ଏବେ ବି ଆଇସିୟୁରେ ଅଛନ୍ତି ସୁରସମ୍ରାଜ୍ଞୀ ଲତା ମଙ୍ଗେସ୍‌କର, ଆରୋଗ୍ୟ କାମନା କଲେ ପ୍ରଶଂସକ

ମୁମ୍ବାଇ: ଭାରତରତ୍ନ ତଥା ସୁରସମ୍ରାଜ୍ଞୀ ଲତା ମଙ୍ଗେସକର ଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଧୀରେ ଧୀରେ ସୁଧୁରୁଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ୯୦ ବର୍ଷ ବୟସ୍କ ମଙ୍ଗେସକର ସୋମବାର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଜଣେ କଣ୍ଠଶିଳ୍ପୀ ହୋଇଥିବାରୁ ତାଙ୍କ ଫୁସ୍‌ଫୁସ୍‌ ମଜଭୁତ ଅଛି। ତେଣୁ ରୋଗ ସହ ଲଢିବାରେ ଏହା ବେଶ୍‌ ସହାୟକ ହେଉଛି ବୋଲି ଡାକ୍ତରମାନେ କହିଛନ୍ତି। ସାରା ଦେଶରୁ ଲତାଙ୍କ ଶୀଘ୍ର ଆରୋଗ୍ୟ କାମନା କରି ଲୋକେ ବାର୍ତ୍ତା ପଠାଉଛନ୍ତି। ବିଶେଷ କରି ମନୋରଞ୍ଜନ ଦୁନିଆରୁ ଅନେକ କଳାକାର ତାଙ୍କ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଛିଦିନ ପାଇଁ ବନ୍ଦ ହେଲା ଆଇଆଇଟି ମାଡ୍ରାସ

ଚେନ୍ନାଇ,୧୫ ।୧୨: ଭାରତୀୟ ପ୍ରାଦ୍ୟୋଗିକି ସଂସ୍ଥାନ(ଆଇଆଇଟି) ମାଡ୍ରାସକୁ କିଛିଦିନ ପାଇଁ ବନ୍ଦ କରି ଦିଆଯାଇଛି । ଏଠାରେ ୧୦୦ରୁ ଅଧିକ ବିଦ୍ୟାର୍ଥୀ କରୋନାରେ ପୀଡ଼ିତ ହେବା...

ସନ୍ନିଙ୍କ ଫୁଟ୍‌ବଲ ପ୍ରେମ

ମୁମ୍ବାଇ: ବଲିଉଡ୍‌ ନାୟିକା ସନ୍ନିି ଲିଓନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରୁହନ୍ତି। ଫ୍ୟାନ୍‌ମାନଙ୍କ ସହ ଯୋଡ଼ିହୋଇ ରହିବାକୁ ସନ୍ନି ଇନ୍‌ଷ୍ଟାଗ୍ରାମରେ ନିଜର ଟିକିନିଖି ଅପ୍‌ଡେଟ୍‌ସ...

ବାଇକ୍‌ରେ ବୁଲିି ନିର୍ବାଚନ ପ୍ରଚାର କଲେ ରାହୁଲ

ପାଣାଜୀ,୩୦।୧୦: ନିର୍ବାଚନ ପ୍ରଚାର କରିବାକୁ ବାଇକ୍‌ରେ ହେଲମେଟ୍‌ ପିନ୍ଧି ବୁଲିଲେ ରାହୁଲ ଗାନ୍ଧୀ। ଆସନ୍ତାବର୍ଷ ଗୋଆରେ ବିଧାନସଭା ନିର୍ବାଚନ ଥିବାରୁ ଦିନିକିଆ ଗସ୍ତରେ ଯାଇଛନ୍ତି ରାହୁଲ।...

ଘରକୁ ଫେରିଲେ ହି ମ୍ୟାନ

ମୁମ୍ବାଇ: ବଲିଉଡର ହି ମ୍ୟାନ ଭାବେ ପରିଚିତ ଧର୍ମେନ୍ଦ୍ର ରବିବାର ହଠାତ୍ ଅସୁସ୍ଥ ହୋଇପଡିଥିଲେ । ତୁରନ୍ତ ତାଙ୍କୁ ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ ଭର୍ତ୍ତି...

ଏନ୍‌ଆର୍‌ସିରୁ ଆଉ ଲକ୍ଷେ ବାଦ୍‌ ପଡ଼ିଲେ

ଗୁଆହାଟୀ,୨୭ା୬(ପି.ଟି.) :ଆସାମ ସରକାରଙ୍କ ପକ୍ଷରୁ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ପ୍ରକାଶ ପାଇଛି। ଏଥିରୁ ଆଉ ଲକ୍ଷାଧିକ ଲୋକ ବାଦ୍‌ ପଡ଼ିଛନ୍ତି। ଗତବର୍ଷ ଜୁଲାଇ ୩୦ରେ...

‘ଭୋଟ ବ୍ୟାଙ୍କ୍‌ ନୁହେଁ, ଆମେ ନୂଆ ଭାରତ ଗଢିବାକୁ ଆସିଛୁ’

ଶିମ୍‌ଲା,୩୧।୫: କେନ୍ଦ୍ର ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଶିମଲାରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ସକାଳ ୧୧ଟାରେ ଶିମଲାରେ ପହଞ୍ଚି ରୋଡ...

ଅପେକ୍ଷାରେ କରିନା

ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ କରିନା କପୁର ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। ସବୁ ସମୟରେ ସେ ନିଜର ଫଟୋ ଏବଂ ଭିଡିଓ ପ୍ରଶଂସକଙ୍କ ପାଇଁ...

ଇସ୍ତଫା ଦେଲେ ‘ଲେଡି ସିଘଂମ’, କହିଲେ ଆଇପିଏସ୍‌ ହୋଇ ଫେରିବି

ସୁରତ,୧୬।୭: ଗୁଜୁରାଟର ଜଣେ ଲେଡି କନଷ୍ଟେବଳ ସୋସିଆଲ ମିଡିଆରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ସୁନୀତା ଯାଦବ ନାମକ ଏହି କନଷ୍ଟେବଳ ଭାଜପା ସରକାରର ଜଣେ ମନ୍ତ୍ରୀଙ୍କ...

Advertisement
Archives

Model This Week