Posted inଫୁରସତ

ଏପରି ଗାଁ ଯେଉଁଠି ଅତିଥିଙ୍କୁ ଧୂମପାନ କରିବା ମନା…

କେତେକ ଲୋକ ଧୂମପାନ, ଡ୍ରଗ୍‌ସ, ମଦ, ଗୁଟ୍‌ଖା ଆଦିର ବ୍ୟବହାର କରିଥାନ୍ତି। ବିଶେଷକରି ଯୁବପିଢ଼ି ଏହାଦ୍ୱାରା ଅଧିକ କବଳିତ ହେଉଛନ୍ତି। ମାତ୍ର ରାଜସ୍ଥାନରେ ଏମିତି ଏକ ଗଁା ରହିଛି ଯେଉଁଠି ନିଶା ଦ୍ରବ୍ୟ ସେବନ ପାଇଁ ବାରଣ କରାଯାଇଥାଏ । ଏହି ଛୋଟ ଗଁାର ନାମ ହେଉଛି ଟିକଲା। ଗଁାର ଜନସଂଖ୍ୟା ୧୬ ଶହରୁ ଅଧିକ। ଗାଁରେ ଏପର୍ଯ୍ୟନ୍ତ କେହି କେବେ ନିଶାଦ୍ରବ୍ୟ ଛୁଇଁ ନାହାନ୍ତି ବୋଲି ଲୋକେ କୁହନ୍ତି। ଗାଁର ପିଲାଠାରୁ ବୁଢ଼ାଯାଏ କେହି କୌଣସି ନିଶାଦ୍ରବ୍ୟ ସେବନ କରନ୍ତିି ନାହିଁ। ଗଁାରେ କାହା ଘରକୁ ଅତିଥି ଆସିଲେ ସେମାନେ ମଧ୍ୟ ଧୂମପାନଠାରୁ ଦୂରେଇ ରୁହନ୍ତି। ଗଁାକୁ କେହି ଅଜଣା ଲୋକ ପ୍ରବେଶ କଲେ ମୁଖିଆମାନେ ସେମାନଙ୍କୁ ବିଡି, ସିଗାରେଟ୍‌, ପାନ, ଗୁଟ୍‌ଖା ଆଦି ଖାଉଛ ନା ନାହିଁ ବୋଲି ପ୍ରଶ୍ନ ପଚାରନ୍ତିି । ଯଦି ଲୋକଟି ହଁ କୁହେ ତେବେ ତାକୁ ଗଁାରୁ ତଡ଼ିଦିଆଯାଏ। ଯଦି ନା କୁହେ ତେବେ ତାଙ୍କୁ ଗାଁରେ ପ୍ରବେଶ କରିବାକୁ ଅନୁମତି ମିଳେ। ଗଁାରେ ବାବା ଭଗବାନ ଦାସଙ୍କ ମନ୍ଦିର ଏବଂ ସମାଧି ଥିବାରୁ ଏଠାରେ ନିଶାଦ୍ରବ୍ୟକୁ ବାରଣ କରାଯାଏ। ବାବା ଭଗବାନ ଦାସ ପ୍ରଥମେ ନିଶା ନିବାରଣ ଅଭିଯାନ ଆରମ୍ଭ କରିଥିଲେ ବୋଲି ଗ୍ରାମବାସୀ କୁହନ୍ତି। ଗ୍ରାମବାସୀଙ୍କ ଏପରି ସଂକଳ୍ପ ବର୍ତ୍ତମାନର ସମାଜ ପାଇଁ ଏକ ଉଦାହରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପାଇଁ ହସ୍ପିଟାଲରେ ବାସନ ମାଜିବାକୁ ପଛାଇଲେନି ସ୍ତ୍ରୀ: ଜାଣନ୍ତୁ କାହିଁକି…

ସ୍ତ୍ରୀ, ସ୍ବାମୀଙ୍କ ମଧ୍ୟରେ ଭଲ ପାଇବା ଅତ୍ୟନ୍ତ ନିବିଡ଼। ଏହାକୁ ପ୍ରମାଣକରି ଦେଖାଇଛନ୍ତି ଆମେରିକାର ଫ୍ଲୋରିଡାର ମେରି ଡାନିଏଲ। ସ୍ବାମୀଙ୍କ ପାଇଁ ସେ ବାସନ ମାଜିବାକୁ...

