Posted inଜାତୀୟ

ଏବେ ଆମେ ପାଦରେ ଚାଲୁଛେ କମ୍‌, ଷ୍ଟେପ୍‌ ଗଣୁଛେ ଅଧିକ: ମୋଦି

ନୂଆଦିଲ୍ଲୀ,୨୯।୮: ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଟ୍‌ ଇଣ୍ଡିଆ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଏବେ ପରିବର୍ତ୍ତିତ ଜୀବନ ଶୈଳୀରେ ବହୁ ଲୋକଙ୍କର ଶାରୀରିକ ଶ୍ରମ କମିବାରେ ଲାଗିଛି। ଫଳରେ ଏବେ ଆମେ ପାଦରେ କମ୍‌ ଚାଲିବା ସହିତ ଅଧିକ ଷ୍ଟେପ୍‌ ଗଣିବା ଭଳି ସ୍ଥିତି ସୃଷ୍ଟି ହୋଇଛି। ସୁସ୍ଥ ରହିବା ପାଇଁ ପ୍ରତି ବ୍ୟକ୍ତିଙ୍କୁ ଦିନରେ ୮ରୁ ୧୦ କିଲୋମିଟର ଚାଲିବାର ଆବଶ୍ୟକତା ରହିଛି। ତେବେ ଆଧୁନିକ ଜୀବନ ଶୈଳୀରେ ଏହା ସମ୍ଭବ ହୋଇପାରୁ ନାହିଁ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ ଘାଇଲା ବାଘ ବେଶ୍‌ ବିପଦଜନକ ’

କୋଲକାତା,୧୪।୩ : ମୋ ଜୀବନରେ ବହୁ ଆକ୍ରମଣର ସମ୍ମୁଖୀନ ହୋଇଛି। କିନ୍ତୁ ମୁଣ୍ଡ ନୁଆଁଇ ନାହିଁ। ଆଉ ଘାଇଲା ବାଘ ବେଶ୍‌ ବିପଦଜନକ। ହ୍ବିଲଚେୟାରରେ ବସି...

କରୋନାରେ ପ୍ରାଣ ହରାଇଲେ ସେନକୋ ଗୋଲ୍ଡ ଚେୟାରମ୍ୟାନ୍‌

କୋଲକାତା,୨୯।୭: ଅଳଙ୍କାର ରିଟେଲିଂ କମ୍ପାନୀ ସେନକୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡର ଚେୟାରମ୍ୟାନ ଶଙ୍କର ସେନଙ୍କର ପରଲୋକ ଘଟିଛି। ସେ କରୋନାରେ ପ୍ରାଣ ହରାଇଥିବା କମ୍ପାନୀ ପକ୍ଷରୁ...

ବଜାରକୁ ଆସିଲା ବାବା ରାମଦେବଙ୍କ ଆୟୁର୍ବେଦିକ କରୋନା ଔଷଧ

ନୂଆଦିଲ୍ଲୀ,୧୯।୨: ଯୋଗ ଗୁରୁ ବାବା ରାମଦେବ କରୋନା ସଂକ୍ରମଣର ମୁକାବିଲା ପାଇଁ ଏକ ନୂତନ ଔଷଧ ଲଞ୍ଚ କରିଛନ୍ତି। ଶୁକ୍ରବାର ଦିଲ୍ଲୀର ସମ୍ବିଧାନ କ୍ଲବରେ ଏକ...

ତେଲଙ୍ଗାନାରେ ୩୨ ଡାକ୍ତର କରୋନା ସଂକ୍ରମିତ

ହାଇଦ୍ରାବାଦ,୪।୬: ଓସମାନିଆ ମେଡିକାଲ କଲେଜ ସହ ସହବଦ୍ଧ ଥିବା ହସ୍ପିଟାଲରେ ପାଖାପାଖି ୩୨ ଜଣ ଡାକ୍ତର କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଗୁରୁବାର ତେଲଙ୍ଗାନା-ଜୁନିୟର ଡକ୍ଟରର୍ସ...

କରୋନା ଲଢ଼େଇରେ ଜିତି ବି କାହିଁକି ଆକ୍ରାନ୍ତଙ୍କ ଘଟୁଛି ମୃତ୍ୟୁ, ବିଶେଷଜ୍ଞ ଦେଲେ ଉତ୍ତର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ସୁସ୍ଥ ହୋଇ ସାରିଥିବା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଲୋକେ...

ଇନ୍ଦ୍ରାବତୀ ନଦୀର ସାତଧାର ଅଞ୍ଚଳକୁ ସ୍ବଚ୍ଛ ରଖିବେ ସିଆର୍‌ପିଏଫ୍‌ ଯବାନ

ରାୟପୁର,୧୬।୧୨: ଛତିଶଗଡ଼ରେ ଇନ୍ଦ୍ରାବତୀ ନଦୀର ସାତଧାର ଅଞ୍ଚଳଙ୍କୁ ସ୍ବଚ୍ଛ ରଖିବା ପାଇଁ ସିଆର୍‌ପିଏଫ୍‌ ଯବାନ ଅଣ୍ଟା ଭିଡ଼ିଛନ୍ତି। ସିଆର୍‌ପିଏଫ୍‌ ୧୯୫ ବାଟାଲିୟନ୍‌ର ଯବାନ ଏହି ଅଞ୍ଚଳକୁ...

କରୋନା ଆକ୍ରାନ୍ତଙ୍କ ଘରକାନ୍ଥରେ ଲାଗିବନି ସୂଚନା ପୋଷ୍ଟର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୯।୧୨: ଏଣିକି କୌଣସି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଘରକାନ୍ଥରେ ସୂଚନା ପୋଷ୍ଟର ଲଗାଯିବ ନାହିଁ। ଏସମ୍ପର୍କରେ ବୁଧବାର ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏଭଳି...

ଲାଞ୍ଚ: ଏସିଆରେ ଭାରତ ସର୍ବାଗ୍ରେ

ନୂଆଦିଲ୍ଲୀ, ୨୭।୧୧(ପି.ଟି.):ଏସିଆ ମହାଦେଶରେ ସବୁଠୁ ବେଶି ଲାଞ୍ଚ କାରବାର ଭାରତରେ ହେଉଥିବା ଟ୍ରାନ୍ସପାରେନ୍ସି ଇଣ୍ଟରନ୍ୟାଶନାଲ ପକ୍ଷରୁ କୁହାଯାଇଛି। ଏହି ରିପୋର୍ଟ ଅନୁଯାୟୀ ଭାରତରେ ଅଧିକାଂଶ ଲୋକ...

Advertisement


Archives

Model This Week