ଏପ୍ରିଲ ପହିଲାରୁ ହାଉସ୍‌ ଲିଷ୍ଟିଂ

ଭୁବନେଶ୍ୱର,୬ା୨(ବ୍ୟୁରୋ): ୨୦୨୧ ଜନଗଣନା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କେନ୍ଦ୍ରର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏବଂ ରାଜ୍ୟର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମିଳିତ ସହଯୋଗରେ ଏହି ପ୍ରକ୍ରିୟା ସମ୍ପାଦନ କରାଯିବ। ଏହି କ୍ରମରେ ଆସନ୍ତା ଏପ୍ରିଲ ପହିଲାରୁ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ହାଉସ ଲିଷ୍ଟିଂ(ତାଲିକାକରଣ) କରାଯିବ। ଗତ ଜାନୁୟାରୀ ୭ରେ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଜନଗଣନା ଅଧିକାରୀ ୩୧ଟି ତଥ୍ୟ ସମ୍ପର୍କରେ ପଚାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ବାହାରେ ନୁହେଁ, ଘରେ ବି ରଖନ୍ତୁ ସାମାଜିକ ଦୂରତ୍ୱ: ଉନ୍ନୟନ କମିଶନର

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣରେ ରହିଛି। ଏବେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବା...

୬ ମାସ ବଢ଼ିଲା କରୋନା ଯୋଦ୍ଧାଙ୍କ ବୀମା

ଭୁବନେଶ୍ୱର,୨୮।୪(ବ୍ୟୁରୋ): ପୁଣିଥରେ ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି କରୋନା ଯୋଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ବୀମାର ଅବଧିକୁ ଆଉ...

ଦୀର୍ଘବର୍ଷ ହେଲା ହୋଇନି ବାବୁମାନଙ୍କ ବଦଳି

ଅନୁଗୋଳ ଅଫିସ, ୧୧।୬ ଗୋଟିଏ ଚୌକିରେ ସରକାରଙ୍କ କୌଣସି କର୍ମଚାରୀ ଅଧିକ ବର୍ଷ ରହିପାରିବେ ନାହିଁ। ଏହା ହେଲେ ସ୍ବଚ୍ଛତାରେ ବାଧା ଉପୁଜିବ। ତେଣୁ ଦୀର୍ଘବର୍ଷ...

ଜିଲାପାଳ, ଓବିସିସି, ଟାଟା ବିରୋଧରେ ମାମଲା ରୁଜୁ କର

ପୁରୀ ଅଫିସ,୧୨।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ଚାଲିଥିବା ବେଆଇନ ନିର୍ମାଣ ଓ ଖନନ କାର୍ଯ୍ୟ ବିରୋଧରେ ହୋଇଥିବା ମାମଲାର ଶୁଣାଣି କରି ପୁରୀ ଜିଲାପାଳ,...

୨୦୨୦ରେ ଦ୍ୱିଗୁଣା ହେବେ ପ୍ରୋଷ୍ଟେଟ୍ କ୍ୟାନ୍ସର ରୋଗୀ

ଭୁବନେଶ୍ୱର, ୭ା୧୧(ବ୍ୟୁରୋ) ଭାରତରେ ପ୍ରୋଷ୍ଟେଟ୍‌ କ୍ୟାନ୍‌ସର ଦିନକୁ ଦିନ ଭୟଙ୍କର ରୂପ ନେଉଛି। ଗବେଷଣା ଅନୁସାରେ ୨୦୧୦ ଓ ୨୦୧୫ରେ ଭାରତରେ ପ୍ରୋଷ୍ଟେଟ୍‌ କ୍ୟାନ୍‌ସରରେ ପୀଡ଼ିତ ରୋଗୀଙ୍କ...

ବାର୍‌ରେ ୩୫ ହଜାର ବିଲ୍‌କୁ ନେଇ ସାଙ୍ଗଙ୍କ ସହ ମନିଷଙ୍କ ହୋଇଥିଲା ବଚସା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନିଷ ଅନୁରାଗଙ୍କ ମୃତ୍ୟୁ ଦିନକୁ ଦିନ ରହସ୍ୟ ଘେରକୁ ଚାଲି ଯାଉଛି। ତଦନ୍ତରେ ନୂଆ ନୂଆ ତଥ୍ୟ...

CORONAVIRUS UPDATE: ରାଜ୍ୟରେ ପୁଣି ୧୬୭ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ରେ ପହଞ୍ଚିଲା

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ରେ ପହଞ୍ଚିଛି।...

କର୍ଫ୍ୟୁ ଭିତରେ ନୂଆବର୍ଷକୁ ସ୍ୱାଗତ

ଭୁବନେଶ୍ୱର,୧।୧(ବ୍ୟୁରୋ):ନା ଥିଲା ଚିକ୍‌ମିକ୍‌ ଲାଇଟ୍‌ ନା ଶୁଭୁଥିଲା କୋଳାହାଳ। ମଧ୍ୟରାତିର ସବୁ ଉତ୍କଣ୍ଠା, ଉତ୍ସାହରେ ରୋକ ଲଗାଇଥିଲା କରୋନା କଟକଣା। ରଙ୍ଗହୀନ ହୋଇଯାଇଥିଲା ଜିରୋନାଇଟ୍‌। କଟକ...

Advertisement
Archives

Model This Week