Advertisement

ଏପରି ମନ୍ଦିର ଯେଉଁଠି ମାଙ୍କଡ଼ଙ୍କ ପାଖରେ ହୁଏ ଭୋଗ ଲାଗି…

ଉତ୍ତରପ୍ରଦେଶ ସୀତାପୁର ଜିଲା ଠାରୁ ୭୦ କିଲୋମିଟର ଦୂରରେ ଥିବା ଅଟବା କୁରସଠ ଗାଁରେ ଏକ ମନ୍ଦିର ରହିଛି। ଏହି ମନ୍ଦିରରେ ମାଙ୍କଡ଼ଙ୍କ ପାଖରେ ଭୋଗ ଲାଗି ହୋଇଥାଏ। ଏଠାରେ ମାଙ୍କଡ଼ଙ୍କୁ ମଦ ପିଇବାକୁ ଦିଆଯିବା ପରମ୍ପରା ରହିଛି। ମନ୍ଦିରରେ କୌଣସି ପୂଜାରୀ ନ ଥାନ୍ତି। ମନ୍ଦିରରେ କବାଟ ଝରକା ମଧ୍ୟ ନାହିଁ। ଏଠାକୁ ଆସୁଥିବା ଶ୍ରଦ୍ଧାଳୁ ଭଗବାନଙ୍କୁ ପ୍ରସନ୍ନ କରିବା ପାଇଁ ମନ୍ଦିରରେ ମଦ ଭୋଗ ଲାଗି କରିଥାନ୍ତି। ପରେ ଏହାକୁ ମାଙ୍କଡ଼ଙ୍କୁ ପିଇବାକୁ ଦେଇଥାନ୍ତି। ଏହାଦ୍ୱାରା ମନୋସ୍କାମନା ପୂରଣ ହୋଇଥାଏ ବୋଲିସ୍ଥାନୀୟ ଲୋକଙ୍କ ବିଶ୍ୱାସ ରହିଛି । ଏଠାରେ ମଦ ଓ ଲିଆ ଭୋଗ ଲାଗି କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢ଼ାଉଛି ଦିଲ୍ଲୀ: ଗତ ୨୪ଘଣ୍ଟାରେ ୧୬ଶହରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୬।୫: ରାଜଧାନୀ ଦିଲ୍ଲୀରେ ଏବେ କରୋନା ପ୍ରକୋପ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛି ଦିନରୁ କରୋନା ସଂକ୍ରମଣ ସଖ୍ୟା ହଜାରେରୁ ଅଧିକ...

କଂଗ୍ରେସର ନିର୍ବାଚନୀ ଇସ୍ତାହାର, ବଦଳିବ ନରେନ୍ଦ୍ର ମୋଦି ଷ୍ଟାଡିୟମ ନାମ…

ଅହମଦାବାଦ,୧୨।୧୧ : ଯଦି ଗୁଜରାଟରେ କ୍ଷମତାକୁ ଆସେ ତେବେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମର ନାମ ସର୍ଦ୍ଦାର ପଟେଲ ଷ୍ଟାଡିୟମ ଭାବେ ପରିବର୍ତ୍ତନ କରିବାକୁ କଂଗ୍ରେସ...

ଅଟଳ ଜୀଙ୍କ ପ୍ରଥମ ପୁଣ୍ୟତିଥିରେ ଜାଣନ୍ତୁ କିଛି ଅଜଣା କଥା

ନୂଆଦିଲ୍ଲୀ, ୧୬।୮:୧୯୨୪ ମସିହା ଡିସେମ୍ବର ୨୫ତାରିଖରେ ଅଟଳ ବିହାରୀ ବାଜପେୟୀଙ୍କ ଗୋଆଲିଅର ଜନ୍ମ ହୋଇଥିଲା। ମା’ଙ୍କ ନାମ କ୍ରିଷ୍ଣା ଦେବୀ ଓ ବାପାଙ୍କ ନାମ କ୍ରିଷ୍ଣବିହାରୀ...

ଗୋପାଳ କାଣ୍ଡାଙ୍କ ସମର୍ଥନକୁ ନେଇ ଭାଜପାରେ ମତଭେଦ

ଭୋପାଳ,୨୫।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ମହୁମତ ନ ମିଳିବା ଓ ସ୍ବାଧୀନ ପ୍ରାର୍ଥୀଙ୍କୁ ନେଇ ଭାଜପା ସରକାର ଗଠନ କରିବା କଥା...

ପ୍ରମାଣ ନଷ୍ଟ ପାଇଁ ୧୪୦ ଫୋନ୍‌ ବଦଳାଇଛନ୍ତି ଅଭିଯୁକ୍ତ

ନୂଆଦିଲ୍ଲୀ,୧୨ା୧୧: ଦିଲ୍ଲୀ ଅବକାରୀ ନୀତି କାର୍ଯ୍ୟକାରୀ ହେବା ପୂର୍ବରୁ ଏହା କେତେକ ମଦ କମ୍ପାନୀ ନିକଟରେ ପହଞ୍ଚତ୍ଥିଲା। ମଦ ଲାଇସେନ୍ସ ପ୍ରଦାନରେ ହୋଇଥିବା ଲାଞ୍ଚ କାରବାରର...

ଶିବାଜୀଙ୍କୁ ନେଇ ରାଜନୈତିକ ବିବାଦ, ଶିନ୍ଦେ କଲେ ଲୋକାର୍ପଣ-ଏନସିପି କ୍ଷୀରରେ କଲା ଶୁଦ୍ଧିକରଣ…

ମୁମ୍ବାଇ, ୧୭।୯ : ମହାରାଷ୍ଟ୍ରରେ ଶିବାଜୀଙ୍କୁ ନେଇ ରାଜନୈତିକ ବିବାଦ ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଔରଙ୍ଗାବାଦରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିର ଲୋକାର୍ପଣ...

ଭବିଷ୍ୟତ ପ୍ରଧାନମନ୍ତ୍ରୀଙ୍କ ନାଁ କହିଲେ ମିଳିବ ବମ୍ପର ରିହାତି

ନୂଆଦିଲ୍ଲୀ,୨୧।୫: ଆସନ୍ତା ୨୩ ତାରିଖରେ ଲୋକ ସଭା ନିର୍ବାଚନର ଫଳାଫଳ ଘୋଷଣା ହେବାକୁ ଥିବା ବେଳେ ଏବେ ସମସ୍ତଙ୍କ ନଜର ଏକ୍‌ଜିଟ୍‌ ପୋଲ୍‌ ଉପରେ। ଏହି...

ବିଗ୍‌ ବି, ଟ୍ରମ୍ପ୍‌ଙ୍କ ନାଁରେ ଫେକ୍‌ ଇ-ପାସ୍‌

ହିମାଚଳ ପ୍ରଦେଶରେ କରୋନା କଟକଣା ଜାରି ହୋଇଥିବାବେଳେ ଜରୁରୀ ସେବାରେ ନିୟୋଜିତ ଲୋକଙ୍କ ପାଇଁ ଇ-ପାସ୍‌ ବାଧ୍ୟତାମୂଳକ କରାଯାଇଛି। ସ୍ଥାନୀୟ ପୋଲିସ ଆମେରିକାର ପୂର୍ବତନ ରାଷ୍ଟ୍ରପତି...

Advertisement
Archives

Model This Week