ଏଫ୍‌ପିଆଇଙ୍କ ସରଚାର୍ଜ ପ୍ରତ୍ୟାହାର ନେଇ ବିଚାର

ନୂଆଦିଲ୍ଲୀ,୯-୮: ବଜେଟରେ ସରଚାର୍ଜ ଘୋଷଣା ପରେ ବିଦେଶୀ ନିବେଶକ(ଏଫ୍‌ପିଆଇ) ଦେଶରୁ ନିଜର ନିବେଶ ପ୍ରତ୍ୟାହାର କରିବା ଆରମ୍ଭ କରିଛନ୍ତି। ଭାରତୀୟ ଷ୍ଟକ୍‌ ବଜାର ପାଇଁ ଏହା ଶୁଭସଙ୍କେତ ହୋଇ ନଥିବାରୁ ଏଫ୍‌ପିଆଇଙ୍କ ଉପରୁ ସରଚାର୍ଜ ପ୍ରତ୍ୟାହାର ପାଇଁ ଦାବି ହୋଇ ଆସୁଥିଲା। ଏହାକୁ ଦୃଷ୍ଟିରେ ରଖି ଅର୍ଥ ମନ୍ତ୍ରଣାଳୟ ସରଚାର୍ଜ ପ୍ରତ୍ୟାହାର କରିବାକୁ ଯାଉଛନ୍ତି।
ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ସରକାର ବଜେଟରେ ଘୋଷିତ ସୁପର ରିଚ୍‌ ବା ଅତିଧନୀଙ୍କ ଉପରେ ସରଚାର୍ଜ ଆଦାୟକୁ ଜାରି ରଖିବାକୁ ଚାହୁଁଛନ୍ତି। ତେବେ ଏକ ବିଜ୍ଞପ୍ତି ଅଥବା ଅଧ୍ୟାଦେଶ ଜରିଆରେ ଏଫ୍‌ପିଆଇଙ୍କ ଉପରେ ଲାଗୁ ହେଉଥିବା ସରଚାର୍ଜକୁ ପ୍ରତ୍ୟାହାର କରିନେବେ। ଅଧ୍ୟାଦେଶ ଅଣାଗଲେ ପରେ ଏଥିପାଇଁ ପାର୍ଲାମେଣ୍ଟର ଅନୁମୋଦନ ନେବାକୁ ହେବ। ତେଣୁ ଏକ ସ୍ବତନ୍ତ୍ର ବିଲ୍‌ ଆଣିବାକୁ ହେବ। ଏହାକୁ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଅର୍ଥ ମନ୍ତ୍ରଣାଳୟ ମଧ୍ୟରେ ଆଲୋଚନା ଚାଲିଛି। ବଜେଟରେ ଘୋଷିତ ବିବାଦୀୟ ଟିକସକୁ ନେଇ ଏବେ ଅର୍ଥ ମନ୍ତ୍ରଣାଳୟ ଚାପଗ୍ରସ୍ତ ହୋଇଛି। ଗତ ମାସରେ ବଜେଟ ଘୋଷଣା କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବାର୍ଷିକ ୨ କୋଟି ଟଙ୍କା ଆୟ କରୁଥିବା ଧନୀଙ୍କ ଠାରୁ ସରଚାର୍ଜ ଆଦାୟ କରିବାକୁ ପ୍ରସ୍ତାବ ଦେଇଥିଲେ। ସେହିପରି ଏଫ୍‌ପିଆଇଙ୍କ ଉପରେ ମଧ୍ୟ ଅନୁରୂପ ସରଚାର୍ଜ ଲାଗୁ ହେବ ବୋଲି ସେ କହିଥିଲେ। ନିବେଶକଙ୍କୁ ମନାଇବା ଉଦ୍ଦେଶ୍ୟରେ ବଜେଟ ପ୍ରସ୍ତାବରେ ସଂଶୋଧନ ଘୋଷଣା ଖୁବଶୀଘ୍ର କରାଯିବ ବୋଲି ଜଣାପଡିଛି। ଏଫ୍‌ପିଆଇଙ୍କ ଠାରୁ ସରଚାର୍ଜ ପ୍ରତ୍ୟାହାର କରାଗଲେ ସରକାର ବାର୍ଷିକ ୪୦୦ କୋଟି ଟଙ୍କାର ଟିକସ ହରାଇବେ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri