Posted inଖେଳ

ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌: ନେଦରଲାଣ୍ଡ୍ସ ଦଳ ପହଞ୍ଚିଲା

ଭୁବନେଶ୍ୱର, ୧୬।୧(କ୍ରୀଡ଼ା ପ୍ରତିନିଧି)- ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ରେ ଭାରତ ସହିତ ମ୍ୟାଚ୍‌ ଖେଳିବା ପାଇଁ ନେଦରଲାଣ୍ଡ୍ସ ଦଳ ବୁଧବାର ରାତିରେ ଏଠାରେ ପହଞ୍ଚିଛି। ଭାରତ ଓ ନେଦରଲାଣ୍ଡ୍ସ ମଧ୍ୟରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚଳିତମାସ ୧୮ ଓ ୧୯ ତାରିଖରେ ପ୍ରୋ ଲିଗ୍‌ ମ୍ୟାଚ୍‌ ଖେଳାଯିବ। ଭାରତ ସମ୍ପ୍ରତି ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୫ ନମ୍ବରରେ ଥିବାବେଳେ ୨୦୧୮ ହକି ବିଶ୍ୱକପ ରନର୍ସଅପ୍‌ ନେଦରଲାଣ୍ଡ୍ସ ୩ ନମ୍ବର ସ୍ଥାନରେ ରହିଛି। ତେଣୁ ମ୍ୟାଚ ତୀବ୍ର ସଂଘର୍ଷପୂର୍ଣ୍ଣ ହେବା ଆଶା ରହିଛି। ନେଦରଲାଣ୍ଡ୍ସ ଦଳ ଗୁରୁବାର କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ କରିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାନାଡା ଓପନ ବ୍ୟାଡ୍‌ମିଣ୍ଟନ: କାଶ୍ୟପ ରନର୍ସ ଅପ୍‌

କାଲଗାରି,୮।୭- ପୂର୍ବତନ ରାଜ୍ୟଗୋଷ୍ଠୀ ଚାମ୍ପିୟନ ପାରୁପଲ୍ଲୀ କାଶ୍ୟପ ଚଳିତ କାନାଡା ଓପନ ୧୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଉପବିଜେତା ଭାବେ ଅଭିଯାନ ଶେଷ କରିଛନ୍ତି। ୩ ଗେମ୍‌...

ରେକର୍ଡ ବର୍ଷା କଲେ ସୂର୍ଯ୍ୟକୁମାର

ମାଉଣ୍ଟ ମାଙ୍ଗାନୁଇ,୨୦।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ମାଉଣ୍ଟ ମାଙ୍ଗାନୁଇରେ ଖେଳାଯାଉଛି। ଏହି ମ୍ୟାଚରେ ବିଶ୍ୱର...

ସିଏସ୍‌କେ ନେତୃତ୍ୱ ଛାଡ଼ିଲେ ଧୋନୀ

ନୂଆଦିଲ୍ଲୀ,୨୪।୩: ପୁଣି ଥରେ ସଭିଙ୍କୁ ଚମକାଇ ଦେଇଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୫ତମ ସଂସ୍କରଣ ଆରମ୍ଭ...

ଭାରତକୁ ଚେତାବନୀ ଦେଲେ ପାକିସ୍ତାନ ଅଧିନାୟକ: କୋହଲି ଦେଲେ ଦୃଢ ଜବାବ

ଦୁବାଇ,୧୭।୧୦: ୟୁଏଇ ଏବଂ ଓମାନ ମାଟିରେ ଆଜିଠାରୁ ଟି -୨୦ ବିଶ୍ୱକପ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟରେ ସମଗ୍ର ବିଶ୍ୱର ଆଖି ରହିଛି ଭାରତ ଏବଂ...

ଦ୍ୱିପ୍ରହରରେ ଶୋଇଥିଲେ ବୋଲି ଗାଙ୍ଗୁଲିଙ୍କୁ ଏଭଳି ଦଣ୍ଡ ଦେଇଥିଲେ ସଚିନ; ଜାଣିଲେ ହେବେ..

ନୂଆଦିଲ୍ଲୀ,୧୭।୧୧: ବିଗତ ଦିନରେ ଭାରତୀୟ କ୍ରିକେଟ ଟିମ୍‌ର ଦୁଇ ପ୍ରମୁଖ ଖେଳାଳି ସଚିନ ତେନ୍ଦୁଲକର ଏବଂ ସୌରଭ ଗାଙ୍ଗୁଲୀଙ୍କ ଯୋଡ଼ି ବେଶ୍‌ ଲୋକପ୍ରିୟ ଥିଲା। ଦୀର୍ଘଦିନ...

ଇତିହାସ ରଚିଲେ ପାଣ୍ଡ୍ୟା: ପ୍ରଥମ ଭାରତୀୟ କ୍ରିକେଟର୍‌ ଭାବେ…

ସାଉଥମ୍ପଟନ୍‌,୮।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଇଂଲଣ୍ଡକୁ ୫୦ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତର ତାରକା ଅଲରାଉଣ୍ଡର...

ଶତକୀୟ ଭାଗୀଦାରି ପରେ ଭାରତକୁ ୪ ଝଟ୍‌କା

ଜୋହାନ୍ସବର୍ଗ,୫।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଚଳିତ ନ୍ୟୁ ଇୟର ଟେଷ୍ଟରେ ଅଜିଙ୍କ୍ୟ ରାହାନେ ଓ ଚେତେଶ୍ୱର ପୂଜାରାଙ୍କ ମଧ୍ୟରେ ଶତକୀୟ ଭାଗୀଦାରି ପରେ ଲଗାତାର ୩...

ହମ୍ପି ଜିତିଲେ ବିବିିସି ପୁରସ୍କାର

ନୂଆଦିଲ୍ଲୀ, ୯ା୩ (ପି.ଟି.)-ବିବିସି ଇଣ୍ଡିଆନ ସ୍ପୋଟର୍‌ସଓମ୍ୟାନ ଅଫ୍‌ ଦି ଇୟର ପୁରସ୍କାରର ଦ୍ୱିତୀୟ ସଂସ୍କରଣ ଫଳାଫଳ ସୋମବାର ପ୍ରକାଶ ପାଇଛନ୍ତି। ବର୍ତ୍ତମାନ ରାପିଡ୍‌ ଫର୍ମାଟରେ ରହିଥିବା...

Advertisement
Archives

Model This Week