତା ନୂଆବର୍ଷ ଉପଲକ୍ଷେ...

ବଜେଟକୁ ଅପେକ୍ଷା ନ କରି ବିଭିନ୍ନ ପଦକ୍ଷେପ ନିଆଯାଉଛି: ନିର୍ମଳା

ନୂଆଦିଲ୍ଲୀ,୬-୧: ବିଭିନ୍ନ କ୍ଷେତ୍ର ସାମ୍ନା କରୁଥିବା ସମସ୍ୟାକୁ ବିଚାର କରି ସରକାର ପଦକ୍ଷେପ ନେଉଛନ୍ତି। ଏଥି ଲାଗି ବଜେଟ ଯାଏ ଅପେକ୍ଷା କରାଯାଉନାହିଁ ବୋଲି ଅର୍ଥମନ୍ତ୍ରୀ...

ଆଧାର ଜରିଆରେ ରିଟର୍ନ ଦାଖଲ;ଆୟକର ବିଭାଗ ଜାରି କରିବ ପାନ୍‌

ନୂଆଦିଲ୍ଲୀ,୮-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ବଜେଟ ଉପସ୍ଥାପନ କରି ପାନ୍‌ ନ ଥିଲେ ମଧ୍ୟ ଟିକସଦାତା ଆଧାର କାର୍ଡ ଜରିଆରେ ଆୟକର ରିଟର୍ନ...

କ୍ଷତିଗ୍ରସ୍ତଙ୍କୁ ସହାୟତା ଲାଗି ଏଏଆଇ, ସିଆଇଆଇର ନିବେଦନ

କଲିକତା,୧୫-୫: ଫନୀ ଦ୍ୱାରା ପୁରୀ,ଖୋର୍ଦ୍ଧା,କଟକ ସମେତ ରାଜ୍ୟର ୧୪ଟି ଜିଲାର ୧୫୯ ବ୍ଳକ, ୧୮୧୬୮ ଗ୍ରାମ, ୫୨ଟି ସହରାଞ୍ଚଳ ଏବଂ ୧.୬୫ କୋଟି ଜନସାଧାରଣ ପ୍ରଭାବିତ...

ଭୂଷଣ ପାଓ୍ବାରର ପୂର୍ବତନ ସିଏମ୍‌ଡି ଗିରଫ

ନୂଆଦିଲ୍ଲୀ,୨୩-୧୧: ଭୂଷଣ ପାଓ୍ବାର ଏବଂ ଷ୍ଟିଲ ଲିମିଟେଡ(ବିଏସ୍‌ପିଏଲ୍‌)ର ପୂର୍ବତନ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ (ସିଏମ୍‌ଡି) ସଞ୍ଜୟ ସିଂଘଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର ଗିରଫ କରିଛି। ବହୁକୋଟିର...

ମେଟ୍ରୋ କମ୍ପ୍ୟୁଟେକ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୯।୧୧: ବର୍ତ୍ତମାନ ସମୟରେ ସବୁ ବର୍ଗର ଲୋକ ଆଇଟି ଓ ଟୋକ୍ନୋଲୋଜି ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ବିଶେଷକରି ସାଧାରଣ ଲୋକଙ୍କଠାରୁ ଆରମ୍ଭକରି ଉଭୟ...

Advertisement
Archives

Model This Week