ଏବେ ସୁଦ୍ଧା ୨୬୪ ଜୋନ୍‌ରେ ବିଜେଡି ଆଗୁଆ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଶନିବାର ଭୋଟ ଗଣତି ଜାରି ରହିଥିବା ବେଳେ ମଧ୍ୟାହ୍ନ ସୁଦ୍ଧା ମିଳିଥିବା ଟ୍ରେଣ୍ଡ ଅନୁସାରେ ବିଜେଡି ସମସ୍ତଙ୍କୁ ପଛରେ ପକାଇ ଆଗରେ ଚାଲିଛି। ୩୧୫ ଜୋନରେ ଭୋଟ ଗଣତି ହେଉଥିବା ବେଳେ ବର୍ତ୍ତମାନ ସୁଦ୍ଧା ସମସ୍ତ ଆସନର ପ୍ରାରମ୍ଭିକ ଟ୍ରେଣ୍ଡ ଆସିଯାଇଛି । ବର୍ତ୍ତମାନ ସୁଦ୍ଧା ହସ୍ତଗତ ହୋଇଥିବା ଟ୍ରେଣ୍ଡ ଅନୁସାରେ ବିରୋଧୀଙ୍କୁ ପଛରେ ପକାଇ ଦେଇଛି ବିଜେଡି । ୨୬୪ ଜୋନ୍‌ରେ ବିଜେଡି ଆଗରେ ରହିଥିବା ବେଳେ ଭାଜପା ୨୯ଟି ଆସନରେ ଆଗରେ ରହିଛି। ସେହିପରି କଂଗ୍ରେସ ୧୬ଟି ଆସନରେ ଆଗୁଆ ରହିଥିବା ବେଳେ ୬ଟି ଆସନରେ ଅନ୍ୟାନ୍ୟ ଦଳ ଆଗୁଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri