Posted inଜାତୀୟ

ଏନ୍‌ସିପି ବିଧାୟକ ନିଖୋଜ

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଭାଜପାରୁ ଦେବେନ୍ଦ୍ର ଫଡନବିସ ଦ୍ୱିତୀୟ ଥର ଲାଗି ଶପଥ ଗ୍ରହଣ କଲେ ସତ। ହେଲେ ଏପର୍ଯ୍ୟନ୍ତ ସଂଖ୍ୟା ଗରିଷ୍ଠତାକୁ ନେଇ ତାଙ୍କ ମନରୁ ଭୟ ଦୂର ହୋଇନାହିଁ। ଏବେ ତା’ର ମୁଖ୍ୟ ସହଯୋଗୀ ଏନ୍‌ସିପି ଉପରେ ସମସ୍ତଙ୍କ ନଜର ଥିବା ବେଳେ ଏନ୍‌ସିପି ନିଜ ଦଳର ସମସ୍ତ ବିଧାୟକଙ୍କ ଉପରେ କଡା ନଜର ରଖିଛି। କାଳେ କୋଉଠି ଘୋଡା ବେପାର ହେବ ତାକୁ ନେଇ ଏନ୍‌ସିପି ଓ କଂଗ୍ରେସ ସତର୍କ ରହିଛନ୍ତି। ଏତେ ସତର୍କତା ପରେ ମଧ୍ୟ ଏନ୍‌ସିପିର ଜଣେ ବିଧାୟକ ନିଖୋଜ ହୋଇଥିବା ଖବର ମିଳିଛି। ଏନେଇ ତାଙ୍କ ପୁଅ ପୋଲିସରେ ଲିଖିତ ଅଭିଯୋଗ ମଧ୍ୟ ଦେଇଥିବା ସୂଚନା ମିଳିଛି। କୁହାଯାଉଛି କି ଶାହପୁରର ଏନ୍‌ସିପି ବିଧାୟକ ଦୌଲତ ଦରୋଡା ସକାଳେ ରାଜଭବନ ପହଞ୍ଚିବା ପରେ ନିଖୋଜ ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ପରାମ୍ପରାରେ ବିବାହ ବନ୍ଧନରେ ବାନ୍ଧି ହେଲେ ଅଷ୍ଟ୍ରେଲିଆ ଦମ୍ପତିି

ଡେରାଡୁନ,୨।୧୦: ବଦ୍ରିନାଥ ଧାମରେ ବୈଦିକ ମନ୍ତ୍ରୋଚ୍ଚାରଣ ସହ ଜଣେ ଅଷ୍ଟ୍ରେଲିଆ ଦମ୍ପତି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଅଷ୍ଟ୍ରେଲିଆର ପର୍ଥ ନିବାସୀ ପାଉଲୋ ଓ କାୟରା...

ବିକ୍ରମ ସହ ଯୋଗାଯୋଗ ବିଚ୍ଛିନ୍ନ

ନୂଆଦିଲ୍ଲୀ,୭ା୯(ପି.ଟି./ଆଇଏଏନ୍‌ଏସ୍‌): ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଶୁକ୍ରବାର ରାତି ୨ଟା ୧୫ମିନିଟ ସୁଦ୍ଧା ଚନ୍ଦ୍ରପୃଷ୍ଠରେ ପାଦ ଥାପିପାରିନାହିଁ। ଜୁଲାଇ ୨୨ରେ ଲଞ୍ଚ...

ମୃତ୍ୟୁବି ଏମାନଙ୍କୁ କରିପାରିଲାନି ଅଲଗା

ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ପାର୍ଥିବ ଶରୀର ଆଉ...

୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଦାବି କଲେ ଫଡନବିସ

ମୁମ୍ବାଇ,୨୯।୧୦: ମହାରାଷ୍ଟ୍ର ରାଜନୀତି ବେଳକୁ ବେଳ ରୋଚକ ହେବାରେ ଲାଗିଛି। ଏବେ ଆଉ ୫୦-୫୦ ଅଙ୍କ ନୁହେଁ ୫ ବର୍ଷ ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ...

୧୦୦ ଲୋକପ୍ରିୟ ସହର ମଧ୍ୟରେ ଭାରତର ୭

ଲଣ୍ଡନ, ୬।୧୨(ଆଇଏଏନ୍‌ଏସ୍‌): ବିଶ୍ୱର ସବୁଠାରୁ ଅଧିକ ଲୋକପ୍ରିୟ ୧୦୦ ସହର ମଧ୍ୟରେ ଭାରତର ୭ ସହର ରହିଛନ୍ତି। ବ୍ରିଟେନ୍‌ର ଗ୍ଲୋବାଲ ମାର୍କେଟ ରିସର୍ଚ୍ଚ କମ୍ପାନୀ ୟୁରୋମନିଟର...

ଦିଲ୍ଲୀ କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧୧।୧୦: ରାଜଧାନୀ ଦିଲ୍ଲୀ ଶାସ୍ତ୍ରୀ ପାର୍କ ଅଞ୍ଚଳରେ ଥିବା କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର ଅପରାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପବନର ତୀବ୍ର ବେଗ ଯୋଗୁ ଏହି...

ପୂର୍ବତନ ପ୍ରତିରକ୍ଷା ସଚିବଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୭।୩ : ବହୁଚର୍ଚ୍ଚିତ ୩,୭୦୦ କୋଟି ଟଙ୍କାର ଅଗୁସ୍ତା ଓ୍ବେଷ୍ଟଲ୍ୟାଣ୍ଡ ଭିଭିଆଇପି ହେଲିକପ୍ଟର କିଣା ଦୁର୍ନୀତିର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତକାରୀ ଟିମ୍‌ (ସିବିଆଇ) ବୁଧବାର...

ମୁଲାୟମ୍‌ଙ୍କୁ ଭେଟି ଭାବୁକ ହେଲେ ଯୋଗୀ

ଲକ୍ଷ୍ନୌ,୧୧।୭: ଉତ୍ତରପ୍ରଦେଶ ରାଜନୀତିରେ ଭାଜପା ଓ ସମାଜବାଦୀ ପାର୍ଟି ପରସ୍ପରର ତୀବ୍ର ବିରୋଧୀ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ନିଷ୍ପତ୍ତି ଉପରେ ଏସ୍‌ପି ମେଣ୍ଟ ଦଳମାନେ...

Advertisement
Archives

Model This Week