ଏପ୍ରିଲ ୩୦ ପରେ ହେବ ନବମ ଶ୍ରେଣୀ ପରୀକ୍ଷା!

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉ ଥିବା ବେଳେ ପରିସ୍ଥିତି ସଙ୍ଗିନ ହୋଇପଡ଼ିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ନବମ ଓ ଏକାଦଶ ଶ୍ରେଣୀ ପିଲାମାନଙ୍କୁ ସ୍କୁଲ ଯିବାକୁ ବାରଣ କରିଥିଲେ। ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ସେମାନଙ୍କୁ ସ୍କୁଲ ନ ଯିବାକୁ କୁହାଯାଇଥିଲା। ତେବେ ଏ ବର୍ଷ ସେମାନଙ୍କର ପରୀକ୍ଷା ହେବ ନା ନାହିଁ, ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ। ରବିବାର ଏ ସମ୍ପର୍କରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ସରକାର ଚାହୁଁଛନ୍ତି ନବମ ଶ୍ରେଣୀ ଛାତ୍ରୀଛାତ୍ର ବାର୍ଷିକ ପରୀକ୍ଷା ଦିଅନ୍ତୁ। ଯଦିଓ ପୂରା କୋର୍ସ ସରିନାହିଁ, ତଥାପି ସରକାର ପରୀକ୍ଷା କରିବାକୁ ଚାହୁଁଛନ୍ତି। କିନ୍ତୁ ୩୦ ତାରିଖ ପରେ ସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ସଭାପତି ବହିଷ୍କୃତ

ଭୁବନେଶ୍ୱର,୧୬ା୬(ଅନିଲ ଦାସ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସଭାପତି ନୀଳମାଧବ ରାଉତଙ୍କୁ ବିଜୁ ଜନତା ଦଳରୁ ବହିଷ୍କୃତ କରାଯାଇଛି। ଏ ନେଇ ଗୁରୁବାର ବିଜେଡି ପକ୍ଷରୁ...

୧କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର,୧୫ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ୟୁନିୟନ ବ୍ୟାଙ୍କରୁ ଋଣ ଠକେଇ ମାମଲାରେ ସହରର ୨ଟି ରିଅଲ ଇଷ୍ଟେଟ ସଂସ୍ଥାର ବିଭିନ୍ନ ବାଣିଜି୍ୟକ ଏବଂ ଆବାସିକ ସମ୍ପତ୍ତି ଉପରେ ଚଢ଼ାଉବେଳେ ପ୍ରବର୍ତ୍ତନ...

ଉଡ଼ିଲା ଆଜବେଷ୍ଟସ୍‌, ଭାଙ୍ଗିଲା ଘର

ଜମନକିରା,୨୮ା୬ (ରବୀନ୍ଦ୍ର ପ୍ରସାଦ ଦାନି): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ମୌସୁମୀ ଜନିତ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଝଡତୋଫାନ...

କ୍ଲାସ୍‌ ସରିବା ପରେ କଲେଜରେ ରହିପାରିବେନି ପିଲା

ଭୁବନେଶ୍ୱର, ୨୦।୯(ବ୍ୟୁରୋ):କଲେଜ କ୍ୟାମ୍ପସରେ ଶୈକ୍ଷିକ ବାତାବରଣ ସୃଷ୍ଟି ଲାଗି କେତେକ ନୂଆ ପଦକ୍ଷେପ ନେଇଛି ଗଣଶିକ୍ଷା ବିଭାଗ। କ୍ଲାସ ସରିବା ପରେ ଆଉ କ୍ୟାମ୍ପସରେ ରହିପାରିବେନି...

ଆଜିଠୁ ଆରମ୍ଭ ବିଧାନସଭା ବଜେଟ୍‌ ଅଧିବେଶନ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ବିଧାନସଭା ବଜେଟ୍‌ ଅଧିବେଶନ। ଏଥର ବଜେଟ୍‌ ଅଧିବେଶନରେ କୋଭିଡ୍‌ କଟକଣା ମଧ୍ୟରେ ଚାଲିବ। ପୂର୍ବ ଅଧିବେଶନ ଭଳି ଦୁଇଟି ପର୍ଯ୍ୟାୟରେ...

ସଡ଼କ ଅପେକ୍ଷାରେ ସାତ ଦଶନ୍ଧି

ଢେଙ୍କାନାଳ ଅଫିସ, ୧୩।୭ ବିକାଶ ଦେଖୁଛି ଗାଁ। ବଦଳୁଛି ଗ୍ରାମାଞ୍ଚଳର ଚିତ୍ର। ପକ୍କା ସଡ଼କ, ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ ବିଦ୍ୟୁତ୍‌ ଭିତ୍ତିଭୂମିଠାରୁ ଆରମ୍ଭ କରି ଆନୁଷଙ୍ଗିକ...

ଶ୍ରମିକ ବେଶରେ ରାଜଧାନୀ ବସ୍ତିରେ ଅପରାଧୀ ଗ୍ୟାଙ୍ଗ୍‌: ବନ୍ଦ ଘରୁ ଚୋରି, ଏକୁଟିଆ ପାଇଲେ ଲୁଟୁଥିଲେ

ଭୁବନେଶ୍ୱର,୫।୭ (ବ୍ୟୁରୋ): ରାଜଧାନୀ ବସ୍ତିରେ ଆଡ୍ଡା ଜମାଇଛନ୍ତି ଅପରାଧୀ ଗ୍ୟାଙ୍ଗ୍‌। ରାଜରାସ୍ତାରୁ କଲୋନୀ ସବୁଠି ରାଜୁତି କରୁଛନ୍ତି। କରୋନା କଟକଣା ଭିତରେ କମିଶନରେଟ ପୋଲିସକୁ ଚକ୍‌ମା...

୧୨ ଜିଲାରେ ୧୪୭ ଟିମ୍‌ ମୁତୟନ: ‘ଅମ୍ଫନ୍‌’ ପାଇଁ ପ୍ରସ୍ତୁତ ଅଗ୍ନିଶମ ବିଭାଗ

କଟକ ଅଫିସ/ ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ମହାବାତ୍ୟାର ରୂପ ନେଇଥିବା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଅଗ୍ନିଶମ ବିଭାଗ। ଫନୀ ବାତ୍ୟାକୁ ଯେପରି ସଫଳତାର ସହ...

Advertisement
Archives

Model This Week