ଏବିଭିପି ପକ୍ଷରୁ ଭିସୁଟରେ ର଼୍ୟାଗିଂର ପ୍ରତିବାଦ

ଭବାନୀପାଟଣା,୨୫।୮(ଡି.ଏନ.ଏ.)
ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ ର଼୍ୟାଗିଂକୁ ଏବିଭିପି ପକ୍ଷରୁ ଶନିବାର ପ୍ରତିବାଦ କରାଯାଇଛି। ଭବାନୀପାଟଣାସ୍ଥିତ ସ୍ଥାନୀୟ କଲେଜ ଛକ ଏବଂ ନଗର କାର୍ଯ୍ୟାଳୟ ସାମ୍ନାରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଶାଖା ତରଫରୁ ବିକ୍ଷୋଭ ସହ ପ୍ରତିବାଦ କରାଯାଇଥିଲା। ନଗର କାର୍ଯ୍ୟକର୍ତ୍ତା ଦେବେନ୍ଦ୍ର ଜାନି, ହରବଜନ ନାଏକ, ରୋହିତ ବାଗ, ଦେବାଶିଷ ବିହାରୀ, ହେମନ୍ତ ନାଏକ, ଉମେସ ନାଏକ, ପ୍ରିୟରଞ୍ଜନ ଠାକୁର, ସିଦ୍ଧାର୍ଥ ପଣ୍ଡା, ଅଭିମନ୍ୟୁ, ମହିମା ନାୟକ, ପ୍ରମିଳା ବାଗ, ଦେବକୀ ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ବିଭିନ୍ନ କଲେଜରୁ ଶତାଧିକ ଛାତ୍ରୀଛାତ୍ର ଯୋଗଦାନ କରିଥିଲେ। ଏବିଭିପି ଜିଲା ସଂଯୋଜକ ଅକ୍ଷୟ ଧଙ୍ଗଡାମାଝିଙ୍କ ନେତୃତ୍ୱରେ ଉକ୍ତ କାର୍ଯ୍ୟକ୍ରମ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବାତ୍ସଲ୍ୟ’ ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ୩ ବର୍ଷରୁ କମ୍‌ ଶିଶୁଙ୍କ ଯତ୍ନ ଏବଂ ଉଦ୍ଦୀପନାକୁ ଆଧାର କରି ସେମାନଙ୍କ ବିକଶିତ ଶୈଶବକୁ ଆନୁଷ୍ଠାନିକ ରୂପରେଖ ପ୍ରଦାନ ଲକ୍ଷ୍ୟରେ ‘ବାତ୍ସଲ୍ୟ’...

ପଠନ ଅଭ୍ୟାସ ମଣିଷକୁ ସାକାରାତ୍ମକ କରେ

ସୋନପୁର,୨୪।୧(ନି.ପ୍ର.) ସୋନପୁର ରୟାଲ ପଡିଆଠାରେ ଗତ ୧୭ ତାରିଖରୁ ଆରମ୍ଭ ହୋଇଥିବା ଚତୁର୍ଥ ସୁବର୍ଣ୍ଣପୁର ଜିଲା ପୁସ୍ତକ ଓ ସାହିତ୍ୟ ଉତ୍ସବ ଇଙ୍କ୍‌ଫେଷ୍ଟ-୨୦୨୦ ଗୁରୁବାର ରାତିରେ...

CORONAVIRUS UPDATE: ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୭୭

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୪୦ ଜଣ ରହିଥିବା ବେଳେ...

ରାଜ୍ୟରେ ଖୋଲିବ ପ୍ରାଣୀ ଚିକିତ୍ସା ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧।୩(ବ୍ୟୁରୋ): ରାଜ୍ୟରେ ସ୍ବତନ୍ତ୍ର ଭାବେ ଏକ ପ୍ରାଣୀ ଚିକିତ୍ସା ବିଶ୍ବବିଦ୍ୟାଳୟ ଖୋଲିବ। ଦୀର୍ଘ ବର୍ଷର ଏହି ସ୍ବପ୍ନ ଖୁବ୍‌ଶୀଘ୍ର ପୂରଣ ହେବାକୁ ଯାଉଛି। ଆସନ୍ତା...

କରୋନା ଭୟ: ସଭା, ପାର୍କ ବନ୍ଦ କଲା ପ୍ରଶାସନ

ଫୁଲବାଣୀ ଅଫିସ/ଦାରିଙ୍ଗିବାଡି, ୧୪। ୩ କରୋନା ଭୟ ଏବେ ସବୁଠି ଘାରିଛି। କରୋନା ପାଇଁ ବିଭିନ୍ନ ସଚେତନତାମୂଳକ ପଦକ୍ଷେପ ନିଆଯାଉଛି। ରାଜ୍ୟ ସରକାର ଆସନ୍ତା ୩୧...

ପ୍ରେମରେ ବିଫଳ: ବେକରେ ଗାମୁଛା ଲଗାଇ ଝୁଲିପଡ଼ିଲେ ଯୁବକ

କୋକସରା,୧୦।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ଗ୍ରାମର ଗୋବର୍ଦ୍ଧନ ମାଝି (୩୦) ଆତ୍ମହତ୍ୟା କରିଥିବା ଜଣାପଡିଛି। ପ୍ରେମରେ ବିଫଳ ହେବା...

ଆଇସିୟୁରେ ବାପା, ପାରିବାରିକ ବିବାଦ ମାମଲା ଶୀଘ୍ର ସାରିବାକୁ ବର୍ଷାଙ୍କୁ ଅନୁଭବଙ୍କ ଟୁଇଟ୍‌

କଟକ ଅଫିସ,୧୪ା୩: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଚାଲିଥିବା ପାରିବାରିକ କଳହ...

ଫୁଟାଇଲେ ୫ ରାଉଣ୍ଡ ଗୁଳି

ଢେଙ୍କାନାଳ ଅଫିସ୍‌, ୧।୪ ପୌର ନିର୍ବାଚନ ପରବର୍ତ୍ତୀ ହିଂସାରେ ଅଶାନ୍ତ ହୋଇଉଠିଛି ଢେଙ୍କାନାଳ ସହର। ପରାଜୟକୁ ସହଜରେ ଗ୍ରହଣ କରି ପାରୁ ନ ଥିବା ଏକ...

Advertisement
Archives

Model This Week