ଏପରି ଦେଶ ଯେଉଁଠି ଅପରାଧୀଙ୍କ ମୂର୍ତ୍ତି କରାଯାଏ ପୂଜା…

ଲୋକେ ଭଗବାନଙ୍କ ମୂର୍ତ୍ତିିକୁ ପୂଜା କରିଥାନ୍ତି। ତେବେ ଲାଟିନ୍‌ ଆମେରିକାର ଭେନଜୁଏଲାରେ ମୃତ୍ୟୁ ଘଟିଥିବା ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମୂର୍ତ୍ତି ପୂଜା କରିବା ପରମ୍ପରା ରହିଛି। ସ୍ପେନ୍‌ର ଭାଷାରେ ଏଭଳି ଅପରାଧୀଙ୍କ ପୂଜାକୁ ସେଣ୍ଟୋସ୍‌ ମେଲେଂଡ୍ରୋସ୍‌ କୁହାଯାଇଥାଏ। ଅପରାଧୀଙ୍କ ମୂର୍ତ୍ତିକୁ ଗୋଟିଏ ସ୍ଥାନରେ ରଖି ପୂଜା କରାଯାଇଥାଏ। ଏଭଳି ପୂଜା ସମ୍ପର୍କରେ ଜାଣିବା ପାଇଁ ତଥା ଅପରାଧୀଙ୍କ ମୂର୍ତ୍ତିି ଦେଖିବା ଲାଗି ଏଠାକୁ ଦେଶ ବିଦେଶରୁ ବହୁ ପର୍ଯ୍ୟଟକ ଆସିଥାନ୍ତି। କେତେକ ଏଭଳି ଅପରାଧୀଙ୍କ କାର୍ଯ୍ୟକୁ ରବୀନ୍‌ହୁଡ୍‌ଙ୍କ ସହିତ ତୁଳନା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୃଥିବୀରେ ସବୁଠାରୁ ଭଲ ଦେଶ ରୁଷିଆ: ପୁଟିନ…

ମସ୍କୋ,୧୨।୨ : ରୁଷିଆକୁ ଭଲ ଦେଶ ବୋଲି କହି ନ ଥିବାରୁ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କ୍ରେମଲିନ ଅଧିକାରୀଙ୍କୁ ତାଗିଦ କରିଛନ୍ତି। ଏହି ଘଟଣାର ଏକ...

ଆଫଗାନ୍‌ ସଂଘର୍ଷରେ ୯୦ ନିହତ

କାବୁଲ, ୬।୩(ଆଇଏଏନ୍‌ଏସ୍‌): ଆଫଗାନିସ୍ତାନରେ ଗତ ୨୪ ଘଣ୍ଟା ମଧ୍ୟରେ ସଂଘର୍ଷ ଓ ଆତଙ୍କବାଦୀ ଆକ୍ରମଣରେ ୯୦ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୮ ସାଧାରଣ...

ମଝି ଆକାଶରେ ଦୁଇ ବିମାନ ହେଲେ ନିକଟତର, ଭାଙ୍ଗିଲା ଝରକା

ଲଣ୍ଡନ,୩୦ା୧୨: ଆକାଶରେ ପ୍ରାୟ ୩୫୦୦୦ ଫୁଟ ଉଚ୍ଚରେ ଉଡୁଥିବା ଏକ ବିମାନ ସହ ଆଉ ଏକ ବିମାନ ଅତି ନକଟତର ହୋଇଯାଇଥିଲା। ଫଳରେ ୨୦୦ ଯାତ୍ରୀ...

ଚାଇନାରୁ ଇଟାଲୀ ଯାଉଥିବା ଅଧା ଯାତ୍ରୀ କରୋନା ପଜିଟିଭ୍‌…

ବେଜିଂ,୨୯।୧୨ : ଚାଇନାରୁ ଇଟାଲୀ ଯାଉଥିବା ବିମାନର ଅଧା ଯାତ୍ରୀ କରୋନା ସଂକ୍ରମିତ ହୋଇଥିବା ଜଣାପଡିବା ପରେ ସେଠାରେ ଉତ୍ତେଜନା ଦେଖାଦେଇଛି। ଏହି କାରଣରୁ ଚାଇନାଠାରୁ...

ଟ୍ରମ୍ପ୍‌ଙ୍କ ବିରୋଧରେ ଅଭିଯୋଗକୁ ମଞ୍ଜୁରୀ

ଓ୍ବାଶିଂଟନ,୧୪ା୧୨(ଏଏଫ୍‌ପି): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ଆଣିବା ସପକ୍ଷରେ ଗୃହ ନ୍ୟାୟିକ କମିଟି ଭୋଟ ଦେଇଛି। ଫଳରେ ଆସନ୍ତା ସପ୍ତାହ ଶେଷରେ ମହାଭିଯୋଗର...

କ୍ଷମା ତାଲିକାରେ ରହିପାରନ୍ତି ଟ୍ରମ୍ପ୍‌

ଓ୍ବାଶିଂଟନ, ୯।୧(ପି.ଟି.):ଆମେରିକାର ଗଣତନ୍ତ୍ର ଇତିହାସରେ ବୁଧବାର ରାତିରେ ଏକ କଳଙ୍କିତ ଅଧ୍ୟାୟ ସୃଷ୍ଟି ହୋଇଥିଲା। ନିର୍ବାଚନ ହାରିବା ସତ୍ତ୍ୱେ କ୍ଷମତା ମୋହ ଛାଡ଼ିପାରି ନ ଥିବା...

ଝିଅ ବାହାଘରରେ ୪୮୫ କୋଟି ଟଙ୍କା ଖର୍ଚ୍ଚ କରିଥିଲେ, ଏବେ ଚଳିବାକୁ ଟଙ୍କା ନାହିଁ

ଲଣ୍ଡନ,୨୩।୧୦:ପ୍ରସିଦ୍ଧ ଇସ୍ପାତ ବ୍ୟବସାୟୀ ଲକ୍ଷ୍ମୀ ମିତ୍ତଲଙ୍କ ସାନଭାଇ ପ୍ରମୋଦ ମିତ୍ତଲ ତାଙ୍କ ଝିଅର ବିବାହରେ ପ୍ରାୟ ୪୮୫ କୋଟି ଟଙ୍କା ଖର୍ଚ୍ଚ କରିଥିଲେ। କିନ୍ତୁ ଏବେ...

କ୍ଷମତା ହସ୍ତାନ୍ତର ଲାଗି କାର୍ଯ୍ୟ କରିବାକୁ ଟ୍ରମ୍ପ୍‌ଙ୍କ ଉପରେ ଚାପ

ଓ୍ବିଲମିଙ୍ଗଟନ୍‌, ୧୦।୧୧: ଆଗାମୀ ଜାନୁୟାରୀରେ ନୂଆ ପ୍ରଶାସନକୁ ସୁରୁଖୁରୁରେ କ୍ଷମତା ହସ୍ତାନ୍ତର ଲାଗି ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଟିମ୍‌ ସହ ଏକାଠି କାର୍ଯ୍ୟ କରିବା...

Advertisement
Archives

Model This Week