ଏପରି ପଥର ଯାହା କ୍ଷୀରକୁ କରେ ଦହି…

ରାଜସ୍ଥାନ ଜୈସଲମେର ଠାରୁ ୫୦ କିଲୋମିଟର ଦୂର ହାବୁର ଗାଁରେ ଏକ ପ୍ରକାର ପଥର ମିଳିଥାଏ। ପଥରକୁ କ୍ଷୀରରେ ପକାଇଲେ କିଛି ସମୟ ମଧ୍ୟରେ ଏହା ଦହିରେ ପରିଣତ ହୋଇଯାଏ। ଗାଁ ଲୋକେ ଦହି ପ୍ରସ୍ତୁତି ପାଇଁ ଏହି ପଥରର ବ୍ୟବହାର କରିଥାନ୍ତି। ଏହି ପଥରକୁ ସ୍ଥାନୀୟ ଭାଷାରେ ‘ହାବୁରିଆ ଭାଟା’ ବୋଲି କୁହାଯାଇଥାଏ। ତେବେ ବିଜ୍ଞାନ ଅନୁସାରେ ଏହି ପଥରରେ ଆମିନୋ ଏସିଡ୍‌, ଫିନାଏଲ ଏଲନିୟା, ରିଫ୍ଟାମେନ୍‌ ଟାୟୋରସିନ୍‌ ଆଦି ରାସାୟନିକ ପଦାର୍ଥ ରହିଥାଏ। ଯାହାକି କ୍ଷୀରକୁ ଦହିରେ ପରିଣତ କରେ। ତେଣୁ ଏହି ପଥରରେ ନିର୍ମିତ ପାତ୍ରରେ କ୍ଷୀର କିଛି ସମୟ ରଖିଲେ ତାହା ଦହି ପାଲଟି ଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ୧୧ପ୍ରତିଶତ ବଢ଼ିଛି ସାଇବର ଅପରାଧ: ରିପୋର୍ଟ

ନୂଆଦିଲ୍ଲୀ,୧୧।୨: ଦେଶରେ ସାଇବର ଅପରାଧ ଦିନକୁ ଦିନ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏନ୍‌ସିଆରବି ରିପୋର୍ଟ ଅନୁଯାୟୀ, ୨୦୨୦ରେ ସାଇବର ଅପରାଧ ୧୧ପ୍ରତିଶତ ବୃଦ୍ଧି...

ଶ୍ରୀଲଙ୍କା ବିସ୍ଫୋରଣରେ ନିଖୋଜ ଅଛନ୍ତି ୭ ଜେଡି(ଏସ୍‌) କର୍ମୀ

ବେଙ୍ଗାଲୁର,୨୨।୪: ଶ୍ରୀଲଙ୍କାରେ ରବିବାର ହୋଇଥିବା ବିସ୍ଫୋରଣରେ ୫ ଭାରତୀୟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଏହିି ଘଟଣାରେ କର୍ନାଟକର ୨ ଜନତା ଦଳ ସେକ୍ୟୁଲାର...

ଏକ ଭାରତ-ଶ୍ରେଷ୍ଠ ଭାରତ ଭାବନା ଉଦ୍‌ଜୀବିତ ହେଉ: ଶାହ

ନୂଆଦିଲ୍ଲୀ,୯।୧୧: ଭାରତବାସୀଙ୍କ ମଧ୍ୟରେ ସବୁବେଳେ ଏକତାର ଦୃଷ୍ଟାନ୍ତ ଦେଖିବାକୁ ମିଳେ। ଏବେ ଜାତୀୟ ସଂହତି କ୍ଷେତ୍ରରେ ଏହା ଏକ ଭାରତ-ଶ୍ରେଷ୍ଠ ଭାରତ ଭାବନାକୁ ଉଦ୍‌ଜୀବିତ କରୁ...

ନଭେମ୍ବର ୨ରୁ ସିଟ୍‌ ବେଲ୍ଟ ପିନ୍ଧିବା ବାଧ୍ୟତାମୂଳକ

ମୁମ୍ବାଇ,୧୪।୧୦: ଚାରିଚକିଆ ଗାଡିରେ ବସୁଥିଲେ ସିଟ୍‌ ବେଲ୍ଟ ପିନ୍ଧିବା ବାଧ୍ୟତାମୂଳକ। ନଭେମ୍ବର ୨ ତାରିଖରୁ ଏହି ନିୟମକୁ କଡାକଡି ପାଳନ କରିବାକୁ ମୁମ୍ବାଇ ପୋଲିସ ଶୁକ୍ରବାର...

‘ମୋ ମା’ଙ୍କ ମୃତୁ୍ୟର ସିବିଆଇ ଯାଞ୍ଚ କରାଯାଉ’ ମୋଦିଙ୍କୁ ଚିଠି ଲେଖିଲେ ସୋନାଲିଙ୍କ ଝିଅ

ଚଣ୍ଡିଗଡ଼,୬ ।୯: ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ଟିକଟକ ଷ୍ଟାର ସୋନାଲି ଫୋଗାଟଙ୍କ ମୃତୁ୍ୟ ମାମଲା ଏବେବି ରହସ୍ୟ ଘେରରେ । ଏହି ଘଟଣାକୁ...

ପିଲାଙ୍କ ସହ ମା’ଙ୍କର ମଜାଳିଆ ଭିଡିଓ, ଏହାକୁ ଦେଖିସାରିଲେଣି ୫ କୋଟିରୁ ଅଧିକ ଲୋକ

ସୋସିଆଲ ମିଡିଆରେ ବେଳେବେଳେ ଅନେକ ମଜାଳିଆ ଭିଡିଓ ଭାଇରାଲ ହୋଇଥାଏ। ଯାହାକୁ ଲୋକେ ବାରମ୍ବାର ଦେଖିବାକୁ ଇଚ୍ଛା ପ୍ରକାଶ କରିଥାନ୍ତି। ଏବେ ସେମିତି ଏକ ଭିଡିଓ...

୩ ମାସ ପରେ ଜମ୍ମୁ-କଶ୍ମୀରରେ ଆରମ୍ଭ ହେଲା ରେଳ ସେବା

ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରରେ ୩ ମାସ ପରେ ରେଳ ସେବା ସୋମବାରଠାରୁ ଆରମ୍ଭ ହୋଇଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏଠାରେ ଅଗଷ୍ଟ ୫ଠାରୁ ଉତ୍ତର କଶ୍ମୀରର...

ଗୋଟିଏ ଡୋଜ୍‌, କରୋନା ଛୁ’: ସ୍ପୁଟ୍‌ନିକ୍‌ ଲାଇଟ ଟିକାକୁ ମିଳିଲା ସବୁଜ ସଙ୍କେତ

ନୂଆଦିଲ୍ଲୀ,୬।୨:ସମଗ୍ର ବିଶ୍ୱରେ ମହାମାରୀ କରୋନା ଆତଙ୍କ ସୃଷ୍ଟି କରିଛି। କରୋନା ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଲୋକ ପ୍ରାଣ ହରାଇଛନ୍ତି। କରୋନା ବିରୋଧ ଲଢେଇରେ କେବଳ...

Advertisement
Archives

Model This Week