Posted inଜାତୀୟ

ଏବେ ୧ ଟଙ୍କାରେ ସାନିଟାରୀ ନ୍ୟାପକିନ୍‌: ୫ ହଜାର ୫ଶହ ଜନ ଔଷଧୀ କେନ୍ଦ୍ରରେ ମିଳିବ

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦେଶର ସାଧାରଣ ଲୋକଙ୍କ ପାଇଁ ଏକ ନୂଆ ଉପହାର ଆଣିଛନ୍ତି। ଭାଜପା ନିର୍ବାଚନୀ ଇସ୍ତାହାରରେ ପ୍ରକାଶ ପାଇଥିବା ପ୍ରତିଶ୍ରୁତି ଅନୁସାରେ ଏଣିକି ୧ ଟଙ୍କାରେ ଶସ୍ତା ସାନିଟାରୀ ନ୍ୟାପକିନ୍‌ ମିଳିବ। ଏହା ଦେଶର ୫ ହଜାର ୫ଶହ ପ୍ରଧାନମନ୍ତ୍ରୀ ଜନ ଔଷଧୀ କେନ୍ଦ୍ରରେ ଯୋଗାଇ ଦିଆଯିବ। ଏହା ଦ୍ୱାରା ବହୁ ଲୋକ ଉପକୃତ ହେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ହସ୍ପିଟାଲରେ ସନ୍ତାନ ପ୍ରସବ କଲେ ଆଇଏଏସ୍‌

ରାଞ୍ଚି,୩।୩: ଝାଡଖଣ୍ଡର ଜଣେ ଆଇଏଏସ୍‌ ଅଧିକାରୀ ସରକାରୀ ହସ୍ପିଟାଲାରେ ତାଙ୍କର ଦ୍ୱିତୀୟ ସନ୍ତାନ ପ୍ରସବ କରିବା ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ରାଞ୍ଚିରୁ ୩୨୦ କିଲୋମିଟର...

ଶାହଙ୍କୁ ମିଳିପାରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୪-୫:ନିର୍ବାଚନ ରଣନୀତି ଓ ପ୍ରଚାରର ମଙ୍ଗ ଧରିଥିବା ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ଭୂମିକା ଏଥର ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଥିଲା। ୨୦୧୪ରେ ସେ ୟୁପି ଲାଗି...

ଆଜି କମଲନାଥଙ୍କ ଶକ୍ତି ପରୀକ୍ଷା

ନୂଆଦିଲ୍ଲୀ/ଭୋପାଳ,୧୬।୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ଆସ୍ଥାଭୋଟର ସମ୍ମୁଖୀନ ହେବେ। ଏହା ପୂର୍ବରୁ ଭୋପାଳରେ ରାଜନୈତିକ ତତ୍ପରତା ବୃଦ୍ଧି ପାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ...

ନୂଆ ଟ୍ରାଫିକ୍‌ ନିୟମ ନେଇ ବିବାଦ: ପଶ୍ଚିମବଙ୍ଗ, ରାଜସ୍ଥାନ, ମଧ୍ୟପ୍ରଦେଶ ଲାଗୁ କରିବାକୁ ମନା କଲେ

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ୧ରୁ ସାରା ଦେଶରେ ନୂଆ ଟ୍ରାଫିକ୍‌ ନିୟମ ଲାଗୁ ହୋଇଛି। ମୋଟର ବାହନ ସଂଶୋଧନ ଅଧିନିୟମ ଅନୁସାରେ ୬୩ ନୂଆ ନିୟମ ଲାଗୁ...

୫୩ ବର୍ଷ ବୟସରେ ଯୁକ୍ତ ୨ରେ ଆଡ୍‌ମିଶନ କଲେ ଏହି ରାଜ୍ୟର ଶିକ୍ଷାମନ୍ତ୍ରୀ

ରାଞ୍ଚି, ୧୦।୮: କୁହାଯାଏ ପାଠ ପଢ଼ିବାର କୌଣସି ବୟସ ନାହିଁ। ଯେକୌଣସି ବୟସରେ ମଧ୍ୟ ଜଣେ ଚାହିଁଲେ ଶିକ୍ଷା ଗ୍ରହଣ କରିପାରିବ। ଏହାର ଏକ ଜ୍ୱଳନ୍ତ...

ୟୁପି ସରକାରଙ୍କ ଅଭିଯୋଗ: ହିଂସା ପଛରେ ପିଏଫ୍‌ଆଇ, ସିମି

ଲକ୍ଷ୍ନୌ,୨୩ା୧୨(ପି.ଟି.): ଉତ୍ତରପ୍ରଦେଶରେ ସିଏଏ ବିରୋଧୀ ହିଂସାତ୍ମକ ଆନ୍ଦୋଳନ ପାଇଁ ରାଜ୍ୟ ସରକାର ବାହାର ଲୋକଙ୍କୁ ଦାୟୀ କରୁଥିବାବେଳେ ଏଥିରେ ମୁସଲମାନ ସଂଗଠନ ପପୁଲାର ଫ୍ରଣ୍ଟ ଅଫ୍‌...

ବର୍ଷକୁ ସିଆର୍‌ପିଏଫ୍‌ ଯବାନଙ୍କୁ ମିଳିବ ଶହେ ଦିନ ଛୁଟି: ସରକାର ଗଠନ କରିଛନ୍ତି କମିଟି

ନୂଆଦିଲ୍ଲୀ,୨୯।୧୨: ଏଣିକି ସିଆର୍‌ପିଏଫ୍‌ ଯବାନମାନେ ବର୍ଷକୁ ଶହେ ଦିନ ଛୁଟି ପାଇପାରିବେ। ଏପ୍ରସ୍ତାବ ଉପରେ ବିଚାର କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ କମିଟି...

ସୁରକ୍ଷିତ ଅଛନ୍ତି ଏନ୍‌ସିପିର ନିଖୋଜ ବିଧାୟକ

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ର ମହାଭାରତକୁ ନେଇ ସୁପ୍ରିମକୋର୍ଟରେ ରବିବାର ଶୁଣାଣି ଥିବା ସମୟରେ ଏନ୍‌ସିପି ବିଧାୟକ ଦୌଲତ ଦରୋଦା ସକାଳେ ନିଖୋଜ ହୋଇଯାଇଥିବା ଜଣାପଡିଲା। ହେଲେ ଏହାର...


Coronavirus Update

Archives

Model This Week

Why Dharitri