ଏଫ୍‌ପିଆଇଙ୍କ ଉପରେ ଟିକସର ସ୍ପଷ୍ଟୀକରଣ ଅନାବଶ୍ୟକ: ସୀତାରାମନ୍‌

ନୂଆଦିଲ୍ଲୀ,୯-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି ଯେ, ଫରେନ ପୋର୍ଟଫୋଲିଓ ଇନ୍‌ଭେଷ୍ଟର(ଏଫ୍‌ପିଆଇ)ଙ୍କ ଉପରେ ଲାଗୁ ହୋଇଥିବା ଅତିରିକ୍ତ ଟିକସ ବୋଝ ସଂକ୍ରାନ୍ତରେ ଆଉ କୌଣସି ସ୍ପଷ୍ଟୀକରଣ ଦେବାର ଆବଶ୍ୟକତା ନାହିଁ। ବଜେଟରେ ୨-୫ କୋଟି ଟଙ୍କା ଆୟ ଉପରେ ସରଚାର୍ଜକୁ ୧୫ରୁ ୨୫%କୁ ଏବଂ ୫ କୋଟି ଟଙ୍କା ଉପରେ ଆୟ କ୍ଷେତ୍ରରେ ସରଚାର୍ଜକୁ ୩୭%କୁ ବୃଦ୍ଧି କରାଯାଇଛି। ଏଫ୍‌ପିଆଇଙ୍କ ଉପରେ ଟିକସ ବୃଦ୍ଧି ଯୋଗୁ ସେମାନେ ଏଥିରେ ହତୋତ୍ସାହିତ ହୋଇ ସୋମବାର ଦେଶର ଷ୍ଟକ୍‌ ବଜାରରେ ଭାରି ମାତ୍ରାରେ ଶେୟାର ବିକ୍ରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁ ଚୌଧୁରୀ ସନ୍ତାନର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୨୧।୩: ଦେଶର ପ୍ରମୁଖ ହେଲ୍‌ଥ ଷ୍ଟାର୍ଟଅପ ସନ୍ତାନ ଫର୍ଟିଲିଟି କ୍ଲିନିକ୍‌ ଆଣ୍ଡ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ପକ୍ଷରୁ ଓଲିଉଡ୍‌ ଅଭିନେତ୍ରୀ ଅନୁ ଚୌଧୁରୀ ସନ୍ତାନର ବ୍ରାଣ୍ଡ୍‌ ଆମ୍ବାସାଡର...

ମୁଥୁଟ ଗ୍ରୁପ୍‌ର ଅଧ୍ୟକ୍ଷଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୭।୩: ଦେଶର ବହୁ ଲୋକଙ୍କୁ ସୁନା ବଦଳରେ ଋଣ ଦେଉଥିବା ଅଗ୍ରଣୀ ଘରୋଇ କମ୍ପାନୀ ମୁଥୁଟ ଗ୍ରୁପର ଚେୟାରମ୍ୟାନ୍‌ ଏମ.ଜି. ଜର୍ଜ ମୁଥୁଟ୍‌ଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି।...

କୋଣାର୍କ ଇନ୍‌ଫ୍ରାକୋର୍‌ର ୨ୟ ଉତ୍କର୍ଷ କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର,୧୨।୧୨: କୋଣାର୍କ ଇନ୍‌ଫ୍ରାକୋରର ୨ୟ ଉତ୍କର୍ଷ କେନ୍ଦ୍ର ସମ୍ବଲପୁରରେ ଉଦଘାଟିତ ହୋଇଯାଇଛି। ଏପରିକି ଭୁବନେଶ୍ୱରର ଦ ଗ୍ରାଣ୍ଡ ଶିବା ହୋଟେଲରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ...

ସୁଧ ହାର କମାଇଲା ଇପିଏଫ୍‌ଓ

ନୂଆଦିଲ୍ଲୀ,୬-୩: ଏମ୍ପ୍ଲଇଜ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେଶନ(ଇପିଏଫ୍‌ଓ) ଗୁରୁବାର ଏହାର ସୁଧହାର ହ୍ରାସ କରିଛି। ଫଳରେ ଉପଭୋକ୍ତାମାନେ ଚଳିତ ଆର୍ଥତ୍କ ବର୍ଷ ଲାଗି ୮.୫% ହାରରେ ସୁଧ...

୪୭୦ ବିମାନ କିଣିବ ଏୟାର ଇଣ୍ଡିଆ…

ନୂଆଦିଲ୍ଲୀ,୨୧।୬ : ଏୟାର ଇଣ୍ଡିଆ ଏୟାରବସ ଏବଂ ବୋଇଙ୍ଗ ସହିତ ପ୍ରାୟ ୭୦ ବିଲିୟନ ଡ଼ଲାର ଅର୍ଥାତ ୫.୪୭ ଲକ୍ଷ କୋଟି ଟଙ୍କାରେ ୪୭୦ ବିମାନ...

ଆମାଜନ ବିରୋଧରେ ମାମଲା ରୁଜୁ

ନୋଏଡା,୧୮।୫: ଅନ୍‌ଲାଇନ କମ୍ପାନୀ ଆମାଜନ ବିରୋଧରେ ନୋଏଡା କୋତଓ୍ବାଲୀ ସେକ୍ଟର-୫୮ରେ ମାମଲା ରୁଜୁ କରାଯାଇଛି। କମ୍ପାନୀ ନିଜ ଓ୍ବେବସାଇଟରେ ବିକ୍ରି କରୁଥିବା ପ୍ରଡକ୍ଟ ଉପରେ ଲଗାଇଥିବା...

ମୋଦି ସରକାରଙ୍କ ୯ ବର୍ଷ ଶାସନରେ ମୁଣ୍ଡପିଛା ଆୟ ହୋଇଛି ଦୁଇଗୁଣା…

ନୂଆଦିଲ୍ଲୀ,୧୧।୫ : କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୯ ବର୍ଷ ମଧ୍ୟରେ ମୁଣ୍ଡପିଛା ଆୟ ଦୃଷ୍ଟିରୁ ଭାରତ ଏକ ବଡ଼ ସଫଳତା ହାସଲ କରିଛି।...

ମାର୍ଚ୍ଚ ୨୦୨୪ ସୁଦ୍ଧା ଏୟାର ଇଣ୍ଡିଆ-ଭିସ୍ତାରାର ବିଲୟ, ଟାଟା ସନ୍ସ୍‌-ସିଙ୍ଗାପୁର ଏୟାର ଲାଇନ୍ସର ନିଷ୍ପତ୍ତି…

ନୂଆଦିଲ୍ଲୀ,୨୯।୧୧ : ଟାଟା ସନ୍ସ୍‌ ଏବଂ ସିଙ୍ଗାପୁର ଏୟାର ଲାଇନ୍ସ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ନିଷ୍ପତ୍ତି ଅନୁସାରେ ମାର୍ଚ୍ଚ ୨୦୨୪ ସୁଦ୍ଧା ଏୟାର...

Advertisement
Archives

Model This Week