ଏଫ୍‌ଡିଆଇ ଆଗମନ ୬ ବର୍ଷରେ ସର୍ବନିମ୍ନ

ନୂଆଦିଲ୍ଲୀ,୨୯-୫: ଦେଶରେ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି(ଏଫ୍‌ଡିଆଇ) ଆଗମନ ପ୍ରଥମଥର ୬ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଛି। ଆର୍ଥିକ ବର୍ଷ ୨୦୧୮-୧୯ରେ ଏହା ୧ % ହ୍ରାସ ପାଇ ମାତ୍ର ୪୪.୩୭ ବିଲିୟନ ଡଲାରରେ ପହଞ୍ଚତ୍ଛି। ସରକାରୀ ତଥ୍ୟ ଅନୁଯାୟୀ ଟେଲିକମ୍‌, ଫାର୍ମା ଏବଂ ଅନ୍ୟ ସେକ୍ଟରଗୁଡ଼ିକରେ ବିଦେଶୀ ପୁଞ୍ଜିନିବେଶ ବହୁମାତ୍ରାରେ ହ୍ରାସ ପାଇଛି। ଡିପାର୍ଟମେଣ୍ଟ ଫର୍‌ ପ୍ରମୋଶନ ଅଫ୍‌ ଇଣ୍ଡଷ୍ଟ୍ରି ଆଣ୍ଡ୍‌ ଇଣ୍ଟରନାଲ ଟ୍ରେଡ୍‌(ଡିପିଆଇଆଇଟି)ର ତଥ୍ୟ ଅନୁଯାୟୀ, ୨୦୧୭-୧୮ରେ ଦେଶରେ ୪୪.୮୫ ବିଲିୟନ ଡଲାର ବିଦେଶୀ ପୁଞ୍ଜି ନିବେଶ ହୋଇଥିଲା। ୬ ବର୍ଷ ପୂର୍ବେ ଶେଷ ଥର ପାଇଁ ଆର୍ଥିକ ବର୍ଷ ୨୦୧୨-୧୩ରେ ଏଫ୍‌ଡିଆଇ ପରିମାଣ ୩୬% ହ୍ରାସ ପାଇ ସର୍ବନିମ୍ନ ସ୍ତର ୨୨.୪୨ ବିଲିୟନ ଡଲାରକୁ ଖସି ଆସିଥିଲା। ତା’ପୂର୍ବ ବର୍ଷ ଅର୍ଥାତ୍‌ ୨୦୧୧-୧୨ରେ ଏହା ୩୫.୧୨ ବିଲିୟନ ଡଲାର ରହିଥିଲା। ୨୦୧୨-୧୩ ପରେ ଦେଶରେ ବିଦେଶୀ ପୁଞ୍ଜି ନିବେଶ କ୍ରମାଗତ ବଢ଼ିଚାଲିଥିଲା ଏବଂ ୨୦୧୭-୧୮ରେ ଏହା ରେକର୍ଡ ସ୍ତରରେ ପହଞ୍ଚତ୍ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୨-୨୩ରେ ୭.୯% ଜିଡିପି ବୃଦ୍ଧି ସମ୍ଭାବନା

ନୂଆଦିଲ୍ଲୀ,୧୪ା୩: ଆମେରିକୀୟ ବ୍ରୋକ୍‌ରେଜ କମ୍ପାନୀ ମୋର୍ଗାନ୍‌ ଷ୍ଟେନ୍‌ଲି ପକ୍ଷରୁ ଆର୍ଥିକ ବର୍ଷ ୨୦୨୨-୨୩ ପାଇଁ ଭାରତର ମୋଟ୍‌ ଘରୋଇ ଉତ୍ପାଦ(ଜିଡିପି) ଆନୁମାନିକ ବୃଦ୍ଧି ଦର ହ୍ରାସ କରି...

କଟକରେ ଭି-ବଜାରର ୨ୟ ଷ୍ଟୋର ଉଦ୍‌ଘାଟିତ

କଟକ,୪।୧୦: ଦେଶର ପ୍ରମୁଖ ଫ୍ୟାଶନ ସେଗ୍‌ମେଣ୍ଟ ‘ଭି-ବଜାର’ ପକ୍ଷରୁ ସ୍ଥାନୀୟ ବାଦାମବାଡ଼ିରେ ଆଉ ଏକ ଷ୍ଟୋରର ଶୁଭାରମ୍ଭ କରାଯାଇଛି। କଟକ ସହରରେ ଥିବା ଭି-ବଜାର ଷ୍ଟୋର...

