ଏପ୍ରିଲ ୨ରେ ପରଦାକୁ ଆସିବ ଇର୍‌ଫାନ୍‌ଙ୍କ ‘ଅପ୍‌ନୋ ସେ ବେବଫାଇ’

ଭେଟେରାନ ଅଭିନେତା ତଥା ଅନ୍ତର୍ଜାତୀୟ ତାରକା ଇରଫାନ୍‌ ଖାନ୍‌ ଲମ୍ବା ବ୍ୟବଧାନ ପରେ ପୁଣିଥରେ ଫିଲ୍ମ ‘ଇଂଗ୍ରେଜି ମିଡିୟମ୍‌’ ମାଧ୍ୟମରେ ବଡ଼ ପରଦାକୁ ଫେରୁଛନ୍ତି। ଏହି ଫିଲ୍ମକୁ ଦେଖିବା ପାଇଁ ତାଙ୍କ ପ୍ରଶଂସକମାନେ ଚାହିଁ ବସିଛନ୍ତି। ଇତି ମଧ୍ୟରେ ଇର୍‌ଫାନ୍‌ଙ୍କ ଆଉ ଏକ ଫିଲ୍ମ ରିଲିଜ୍‌ ହେବ ବୋଲି ଶୁଣିବାକୁ ମିଳୁଛି। ଉକ୍ତ ଫିଲ୍ମଟି ହେଲା ‘ଅପନୋ ସେ ବେବଫାଇ’। ଏହା ଏପ୍ରିଲ ୨ ରେ ରିଲିଜ୍‌ ହେବ। ଫିଲ୍ମର ନିର୍ଦ୍ଦେଶକ ପ୍ରକାଶ ଭାଲେକର ଏହା ସ୍ପଷ୍ଟ କରିଛନ୍ତି। ଇର୍‌ଫାନ୍‌ଙ୍କ ଦେହ ଖରାପ ହେବା ପୂର୍ବରୁ ଅର୍ଥାତ୍‌ ୨ ବର୍ଷ ପୂର୍ବରୁ ଫିଲ୍ମର ଶୁଟିଂ ଶେଷ ହୋଇଥିଲା। ମାତ୍ର ଅର୍ଥ ଅଭାବରୁ ଏହା ରିଲିଜ୍‌ ହୋଇପାରି ନ ଥିବା ନିର୍ଦ୍ଦେଶକ ପ୍ରକାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରଗ୍ସ ନିଶାରେ ୨ ଦିନ ପରେ ଉଠିଥିଲେ ଏହି ଅଭିନେତା, ତା’ପରେ ଘଟିଥିଲା ଏମିତିି

ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଇଣ୍ଡଷ୍ଟ୍ରିରେ ତିଷ୍ଠିବାକୁ ଅନେକ ସଂଘର୍ଷ କରିବାକୁ ପଡିଥିଲା। ଯଦିଓ ସେ କଳାକାର ପରିବାରରୁ ଆସିଥିଲେ ତଥାପି ଅଭିନୟ ଯାଦୁରେ ସେ...

ପ୍ରିୟଙ୍କା, ଦୀପିକାଙ୍କ ପଥରେ ଆଲିଆ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଫିଲ୍ମ ‘କଲଙ୍କ’ ବକ୍ସ ଅଫିସରେ ସେତେଟା ଭଲ କମାଲ କରିପାରି ନ ଥିଲା। ମାତ୍ର ଆଲିଆ ଏତିକିରେ ହାରିଯିବା ଝିଅ...

ସଙ୍ଗୀତ ନିଶାରେ ରୁନୁ

ସଙ୍ଗୀତ ଗୋଟେ ନିଶା। ସେ ନିଶା ଯାହାକୁ ଘାରେ ତାକୁ ସବୁକିଛି ସଙ୍ଗୀତମୟ ଲାଗେ। ସେମିତି ଗୋଟେ ନିଶାକୁ ସାଥିକରି ବାଟ ଚାଲୁଥିବା ଚୁଲ୍‌ବୁଲି ଝିଅ...

ଟଙ୍କା ପାଇଁ ଆଇଟମ୍‌ ଗାର୍ଲ ସାଜିଥିଲେ ହେଲେନ୍‌

ବଲିଉଡ୍‌ର ସବୁଠାରୁ ଚର୍ଚ୍ଚିତ ଡ୍ୟାନ୍ସର ଥିଲେ ହେଲେନ। ୨୧ ନଭେମ୍ବର ୧୯୩୮ରେ ବର୍ମାରେ ଜନ୍ମିତ ଏହି ଆଙ୍ଗ୍ଲୋ ଇଣ୍ଡିଆନ ଅଭିନେତ୍ରୀ ବଲିଉଡ୍‌ରେ ନିଜର ପ୍ରଭାବ ବିସ୍ତାର...

କ୍ଷମା ମାଗିଲେ ଫରହା

ମୁମ୍ବାଇ,୨୭।୧୨: ଟେଲିଭିଜନ ଶୋ’ ମାଧ୍ୟମରେ ଏକ ବିବାଦୀୟ ଟିପ୍ପଣୀ ଦେଇ ଚର୍ଚ୍ଚାକୁ ଆସିଥିବା ବଲିଉଡ୍‌ ନିର୍ଦ୍ଦେଶିକା ତଥା ପ୍ରଯୋଜିକା ଫରହା ଖାଁ ଶୁକ୍ରବାର ଏଥିପାଇଁ କ୍ଷମା...

ଗୁରୁପୂର୍ଣ୍ଣିମାରେ ଭାବପ୍ରବଣ ପୋଷ୍ଟ ଲେଖିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦିକ୍ଷିତ ଓ କୋରିଅଗ୍ରାଫର ସରୋଜ ଖାଁଙ୍କ ଯୋଡି ସମସ୍ତ ପପୁଲାର ଯୋଡିଙ୍କ ମଧ୍ୟରୁ ଗୋଟିଏ। ଫିଲ୍ମ...

ବଞ୍ଚିଥିବା ଯାଏ କରିବେ ଅଭିନୟ

ମୁମ୍ବାଇ: ବଲିଉଡ୍‌ ନାୟିକା କରିନା କପୁର ଖାଁ ବେବୋ ନାଁରେ ବେଶ୍‌ ପରିଚିତ। ତାଙ୍କ ଅଭିନୟକୁ ନେଇ ସେ ଯେତିକି ଚର୍ଚ୍ଚିତ ତାଙ୍କ ପର୍ସନାଲ ଲାଇଫକୁ...

କୁମାୟୁନ୍‌ ସଂସ୍କୃତି ଉପରେ ୩୦୦ରୁ ଅଧିକ ଟିକ୍‌ଟକ୍‌ ଭିଡ଼ିଓ କରିଛନ୍ତି ଛାତ୍ରୀ: ୧୦ ଭିଡ଼ିଓକୁ ଦେଖା ସରିଲାଣି ୧ ନିୟୁତରୁ ଅଧିକ ଥର

ନୂଆଦିଲ୍ଲୀ,୪।୩: ଉତ୍ତରାଖଣ୍ଡ ପିଥୋରାଗଡ଼ର ନାପଡ଼ ଗାଁର ଜଣେ ପୋଷ୍ଟ ଗ୍ରାଜୁଏଟ୍‌ ଛାତ୍ରୀ ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛନ୍ତି। ତାଙ୍କ ଦ୍ୱାରା ପ୍ରସ୍ତୁତ...


Coronavirus Update

Archives

Model This Week

Why Dharitri