ଜେବ୍ରାକୁ ଏମିତି ଗେଲ କରୁଛି ହାତୀଛୁଆ, ଭିଡିଓ ଦେଖିଲେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

୧୯୯୫ କିଲୋ ଖେଚୁଡି ରାନ୍ଧିି ଗିନିଜ୍‌ ରେକର୍ଡ

ଶିମ୍‌ଲା: ହିମାଚଳ ପ୍ରଦେଶ ମଣ୍ଡି ଜିଲାର ତତ୍ତାପାଣିରେ ମକର ସଂକ୍ରାନ୍ତି ଉତ୍ସବ ବହୁ ଆଡମ୍ବରରେ ପାଳିତ ହୋଇଛି। ଏହି ଅବସରରେ ଏଠାରେ ଏକ ସମୟରେ ଗୋଟିଏ...

ପେଣ୍ଟିଂର ମୂଲ୍ୟ ୧୭୭ କୋଟି

୨୦୦୦ ମସିହାରେ ଜାପାନୀ ପେଣ୍ଟର ୟୋଶିତୋମା ନାରା କରିଥିଲେ ଏକ ପେଣ୍ଟିଂ। ସେତେବେଳେ ତା’ର ମୂଲ୍ୟ କିଛି ନ ଥିଲା। ତେବେ ନିକଟରେ ଏହାକୁ ନିଲାମ...

କରୋନା ପଜିଟିଭ୍ ଚିହ୍ନଟ ପାଇଁ ଭାରତୀୟ ବୈଜ୍ଞାନିକ ତିଆରି କଲେ ପେପର ଷ୍ଟ୍ରିପ୍ କିଟ୍‌: ମାତ୍ର ୫୦୦ ଟଙ୍କାରେ ହେବ ପରୀକ୍ଷା

ନୂଆଦିଲ୍ଲୀ,୫।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି । ସଂକ୍ରମିତଙ୍କୁ ଚିହ୍ନଟ କରିବା ଯାଞ୍ଚ୍ ବ୍ୟବସ୍ଥାରେ ଅଧିକ ଲାଗୁଥିବାରୁ...

ଗ୍ରାମଦେବତା ଭାବେ ପୂଜାପାଏ ବାଦୁଡ଼ି

ପାଟଣା, ୨୭ା୩- ପ୍ରାୟତଃ ଲୋକମାନେ ବାଦୁଡ଼ିକୁ ନିଶାଚର ସହ ତୁଳନା କରିବା ସହିତ ଏହାକୁ ଅଶୁଭ ବୋଲି ମାନିଥାନ୍ତି। କେରଳରେ କିଛି ବର୍ଷ ପୂର୍ବେ ବାଦୁଡ଼ିରୁ...

ସୁନ୍ଦରୀ ହେବାକୁ ବାହାନା

ସୁନ୍ଦରୀ ଦିଶିବା ସବୁ ନାରୀର ଇଚ୍ଛା। ସେମିତି ବି ଇଚ୍ଛା ରଖିଥିଲେ ଜାମୀ ଲାଇନ୍‌ ଟୋଲେର ନାମ୍ନୀ ଜନୈକା ମହିଳା। ସେ ଦେଖିବାକୁ ସେମିତି ସୁନ୍ଦରୀ...

ଗଙ୍ଗାପାଣି ପିଇଲେ କାହିଁକି ହୁଏ ରୋଗନାଶ…

ନୂଆଦିଲ୍ଲୀ, ୧୪।୭: ଗଙ୍ଗାନଦୀ ଜଳରେ ରୋଗ ନାଶକାରୀ ଏକ ପ୍ରକାର ଭୂତାଣୁ ରହିଛନ୍ତି। ଏହି ଭୂତାଣୁ ଦ୍ୱାରା ଗଙ୍ଗାନଦୀ ଜଳର ଔଷଧୀୟ ଗୁଣ ବଜାୟ ରହିଥିବା...

Advertisement
Archives

Model This Week