ଆଇସିଆଇସିଆଇ ବ୍ୟାଙ୍କରେ ରୋବୋ ଗଣିବ ଟଙ୍କା

ନୂଆଦିଲ୍ଲୀ,୨୯-୮: ଘରୋଇ କ୍ଷେତ୍ରର ଅଗ୍ରଣୀ ବ୍ୟାଙ୍କ କୁହାଯାଉଥିବା ଆଇସିଆଇସିଆଇ ବ୍ୟାଙ୍କରେ ଟଙ୍କା ଗଣିବା ପାଇଁ ରୋବୋ ବ୍ୟବହାର କରାଯିବ। ରୋବୋ ବ୍ୟବହାର କରିବାରେ ଏହା ଦେଶର...

ବ୍ୟାଙ୍କିଙ୍ଗ୍‌ ଶିଳ୍ପ ସମସ୍ୟାକୁ ନେଇ ଅଭିଜିତ ବାନାର୍ଜୀଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୨୩-୧୦: ଭାରତର ବ୍ୟାଙ୍କିଙ୍ଗ ଶିଳ୍ପରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ନେଇ ନୋବେଲ ବିଜେତା ଅଭିଜିତ ବାନାର୍ଜୀ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ କ୍ଷେତ୍ର ସମସ୍ୟା...

ରିଲାଏନ୍ସ ଡିଜିଟାଲରେ ସାସ୍‌ସଙ୍ଗ୍‌ ଏସ୍‌ ୨୩

ନୂଆଦିଲ୍ଲୀ, ୮।୨: ରିଲାଏନ୍ସ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ରିଲାଏନ୍ସ ଡିଜିଟାଲ ରେ ପ୍ରିମିୟର ସ୍ମାର୍ଟଫୋନ ସାମ୍‌ସଙ୍ଗ୍‌ ଗାଲାକ୍ସି ଏସ୍‌୨୩ ସିରିଜ୍‌ର ଉନ୍ମୋଚନ କରାଯାଇଛି। ବିଶେଷକରି ଗାଲାକ୍ସି...

୩ ତୈଳ କମ୍ପାନୀକୁ ୨୨,୦୦୦ କୋଟିର ଅନୁଦାନ

ନୂଆଦିଲ୍ଲୀ,୧୩।୧୦: ଦେଶର ପ୍ରମୁଖ ୩ ତୈଳ ବିପଣନକାରୀ କମ୍ପାନୀକୁ କେନ୍ଦ୍ର ସରକାର ଏକକାଳନୀ ୨୨ ହଜାର କୋଟି ଟଙ୍କାର ଅନୁଦାନ ପ୍ରଦାନ ପାଇଁ ଘୋଷଣା କରିଛନ୍ତି।...

ଅଭିବୃଦ୍ଧି ଲାଗି ଜାରି ରହିବ ସଂସ୍କାର ଧାରା

ନୂଆଦିଲ୍ଲୀ,୪-୧୦: ବର୍ତ୍ତମାନ ଅର୍ଥନୈତିକ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଦେଶର ଜିଡ଼ିପି ଅଭିବୃଦ୍ଧି ଧାରା ତ୍ୱରାନ୍ବିତ କରିବାକୁ ସରକାର ସଂସ୍କାର ପ୍ରକ୍ରିୟା ଜାରି ରଖିବେ। ଅର୍ଥ...

ଡିଭିଜ ଲ୍ୟାବ୍‌ ଅଧ୍ୟକ୍ଷଙ୍କୁ ସର୍ବାଧିକ ବେତନ; ଭାରତୀୟ ଔଷଧ ଶିଳ୍ପରେ ସର୍ବାଧିକ

ହାଇଦ୍ରାବାଦ,୧୨-୮: ଡିଭିଜ ଲ୍ୟାବ୍‌ରେଟୋରିଜ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ(ସିଏମ୍‌ଡି) ମୁରଲୀ କେ.ଡିଭିଙ୍କୁ ୨୦୧୮-୧୯ରେ ବେତନ ଓ କମିଶନ ବାବଦରେ ମୋଟ ୫୮.୮୦ ଟଙ୍କା ପ୍ରଦାନ କରାଯାଇଛି।...

Advertisement
Archives

Model This Week