ଏବେ ଖୋଲିବନି ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର,୫।୮(ବ୍ୟୁରୋ): ବର୍ତ୍ତମାନ ପର୍ଯ୍ୟଟକଙ୍କ ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଖୋଲା ଯିବନି। ବର୍ଷାଦିନରେ ନନ୍ଦନକାନନ ଖୋଲିବା ସମ୍ଭାବନା ନ ଥିବା ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ କହିଛନ୍ତି। ତେବେ କରୋନା ସ୍ଥିତିରେ ସୁଧାର ଆସିଲେ ଅଗଷ୍ଟରେ ଖୋଲାଯିବାକୁ ନିଷ୍ପତ୍ତି ହେବ। ଏହା କରୋନା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri