ଏଭଳି ବଡ଼ ସ୍ବାସ୍ଥ୍ୟ ସମସ୍ୟାରୁ ଦୂରେଇ ରହିବା ପାଇଁ ରାତ୍ରଭୋଜନ ପରେ ଖାଆନ୍ତୁ ଏହାକୁ…

ଗୁଡ଼ ଅନେକ ପୋଷକ ତତ୍ତ୍ୱରେ ଭରପୁର। ପ୍ରତିଦିନ ରାତ୍ରଭୋଜନ ପରେ ଅଭ୍ୟାସ କରି ଫାଳେ ଗୁଡ଼ ଖାଇଲେ ବହୁ ଫାଇଦା ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହା ଡାଇବେଟିସ୍‌ରୁ ଦୂରେଇ ରଖିବା ସହିତ ରକ୍ତରେ କୋଲେଷ୍ଟରଲ ମାତ୍ରାକୁ ନିୟନ୍ତ୍ରିତ କରେ। ଫଳରେ ହାର୍ଟଆଟାକ୍‌ ଭଳି ବଡ଼ ସମସ୍ୟାରୁ ମୁକ୍ତି ମିଳିଥାଏ। ତେଣୁ ଗୁଡ଼କୁ ସୁପରଫୁଡ୍‌ ମଧ୍ୟ କୁହାଯାଏ । ଏହା ମିଠା ଲାଗୁଥିଲେ ମଧ୍ୟ ଏଥିରେ ଶର୍କରାର ମାତ୍ରା ବହୁତ କମ୍‌ ରହିଥାଏ । ଏହା ସହିତ ଏହା ବିଭିନ୍ନ ଖଣିଜ ପଦାର୍ଥରେ ଭରପୁର। ଗୁଡ଼ ଖାଇଲେ କୋଷ୍ଠକାଠିନ୍ୟ ସମସ୍ୟା ଦୂର ହୋଇଥାଏ। ସୁସ୍ଥ ନିରାମୟ ଜୀବନଯାପନ ପାଇଁ ଅଭ୍ୟାସ କରି ଗୁଡ଼ ଖାଇବାକୁ ଆୟୁର୍ବେଦରେ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଣାଣି ବେଳେ କ୍ୟାମେରା ବନ୍ଦ

ନୂଆଦିଲ୍ଲୀ,୫ା୮: ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ବିରୋଧରେ ଅଦାଲତ ଅବମାନନା ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ଜଷ୍ଟିସ୍‌ ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ...

ବସ୍‌କୁ ପିଟିଲା ଗ୍ୟାସ୍‌ ବୋଝେଇ ଟ୍ରକ୍‌: ଚାଲିଗଲା ୧୫ ଜୀବନ

ରାଞ୍ଚି,୬।୧: ଝାଡଖଣ୍ଡର ପାକୁର ଜିଲାରେ ବୁଧବାର ସକାଳେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ ଏବଂ ଟ୍ରକ ମଧ୍ୟରେ ମୁହାଁମୁହଁି ଧକ୍କାରେ ୧୫...

ସ୍ୱାସ୍ଥ୍ୟ ସେବାରେ ସବୁଠୁ ଆଗରେ କେରଳ

ନୂଆଦିଲ୍ଲୀ,୨୭ ।୧୨: ନୀତି ଆୟୋଗ ଦ୍ୱାରା ସୋମବାର ହେଲ୍‌ଥ ଇଣ୍ଡେକ୍ସ ଜାରି କରାଯାଇଛି । ଏଥିରେ ଦକ୍ଷିଣ ରାଜ୍ୟ ବାଜି ମାରି ନେଇଥିବା ବେଳେ ଉତ୍ତର...

ସୁନାର ମାସ୍କ ତିଆରି କଲେ ମନୋଜ ସେନଗାର

କାନପୁର,୧ ।୭: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ହେଲେ ମାସ୍କ ପିନ୍ଧିବା ଜରୁରୀ ବୋଲି ବିଶେଷଜ୍ଞମାନେ କହିଛନ୍ତି । ଏବେ ଏହି ମାସ୍କକୁ ନେଇ ଚର୍ଚ୍ଚାକୁ...

ଇସ୍‌ଲାମାବାଦରେ ଭାରତୀୟ ଉଚ୍ଚାୟୁକ୍ତର ଦୁଇ ଅଧିକାରୀ ନିଖୋଜ

ନୂଆଦିଲ୍ଲୀ,୧୫।୬: ପାକିସ୍ତାନର ରାଜଧାନୀ ଇସ୍‌ଲାମାବାଦରେ ୨ ଭାରତୀୟ ଅଧିକାରୀ ନିଖୋଜ ହୋଇଥିବା ସୂଚନା ମିଳିଛି। ବିଶେଷ ସୂତ୍ରରୁ ମିଳିଥିବା ଏହି ସୂଚନା ଅନୁଯାୟୀ, ପାକିସ୍ତାନରେ ଭାରତୀୟ...

ନୂଆ ଆଇପିଏସ୍‌ଙ୍କୁ ମୋଦିଙ୍କ ମନ୍ତ୍ର

ନୂଆଦିଲ୍ଲୀ,୩୧।୭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ସର୍ଦ୍ଦାର ବଲଭଭାଇ ପଟେଲ ନ୍ୟାସନାଲ ପୋଲିସ ଏକାଡେମୀରେ ତାଲିମପ୍ରାପ୍ତ ଆଇପିଏସ୍‌ ଅଧିକାରୀଙ୍କୁ ସମ୍ବୋଧିତ କରିଛନ୍ତି।...

କେନ୍ଦ୍ରର ଓଟିଟି ଗାଇଡ୍‌ଲାଇନ୍‌ ଦନ୍ତହୀନ

ନୂଆଦିଲ୍ଲୀ,୬ା୩: ସୋସିଆଲ ମିଡିଆ ନିୟନ୍ତ୍ରଣ ପାଇଁ କେନ୍ଦ୍ର ସରକାର ଜାରି କରିଥିବା ଗାଇଡ୍‌ଲାଇନର ଦାନ୍ତ ନାହିଁ। ଡିଜିଟାଲ ପ୍ଲାଟଫର୍ମଗୁଡ଼ିକ ଅନୁପଯୁକ୍ତ କଣ୍ଟେଣ୍ଟ ଦେଖାଇଲେ ସେମାନଙ୍କ ବିରୋଧରେ...

ସେନାରେ ୭୮ ହଜାର ପଦବୀ ଖାଲି: ୩ ବର୍ଷରେ ୨୧ ଶହ ଅଫିସର ଛାଡ଼ିଛନ୍ତି ଚାକିରି

ନୂଆଦିଲ୍ଲୀ,୨।୭: ଭାରତୀୟ ସେନାରେ ୭୮ ହଜାର ୨ଶହ ୯୧ ପଦବୀ ଖାଲି ପଡ଼ିଛି। ସେଥିମଧ୍ୟରେ ୯ ହଜାର ୪ ଶହ ୨୭ ଅଫିସର ପଦବୀ ରହିଛି।...

Advertisement
Archives

Model This Week