Posted inଜାତୀୟ

ଏପ୍ରିଲ୍‌ରେ ୫୧ରୁ ଅଧିକ ରାଜ୍ୟ ସଭା ଏମ୍‌ପିଙ୍କ କାର୍ଯ୍ୟକାଳ ଶେଷ

ନୂଆଦିଲ୍ଲୀ,୬।୨: ଆସନ୍ତା ୨୦୨୦ ଏପ୍ରିଲ୍‌ରେ ରାଜ୍ୟ ସଭାରେ ୫୧ରୁ ଅଧିକ ଏମ୍‌ପିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ସେମାନଙ୍କ ମଧ୍ୟରେ ରାଜ୍ୟ ସଭା ଉପାଧ୍ୟକ୍ଷ ସାଭା ହରିବଂଶ, ଏନ୍‌ସିପି ନେତା ଶରଦ ପାଓ୍ବାର ଏବଂ କେନ୍ଦ୍ରୀୟ ସାମାଜିକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ରାମଦାସ ଅଥାଓ୍ବଲେ ରହିଛନ୍ତି। ମହାରାଷ୍ଟ୍ରର ୭ ଏବଂ ତାମିଲନାଡୁର ୬ ଜଣ ଏମ୍‌ପି ଅବସର ନେବେ। ସେହିପରି ବିହାର ଏବଂ ପଶ୍ଚିମବଙ୍ଗର ୫ରୁ ଅଧିକ ଏମ୍‌ପିଙ୍କ କାର୍ଯ୍ୟକାଳ ଶେଷ ସମାପ୍ତ ହେଉଛି। ଅପରପକ୍ଷରେ ଗୁଜରାଟ ଏବଂ ଆନ୍ଧ୍ରପ୍ରଦେଶର ୪ ଲେଖାଏଁ ଏମ୍‌ପି, ରାଜସ୍ତାନ, ମଧ୍ୟପ୍ରଦେଶ ଏବଂ ଓଡ଼ିଶାର ୩ ଜଣ ଲେଖାଏଁ ଏମ୍‌ପି ଅବସର ନେବେ। ସେହିପରି ତେଲେଙ୍ଗାନାର ୨, ଝାଡ଼ଖଣ୍ଡର ୨ ଏବଂ ଛତିଶଗଡ଼ର ୨ ଜଣ ଏମ୍‌ପିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ହିମାଚଳପ୍ରଦେଶ, ହରିୟାଣା, ଆସାମ, ମେଘାଳୟ ଏବଂ ମଣିପୁରର ଜଣେ ଲେଖାଏଁ ଏମ୍‌ପିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ମୋଟ ୬୯ ଜଣଙ୍କ କାର୍ଯ୍ୟକାଳ ଶେଷ ହେଉଥିବାବେଳେ ୫୧ ଜଣ ପୁଣି ନିର୍ବାଚିତ ହେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ବସି ଭିଡିଓ କରୁଥିଲା ପରିବାର: ଅଚାନକ୍‌ ଆସିଲା ଢ଼େଉ…

ଗାନ୍ଧୀନଗର,୧୫।୬: ସମୁଦ୍ର କୂଳରେ ଥିବା ଏକ ମନ୍ଦିର ନିକଟରେ ଗୋଟିଏ ପରିବାର ବସି ମଜାମସ୍ତି କରୁଥିଲେ। ସେହି ସମୟରେ ହଠାତ୍‌ ଏକ ଉଚ୍ଚ ଢ଼େଉ ଆସି...

ନିଃଶ୍ୱାସ ଦେଇ ନବଜାତକଙ୍କ ଜୀବନ ବଞ୍ଚାଇଲେ ଡାକ୍ତର

ଆଗ୍ରା,୧୪।୩: ଦୁନିଆରେ ଡାକ୍ତରଙ୍କୁ ଭଗବାନଙ୍କ ଦ୍ୱିତୀୟ ରୂପ ଭାବରେ ବିବେଚନା କରାଯାଏ। ଡାକ୍ତରମାନେ ରୋଗୀଙ୍କୁ ନୂତନ ଜୀବନ ପ୍ରଦାନ କରନ୍ତି। ଏହାର ଜ୍ୱଳନ୍ତ ଉଦାହରଣ ନିକଟରେ...

ବସ୍‌ରେ ମହିଳାଙ୍କୁ ବଳାତ୍କାର କଲେ ଡ୍ରାଇଭର

ହାଇଦ୍ରାବାଦ,୧।୩: ହାଇଦ୍ରାବାଦରେ ଏକ ଘରୋଇ ବସ୍‌ରେ ଜଣେ ମହିଳା ଯାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ଡ୍ରାଇଭରଙ୍କ ବିରୋଧରେ ଏକ ମାମଲା ରୁଜୁ...

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ ଓମାର ଅବଦୁଲ୍ଲା

ଶ୍ରୀନଗର,୨୭।୧: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସିଂ (ଏନ୍‌ସି ) ନେତା ଓମାର ଅବଦୁଲ୍ଲା ସାମିଲ ହୋଇଛନ୍ତି। ...

ଆମ୍ବୁଲାନ୍ସ ବନ୍ଦ କଲା ଭାଜପା ପ୍ରଦେଶ ଅଧ୍ୟକ୍ଷଙ୍କ ରାଲି

କୋଲକାତା,୮।୧: ପଶ୍ଚିମବଙ୍ଗର ଭାଜପା ପ୍ରଦେଶ ଅଧ୍ୟକ୍ଷଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ବରୋଧୀ ଏବେ ତାଙ୍କୁ ଟାର୍ଗେଟ କରିଛନ୍ତି।...

ୟୁପିରୁ ୧୧, ଛତିଶଗଡ଼ରୁ ୨ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ

ଲକ୍ଷ୍ନୌ/ରାୟପୁର,୪।୬: ଉତ୍ତରପ୍ରଦେଶରୁ ରାଜ୍ୟ ସଭାକୁ ୧୧ ଜଣ ଏବଂ ଛତିଶଗଡ଼ରୁ ୨ ଜଣ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଉତ୍ତରପ୍ରଦେଶରୁ ନିର୍ବାଚିତ ହୋଇଥିବା ୮ ଭାଜପା ପ୍ରାର୍ଥୀ...

ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ, ପୁଲଓ୍ବାମା ଆକ୍ରମଣରେ କିଏ ଲାଭବାନ ହୋଇଛି

ନୂଆଦିଲ୍ଲୀ,୧୪।୨: ପୁଲଓ୍ବାମା ଆକ୍ରମଣର ବର୍ଷପୂର୍ତ୍ତୀ ଅବସରରେ ଶହୀଦ ଯବାନଙ୍କୁ ସାରା ଦେଶ ମନେ ପକାଉଛି। ଏହି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଏକ...

ମୋହନ ଭାଗଓ୍ବତ-ଇଲିଆସି ସାକ୍ଷାତ: ଆରଏସଏସ ମୁସଲମାନଙ୍କ ନିକଟତର ହେଉଥିବା ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ, ୨୨।୯ : ଆରଏସଏସ ମୁଖ୍ୟ ମୋହନ ଭାଗଓ୍ବତ ଗୁରୁବାର ଦିଲ୍ଲୀରେ ଅଲ ଇଣ୍ଡିଆ ଇମାମ ସଂଗଠନର ମୁଖ୍ୟ ଇମାମ ଡ. ଇମାମ ଉମର ଅହମ୍ମଦ...

Advertisement
Archives

Model This Week