ଏଭଳି ଶୋଇଲେ ଶରୀର ଉପରେ ପଡ଼େ ଖରାପ ପ୍ରଭାବ…

ଶୋଇବାର କେତେକ ସାଧାରଣ ନିୟମ ରହିଛି। ଏହାକୁ ପାଳନ କଲେ ଶରୀର ଉପରେ ଭଲ ପ୍ରଭାବ ପଡ଼ିଥାଏ। ପେଟ ମାଡ଼ିହୋଇ ଶୋଇବା ଦ୍ୱାରା ବହୁ ସମସ୍ୟା ଦେଖାଦେଇଥାଏ। ଏହାଯୋଗୁ ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ହୋଇଥାଏ। ସେହିପରି ଏଭଳି ଶୋଇବା ଅଭ୍ୟାସ ଯୋଗୁ ଖାଦ୍ୟ ହଜମ ପ୍ରକ୍ରିୟାରେ ବାଧା ସୃଷ୍ଟି ହୋଇଥାଏ। ଏପରି ଶୋଇଲେ ମୁହଁ ଆବଶ୍ୟକ ପରିମାଣର ଅକ୍ସିଜେନ୍‌ ପାଇ ନ ପାରିବାରୁ ବ୍ରଣ ଉଠିଥାଏ। ପେଟେଇ ହୋଇ ଶୋଇଲେ ମେରୁଦଣ୍ଡରେ ଯନ୍ତ୍ରଣା ହେବା ସହିତ ମୁଣ୍ଡ ବିନ୍ଧା ହୋଇଥାଏ। ବେଳେବେଳେ ବେକ ପଛପଟେ ଯନ୍ତ୍ରଣା ହୋଇଥାଏ। ତେଣୁ ଏଭଳି ଶୋଇବାକୁ ଚିକିତ୍ସକ ବାରଣ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରେନେଡ୍‌ ମାଡ଼ରେ ୧୧ ଆହତ

ଶ୍ରୀନଗର, ୧୩ା୧୦: ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଶନିବାର ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିବାରୁ ୧୧ ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ...

ମଳଦ୍ୱାରରେ ଲୁଚାଇ ନେଉଥିଲେ ୨.୧୬ କୋଟି ଟଙ୍କାର ସୁନା

ଚେନ୍ନାଇ, ୧୭।୧୦: କଷ୍ଟମ ଏୟାର ଇଣ୍ଟେଲିଜେନ୍ସ ଅଧିକାରୀମାନେ ୪.୧୪ କେଜି ମୂଲ୍ୟର ସୁନା ଜବତ କରିଛନ୍ତି। ଯାହାର ମୂଲ୍ୟ ୨.୧୬ କୋଟି ଟଙ୍କା ହେବ ବୋଲି...

ଉଚ୍ଛେଦକୁ ବିରୋଧ କରି ଦେହରେ ଲଗାଇଲେ ନିଆଁ

ଚେନ୍ନାଇ,୧୦।୫: ଚେନ୍ନାଇର ରାଜା ଅନ୍ନାମଲାଇ ପୁରମ୍‌ ଅଞ୍ଚଳରେ ଜବରଦଖଲ ଉଚ୍ଛେଦକୁ ବିରୋଧ କରି ଜଣେ ୫୮ ବର୍ଷୀୟ ବ୍ୟକ୍ତି ଦେହରେ ନିଆଁ ଲଗାଇ ଦେଇଥିଲେ। ହେଲେ...

ଆନ୍ଦୋଳନ ପାଇଁ ଆମେରିକା ଗସ୍ତକୁ ସ୍ଥଗିତ ରଖିଛନ୍ତି ଡାକ୍ତର

ନୂଆଦିଲ୍ଲୀ,୭।୩ : କେନ୍ଦ୍ର ସରକାରଙ୍କ ୩ ନୂଆ ଆଇନ ବିରୋଧରେ ଗତ ୩ ମାସ ହେଲା ଦିଲ୍ଲୀର ଟିକ୍ରି ସୀମାରେ ଚାଲିଥିବା ଅନ୍ଦୋଳନରେ ସାମିଲ ହୋଇଛନ୍ତି...

ଆଫଗାନିସ୍ତାନ ନୁହେଁ ପାକିସ୍ତାନ ଏୟାର ସ୍ପେସ ଦେଇ ଆମେରିକା ଗଲେ ମୋଦି

ନୂଆଦିଲ୍ଲୀ,୨୩ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୱାଡ ନେତାଙ୍କ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଓ ଜାତିସଂଘର ୭୬ତମ ମହାସଭାରେ ଉଦ୍‌ବୋଧନ ଦେବାକୁ ଆମେରିକା ପହଞ୍ଚି...

ବିଜ୍ଞାନ କଥାଶିଳ୍ପୀ ଗୋକୁଳାନନ୍ଦ

ଓଡ଼ିଆ ବିଜ୍ଞାନ ସାହିତ୍ୟକୁ ସର୍ବଭାରତୀୟ ସ୍ତରରେ ପ୍ରତିଷ୍ଠିତ କରିବାରେ ଯେଉଁ କେତେଜଣ ଯୋଗଜନ୍ମା କର୍ମଯୋଗୀମାନଙ୍କ ଅବଦାନ ଚିରସ୍ମରଣୀୟ ହୋଇ ରହିବ ସେମାନଙ୍କ ମଧ୍ୟରେ ସର୍ବାଗ୍ରେ ରହିବେ...

ରାତି ଅନିଦ୍ରା ବଢ଼ାଇଥାଏ ବିଷାଦ

ଦିନସାରା ମନ ଅଶାନ୍ତ ରହୁଛି କି? ସାମାନ୍ୟ କଥାରେ ରାଗି ଯାଉଛନ୍ତି କି? ତେବେ ସାବଧାନ ହୋଇଯାଆନ୍ତୁ। କାରଣ ଏହା ଶୋଇବା ସମୟ ବ୍ୟତିକ୍ରମ ପାଇଁ...

ପ୍ରଧାନମନ୍ତ୍ରୀଙ୍କ ରାଗ ଦେଖି ସରକାରୀ ବାବୁ ଛାନିଆ, ପ୍ରସ୍ତୁତ ହେବ ଖାମଖିଆଲି ଅଧିକାରୀଙ୍କ ତାଲିକା…

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩୭ ତମ ପ୍ରଗତି(ପ୍ରୋଟେକ୍ଟିଭ୍‌ ଗଭର୍ନାସ୍‌ ଆଣ୍ଡ୍‌ ଟାଇମ୍‌ଲି ଇମ୍ପ୍ଲିମେଣ୍ଟେଶନ) ବୈଠକରେ ଯୋଗଦେଇ ସରକାରୀ ବାବୁଙ୍କ ଉପରେ ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରାଗ...

Advertisement
Archives

Model This Week